-+91-9937148622 |

prerana_bgr@rediffmail.com |

  Sunday 15th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବନଦୁର୍ଗା ମହୋତ୍ସବ ଏପ୍ରିଲ ୭ ରୁ ୧୧ ମାଁ ପାଟଣେଶ୍ୱରୀଙ୍କୁ ନିଉତା   (15-Mar-2026)       ||      ଜିଲ୍ଲା ତୈଲିକ ବୈଶ୍ୟ ସମାଜର ପରିବର୍ଦ୍ଧିତ କାର୍ଯ୍ୟକରଣୀ ବୈଠକ   (15-Mar-2026)       ||      ଆକାଶବାଣୀ ଶ୍ରୋତା ସଂଘ ବରଗଡ଼ ଦ୍ଵାରା ବିରଞ୍ଚି ଦାଶ ସମ୍ବର୍ଦ୍ଧିତ   (15-Mar-2026)       ||      ଭାଙ୍ଗିଗଲା ୧୧ କେଭି ବିଦ୍ୟୁତ ଖୁଣ୍ଟ   (15-Mar-2026)       ||      ବ୍ଲୁ ଇକୋନୋମି ସମିଟ୍–୨୦୨୬ରେ ଓଡ଼ିଶାର ଦୂରଦୃଷ୍ଟିମୟ ରୋଡମ୍ୟାପ୍♦️ପୋର୍ଟ–ଲେଡ୍ ଅର୍ବାନାଇଜେସନ୍ ମାଧ୍ୟମରେ ଉପକୂଳ ଆଧାରିତ ଅର୍ଥନୀତିକୁ ନୂତନ ଦିଗ   (15-Mar-2026)       ||      ବି ଏମ୍ ସି ର ସଫେଇ ମିତ୍ର ସୁରକ୍ଷା ଶିବିର    (15-Mar-2026)       ||      *ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦ୍ଘାଟିତ*-   (15-Mar-2026)       ||      ଟ୍ରମ୍ପଙ୍କ ସହ ପ୍ରଧାନମନ୍ତ୍ରୀ ନିଜର ପଦମର୍ଯ୍ୟଦା ଓ ଦେଶର ସମ୍ମାନକୁ ସାଲିସ କରିଛନ୍ତି- ଯୁବ କଂଗ୍ରେସ   (14-Mar-2026)       ||      ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ♦️ ୫୦, ୯୬୨ଟି ମାମଲାର ଫଇସଲା    (14-Mar-2026)       ||      ପ୍ରେରଣା’ ତରଫରୁ ତଥା ‘ସଂପୂର୍ଣ୍ଣା’ ଅନୁଷ୍ଠାନର ସହଯୋଗରେ ରଙ୍ଗୋଲି ପ୍ରତିଯୋଗିତା   (14-Mar-2026)       ||      ସିଆରପିଏଫଙ୍କ ଜନ ସମ୍ପର୍କ ଶିଖାଇଲା ଶୃଙ୍ଖଳା   (14-Mar-2026)       ||      ମାୟାବର୍ହା ରେ ଗଣିତ ଦିବସ   (14-Mar-2026)       ||      *ସୁବର୍ଣ୍ଣପୁର ଠାରେ ଜାତୀୟ ଲୋକ ଅଦାଲତ - ସଡ଼କ ସୁରକ୍ଷା ଆଇନ୍ ଉଲଂଘନ କାରୀ ଙ୍କ ଠାରୁ ୨ ଲକ୍ଷ ୨୯ ହଜାର ଫାଇନ ଆଦାୟ*-   (14-Mar-2026)       ||      ନବରଙ୍ଗପୁର ଜିଲ୍ଲାରେ ଘରୋଇ ଗ୍ୟାସ ବୁକିଂ ହେଉନି : ଲୋକେ ଚିନ୍ତାରେ,,,,, ଗାଁ ଠୁ ସହର ସବୁଠି LPG ଗ୍ୟାସ ତାତି   (14-Mar-2026)       ||      *ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*   (14-Mar-2026)       ||      *ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   (14-Mar-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   (14-Mar-2026)       ||      *ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   (14-Mar-2026)       ||      ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   (14-Mar-2026)       ||      ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   (13-Mar-2026)       ||     

HOME   ରାଜ୍ୟ

ତୁଷୁରା ଏୟାରଷ୍ଟ୍ରିପରୁ ବିମାନ ସେବା କେବେ ?

07-Dec-2022



ବଲାଙ୍ଗିର, - ସ୍ଥାନୀୟ ଐତିହାସିକ ପୂର୍ଣ୍ଣଚନ୍ଦ୍ର ପାଠାଗାର ସମ୍ମିଳନୀ କକ୍ଷରେ ଅଭିଭାବକ ମଂଚର କାର୍ଯ୍ୟକାରୀ କମିଟି ବୈଠକ ସଭାପତି ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଆଲୋଚନା ଆରମ୍ଭ କରି ସଭ୍ୟ ଡ. ରାଧାକାନ୍ତ ମିଶ୍ର ସୂଚନା ଦେଲେ ଯେ ଏପ୍ରିଲ ୨୦୧୬ ରେ ଏୟାର ଓଡିଶା ପକ୍ଷରୁ ଝାରସୁଗୁଡା, ରାଉରକେଲା ଓ ସମ୍ବଲପୁର ପରେ ପଶ୍ଚିମ ଓଡିଶାର ବଲାଙ୍ଗିର ଓ କଳାହାଣ୍ଡିକୁ ବିମାନ ସେବା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିଲା । ବଲାଙ୍ଗିରର ତୁଷୁରା ଓ କଳାହାଣ୍ଡିର ଉଦ୍‌କେଲା ଏୟାରଷ୍ଟ୍ରିପ୍ ନିରୀକ୍ଷଣ କରିବା ପରେ ତଥା ବ୍ୟବସାୟିକ ଦିଗକୁ ଅନୁଧ୍ୟାନ କଲା ପରେ ଉଭୟ ଏହାରଷ୍ଟ୍ରିପ ଭଲ ସ୍ଥିତିରେ ଥିବା ଓ ସରକାରୀ ଅନୁମତି ମିଳିଲେ ମାସେ ମଧ୍ୟରେ ଏହି ଦୁଇ ଜିଲ୍ଲାକୁ ବିମାନ ସେବା ଆରମ୍ଭ କରିଦେବାକୁ ସେତେବେଳେ ଏୟାର ଓଡିଶା କର୍ତ୍ତୃପକ୍ଷ ସୂଚନା ଦେଇଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂଦେଓ ଙ୍କ ଦ୍ୱାରା ୧୯୬୭ ମସିହାରେ ଉଦ୍‌ଘାଟିତ ହୋଇଥିବା ତୁଷୁରା (ବଡଙ୍ଗୋମୁଣ୍ଡା) ଏୟାରଷ୍ଟ୍ରିପ କୁ ବିଭିନ୍ନ ସମୟରେ ରାଜ୍ୟ ସରକାର ବ୍ୟବହାର କରି ଆସୁଛନ୍ତି । ଏବେ ଉଦ୍‌କେଲା ଏୟାରଷ୍ଟ୍ରିପ ପାଇଁ କୋଟି କୋଟି ଟଙ୍କା ବ୍ୟୟ ବରାଦ କରି ରାଜ୍ୟ ସରକାର ଖୁବ୍ ଶିଘ୍ର ସେଠାରୁ ବିମାନସେବା ଆରମ୍ଭ କରିବା ଯୋଜନା କରିଛନ୍ତି । ଇତି ମଧ୍ୟରେ ଜୟପୁର ଏୟାରଷ୍ଟ୍ରିପ ମଧ୍ୟ କାର୍ଯ୍ୟକ୍ଷମ ହେବାକୁ ଥିବା ବେଳେ ଦଳିତ ଆଦିବାସୀ ଅଧ୍ୟୁଷିତ କେବିକେ ଜିଲ୍ଲା ବଲାଙ୍ଗିର ପାଇଁ କୌଣସି ରାଜନେତା ଚିନ୍ତା କରୁନାହାନ୍ତି । ଏ ନେଇ ମନ୍ତ୍ରୀ ଟୁକୁନି ସାହୁ ତଥା ଜିଲ୍ଲାର ଏମ୍‌.ପି., ଏମ୍‌.ଏଲ୍‌.ଏ ପ୍ରମୁଖ ରାଜ୍ୟ ସରକାରଙ୍କ ଠାରେ ଦୃଢ ଦାବି ଜଣାଇବେ ବୋଲି ଆଶା ।  ଅଧିବେଶନର ଦ୍ୱିତୀୟ ପ୍ରସ୍ତାବ ଆଗତ କରି ଉପ-ସଭାପତି ପ୍ରଶନ୍ନ ମିଶ୍ର ରାଜ୍ୟର ଦ୍ୱିତୀୟ କୃଷି ବିଶ୍ୱ ବିଦ୍ୟାଳୟ ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ଖୁବ୍ ଶିଘ୍ର ବଲାଙ୍ଗିର ରେ ଖୋଳିବା ପାଇଁ ପ୍ରସ୍ତାବ ଆଗତ କରିଥିଲେ । ବୈଠକରେ ସଂପାଦକ ଗୋବିନ୍ଦ ମିଶ୍ର, ଦିବାକର ହୋତା, ଛବିଲାଲ ବେହେରା, ପୁରୁଷୋତ୍ତମ ପଣ୍ଡା, ପୂର୍ଣ୍ଣଚନ୍ଦ୍ର ଦାଶ ତଥା ହରେକୃଷ୍ଣ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ । ସଭ୍ୟ କୃଷ୍ଣଚନ୍ଦ୍ର ମହାକୁର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନଦୁର୍ଗା ମହୋତ୍ସବ ଏପ୍ରିଲ ୭ ରୁ ୧୧ ମାଁ ପାଟଣେଶ୍ୱରୀଙ୍କୁ ନିଉତା   15-Mar-2026
  ଜିଲ୍ଲା  
ଜିଲ୍ଲା ତୈଲିକ ବୈଶ୍ୟ ସମାଜର ପରିବର୍ଦ୍ଧିତ କାର୍ଯ୍ୟକରଣୀ ବୈଠକ   15-Mar-2026
  ଜିଲ୍ଲା  
ଆକାଶବାଣୀ ଶ୍ରୋତା ସଂଘ ବରଗଡ଼ ଦ୍ଵାରା ବିରଞ୍ଚି ଦାଶ ସମ୍ବର୍ଦ୍ଧିତ   15-Mar-2026
  ଜିଲ୍ଲା  
ଭାଙ୍ଗିଗଲା ୧୧ କେଭି ବିଦ୍ୟୁତ ଖୁଣ୍ଟ   15-Mar-2026
  ଜିଲ୍ଲା  
ବ୍ଲୁ ଇକୋନୋମି ସମିଟ୍–୨୦୨୬ରେ ଓଡ଼ିଶାର ଦୂରଦୃଷ୍ଟିମୟ ରୋଡମ୍ୟାପ୍♦️ପୋର୍ଟ–ଲେଡ୍ ଅର୍ବାନାଇଜେସନ୍ ମାଧ୍ୟମରେ ଉପକୂଳ ଆଧାରିତ ଅର୍ଥନୀତିକୁ ନୂତନ ଦିଗ   15-Mar-2026
  ଜିଲ୍ଲା  
ବି ଏମ୍ ସି ର ସଫେଇ ମିତ୍ର ସୁରକ୍ଷା ଶିବିର   15-Mar-2026
  ଜିଲ୍ଲା  
*ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦ୍ଘାଟିତ*-   15-Mar-2026
  ଜିଲ୍ଲା  
ଟ୍ରମ୍ପଙ୍କ ସହ ପ୍ରଧାନମନ୍ତ୍ରୀ ନିଜର ପଦମର୍ଯ୍ୟଦା ଓ ଦେଶର ସମ୍ମାନକୁ ସାଲିସ କରିଛନ୍ତି- ଯୁବ କଂଗ୍ରେସ   14-Mar-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ♦️ ୫୦, ୯୬୨ଟି ମାମଲାର ଫଇସଲା   14-Mar-2026
  ଜିଲ୍ଲା  
ପ୍ରେରଣା’ ତରଫରୁ ତଥା ‘ସଂପୂର୍ଣ୍ଣା’ ଅନୁଷ୍ଠାନର ସହଯୋଗରେ ରଙ୍ଗୋଲି ପ୍ରତିଯୋଗିତା   14-Mar-2026
  ଜିଲ୍ଲା  
ସିଆରପିଏଫଙ୍କ ଜନ ସମ୍ପର୍କ ଶିଖାଇଲା ଶୃଙ୍ଖଳା   14-Mar-2026
  ଜିଲ୍ଲା  
ମାୟାବର୍ହା ରେ ଗଣିତ ଦିବସ   14-Mar-2026

You Might Also Like