-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଓଡିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସଂଘ ସୁବର୍ଣ୍ଣପୁର ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବୀ ପତ୍ର ପ୍ରଦାନ

08-Dec-2022



ସୁବର୍ଣ୍ଣପୁର: ଆଜି  ଓଡିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସୁବର୍ଣ୍ଣପୁର ଜ଼ିଲ୍ଲା ଶାଖା ପକ୍ଷରୁ ୮ ଦଫା ଦାବୀ ନେଇ ଜ଼ିଲ୍ଲାପାଳ ସୁବର୍ଣ୍ଣପୁରଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀ, ଅର୍ଥ ମନ୍ତ୍ରୀ, ଊଚ୍ଚ ଶିକ୍ଷା ଗଣଶିକ୍ଷା ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଅର୍ଥ ସଚିବ, ଉନ୍ନୟନ କମିଶନର, ଉଚ୍ଚ ଶିକ୍ଷା ଓ ଗଣ ଶିକ୍ଷା ସଚିବ ଙ୍କ ଉଦ୍ଦେଶ୍ୟ ରେ ଦାବୀ ପତ୍ର ପ୍ରଦାନ କରାଯାଇଛି l ଅବିକଳ ସପ୍ତମ ବେତନ ହାରରେ ଦରମା ପ୍ରଦାନ, ଅଣ ଅନୁଦାନ ପ୍ରାପ୍ତ ସମସ୍ତ ସ୍କୁଲ ଓ କଲେଜ ମାନଙ୍କୁ ଅନୁଦାନ ପ୍ରଦାନ, ସମସ୍ତ ଅନୁଦାନ ପ୍ରାପ୍ତ ସ୍କୁଲ କଲେଜ କର୍ମଚାରୀ ମାନଙ୍କୁ ଅବସର କାଳୀନ ସୁବିଧା ଓ ଚାକିରୀ ସର୍ତlବଳି ପ୍ରଦାନ, ଅବସର ବୟସ ୬୦ ରୁ ୬୨ ବୟସ ବୃଦ୍ଧି, ସୁପ୍ରିମ କୋର୍ଟ ଦେଇଥିବା ଆର ଏ ସି ପି ନିର୍ଦ୍ଧେଶlବଳୀ ଓ ୨୦୧୩ ରୁ ନିଯୁକ୍ତ ଠିକା କର୍ମଚାରୀ ମାନଙ୍କୁ ୧୭.୧୦.୨୦୨୨ ନିର୍ଦେଶାବଳୀ ଲାଗୁ କରିବା ତଥା ସମସ୍ତ ଙ୍କୁ ପୁରୁଣା ପେନସନ ଯୋଜନା ରେ ସାମିଲ କରିବା ପ୍ରମୁଖ ଦାବୀ ନେଇ ଏହି ସ୍ମାରକ ପତ୍ର ପ୍ରଦାନ କରାଯାଇଛି l ଏହି କାର୍ଯ୍ୟକ୍ରମ ରେ ଜ଼ିଲ୍ଲା ଓଷ୍ଠା ସମ୍ପାଦକ ସୁଶୀଲ କୁମାର ବିଶି, ସୋନପୁର କଲେଜ ର ଦୁର୍ୟୋଧନ ସାହୁ, ପ୍ରଫୁଲ୍ଲ କୁମାର

ନାଏକ, ହରିଶଙ୍କର ମିଶ୍ର, ଅକ୍ଷୟ କୁମାର ସାହୁ, ସୌରଭ ରଞ୍ଜନ ଖମାରି, ସନ୍ତୋଷ କୁମାର ଆଚାର୍ଯ୍ୟ, ନବୀନ ସିଂ, ଅମୀୟ ମହାନ୍ତି, ବିନୟ କୁମାର ପଣ୍ଡା, ବସୁଦେବ ନନ୍ଦ, ବନମାଳୀ ପଣ୍ଡା, କୁନୁ ମଲ୍ଲିକ, ସୁଶୀଳ କୁମାର ପରଡିଆ, ତପେଶ୍ୱର ପାତ୍ର ଓ ଅନ୍ୟ ନେତୃବୃନ୍ଦ ସାମିଲ ରହିଥିଲେ l ପ୍ରକାଶ ଥାଉ କି ଯେ ଏହି ସଂଘ ପକ୍ଷରୁ ରାଜ୍ୟର ସମସ୍ତ 30 ଗୋଟି ଜ଼ିଲ୍ଲାପାଳଙ୍କ ମାଧ୍ୟମ ରେ ମୁଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ କରାଯାଇଛି l ଏବଂ ଆଗାମୀ ୧୭ତାରିଖ ରେ ରାଜ୍ୟ ସଂଘ ପକ୍ଷରୁ ଏକ ରାଜ୍ୟ ସ୍ତରୀୟ ବିଶାଳ ଶୋଭାଯାତ୍ରା ର ଆୟୋଜନ କରାଯାଇଥିବା ବିଷୟ ସଂଘ ପକ୍ଷରୁ ପ୍ରକାଶ ପାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like