-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା ଉଦଘାଟିତ: ବିଜ୍ଞାନ, ଗଣିତ ଓ ପରିବେଶ ସମ୍ପର୍କିତ ପ୍ରଦର୍ଶନୀ

07-Dec-2022



ବଲାଙ୍ଗିର (ପ୍ରେରଣା ଖବର) ଆଜି ପୂର୍ବାହ୍ନରେ ସ୍ଥାନୀୟ ପୃଥ୍ଵୀରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟ ରେ ଆୟୋଜିତ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା ଉଦଘାଟିତ ହୋଇଯାଇଛି । ଜିଲ୍ଲାପାଳ ଚଞ୍ଚଳ ରାଣା ବିଜ୍ଞାନ ମେଳା ଉଦଘାଟନ କରି ବିଜ୍ଞାନ ପ୍ରକଳ୍ପ ଗୁଡିକୁ  ବୁଲି ଦେଖିବା ସହ ପ୍ରକଳ୍ପ ସମ୍ପର୍କରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ଏହି ବିଜ୍ଞାନ ମେଳା ରେ ପ୍ରତ୍ୟେକ ବ୍ଲକ ରୁ ୭ ଗୋଟି ବିଷୟରେ 

 ପ୍ରଥମ ହୋଇ ଜିଲ୍ଲାସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ସମ୍ପର୍କିତ ୯୮ ଗୋଟି ବିଜ୍ଞାନ ପ୍ରକଳ୍ପ ଏବଂ ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗୀତା(ଇନ୍ସପାୟର) ରେ ୧୩୦ ଗୋଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଛି । ଉଦଘାଟନୀ ଉତ୍ସବ ଉପଲକ୍ଷେ ଅନୁଷ୍ଠିତ ସଭାରେ ଜିଲ୍ଲାପାଳ ଚଞ୍ଚଳ ରାଣା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜ୍ଞାନ ମେଳା ମାଧ୍ୟମରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ନୂତନ ଚିନ୍ତାଧାରା ତଥା ବୌଦ୍ଧିକ ବିକାଶ ଘଟିଥାଏ । ପ୍ରତିଭାକୁ ବିକଶିତ କରି ନିଜକୁ ଏକ ସ୍ଵତନ୍ତ୍ର ଭାବେ ଉପସ୍ଥାପିତ କରିବା ସହ ଜଣେ ସଫଳ ମଣିଷ ହେବାକୁ ଛାତ୍ରଛାତ୍ରୀ ମାନଙ୍କୁ ପ୍ରୋତ୍ସାହିତ କରିଥିଲେ । ଶୈକ୍ଷିକ ବାତାବରଣକୁ ସଦୁପଯୋଗ କରି ଛାତ୍ରଛାତ୍ରୀ ମାନଙ୍କ ସାମଗ୍ରିକ ବିକାଶ ଦିଗରେ ଯତ୍ନବାନ ହେବାକୁ ଜିଲ୍ଲାପାଳ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରା ଏହି ସଭାରେ ସଭାପତିତ୍ଵ କରି ବିଦ୍ୟାଳୟ ଗୁଡିକରେ ପାଠପଢା ସହ ଛାତ୍ରଛାତ୍ରୀ ମାନଙ୍କ ସର୍ବାଙ୍ଗୀନ ବିକାଶ ଦିଗରେ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଯତ୍ନବାନ ହେବାକୁ ସେ ପରାମର୍ଶ ଦେବା ସହ ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ଵାରୋପ କରିଥିଲେ । ପୃଥ୍ଵୀରାଜ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ସନ୍ତୋଷିନୀ ସେଠୀ ସ୍ଵାଗତ ବକ୍ତବ୍ୟ ପ୍ରଦାନ

କରିଥିଲେ । ଜିଲ୍ଲା ବିଜ୍ଞାନ ନିରିକ୍ଷକ ସରୋଜ କୁମାର ନାୟକ ବିଜ୍ଞାନ ମେଳା ଆୟୋଜନ ର ତାତ୍ପର୍ଜ୍ୟ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ଏହି ସଭାରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର , ପ୍ରାଥମିକ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନ ର ଭାରପ୍ରାପ୍ତ ଅଧ୍ୟକ୍ଷ ଜ୍ଞାନେନ୍ଦ୍ର ମଲ୍ଲିକ , ବଲାଙ୍ଗିର ଭରପ୍ରାପ୍ତ ବିଇଓ ଲୋକନାଥ ସୁନା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ,ହିଆଲ ର ପ୍ରଧାନ ଶିକ୍ଷକ ରାମ ଗୋପାଳ ଖମାରୀ ଶର୍ମା ସଭାକାର୍ଯ ପରିଚାଳନା କରିଥିଲେ ଓ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ଦୁଇ ଦିନ ଧରି ଅନୁଷ୍ଠିତ ହେଉଥିବା ଏହି ବିଜ୍ଞାନ ମେଳା ଆସନ୍ତା କାଲି ଉଦଯାପିତ ହେବ ।  ବିଜ୍ଞାନ ମେଳା ରେ ଜିଲ୍ଲା ର ବିଭିନ୍ନ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀ ମାନେ ଯୋଗଦେଇଥିଇଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like