-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ଉଲୁଣ୍ଡା ବ୍ଲକ ସ୍ତରୀୟ ଜେଆରସି ସଚେତନତା ଅଭିଯାନ 

07-Dec-2022



ଉଲୁଣ୍ଢା ବ୍ଲକ ଅନ୍ତର୍ଗତ ପଂଚାୟତ ସମିତି  ହାଇସ୍କୁଲ, ଉଲୁଣ୍ଢା ପ୍ରାଙ୍ଗଣରେ ଏକ ଦିବସୀୟ ବ୍ଲକ ସ୍ତରୀୟ ଜୁନିଅର ରେଡକ୍ରସ ସଚେତନତା ଅଭିଯାନ    ଅନୁଷ୍ଠିତ ହୋଇଯାଇଛି ।  ସ୍ଥାନୀୟ ଅରିତିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ମୁକେଶ ଭୋଇ ମୁଖ୍ୟଅତିଥି ଭାବରେ ଯୋଗଦେଇ ଅଭିଯାନକୁ ଉଦଘାଟନ କରିଛନ୍ତି । ସ୍ଥାନୀୟ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଲବ ଭରାସାଗର ସମ୍ମାନୀତ ଅତଥି ଭାବରେ ଯୋଗଦେଇଥିଲେ । ଆୟୋଜିତ ହୋଇଥିବା ଭବ୍ୟ

ସଭାରେ ଉଲୁଣ୍ଢା ହାଇସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ସୁଶ୍ରୀ ନଳିନୀ କୁମ୍ଭାର ଅଧ୍ୟକ୍ଷତା କରିଥିଲେ । ସମଗ୍ର କାର୍ଯ୍ୟକ୍ରମକୁ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ପରିଚାଳନା କରିଥିେଲେ । ବରିଷ୍ଠ ସାଧନକର୍ମି ଚନ୍ଦ୍ରମଣି ବାଘ ସଭା ସଂଯୋଜନା କରିଥିଲେ । ବରିଷ୍ଠ ଜୁନିଅର ରେଡକ୍ରସ ପରାମର୍ଶଦାତା ପ୍ରଶନ୍ନ କୁମାର ଶତପଥି ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଆଗାମୀ ଦିନରେ ବ୍ଲକ ତଥା ଜିଲ୍ଲାର ସମସ୍ତ ହାଇସ୍କୁଲ ଏବଂ ଅପର ପ୍ରାଇମେରୀ ସ୍କୁଲରେ ୬ଷ୍ଠ ଶ୍ରେଣୀରୁ ୧୦ମ ଶ୍ରେଣୀରେ  ଅଧ୍ୟୟନ କରୁଥିବା  ଛାତ୍ରଛାତ୍ରୀ ମାନଙ୍କୁ ବିଶ୍ୱବ୍ୟାପୀ ସେବା ସଂଗଠନ ରେଡକ୍ରସର ସପ୍ତନୀତିରେ ଉଦବୁଦ୍ଧ କରାଯିବାକୁ ଜିଲ୍ଲା ଜୁନିଅର ରେଡକ୍ରସ ଯୋଜନା କରିଛନ୍ତି । ଉଲୁଣ୍ଡା ବ୍ଲକ

ଅନ୍ତର୍ଗତ ୨୧ ଟି ହାଇସ୍କୁଲ ର ଜୁନିଅର ରେଡକ୍ରସ ପରାମର୍ଶଦାତା ମାନେ ଅଭିଯାନରେ ଯୋଗଦେଇଛନ୍ତି ।  ସାଧନକର୍ମି ଚନ୍ଦ୍ରମଣି ବାଘ , ଗୋପେଶ ପଣ୍ଡା ପ୍ରମୁଖ ରେଡକ୍ରସର ଆନ୍ଦୋଳନ, ଜୁନିଅର ରେଡକ୍ରସର ସେବା ମୂଳକ କାର୍ଯ୍ୟକ୍ରମ, ପ୍ରାଥମିକ ଚିକିତ୍ସା, ସଡକ ସୁରକ୍ଷା ସଂପର୍କିତ ରକ୍ଷକ ଯୋଜନାର ଉପଯୋଗିତା  ବିଷୟରେ ଶିବିରାର୍ôଥ ମାନଙ୍କୁ ତାଲିମ ପ୍ରଦାନ କରିଛନ୍ତି । ବିଦ୍ୟାଳୟର ଶିକ୍ଷକ ଭକ୍ତରାମ ମେହେର, ଲିପିକା ପାତ୍ର, ଚିତରଂଜନ ପୂଜାରୀ , ସତ୍ୟଭାମା ପଧାନ, ନରେନ୍ଦ୍ର କୁମାର ଦେହେରୀ, ଡନ ପଧାନ, ସଂଜିପ ରଣା ପ୍ରମୁଖ  ସହଯୋଗ କରିଥିଲେ । ଶେଷରେ ଉଲୁଣ୍ଢା ବିସିସି ପ୍ରହଲ୍ଲାଦ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।                          
 


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like