-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

କଖଗ’ ପକ୍ଷରୁ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ଚତୁର୍ଥ ନାଟ୍ୟୋତ୍ସବ I

08-Dec-2022



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀ)
: ସମ୍ବଲପୁର ପ୍ରତିଷ୍ଠିତ ସାଂସ୍କୃତିକ ଅନୁଷ୍ଠାନ ‘କଖଗ’ ପକ୍ଷରୁ ଆସନ୍ତା ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଆରଣ୍ୟକ ମଂଚ ଠାରେ ଚତୁର୍ଥ ନାଟ୍ୟୋତ୍ସବ ଅନୁଷ୍ଠିତ ହେବ। ପ୍ରତ୍ୟହ ସନ୍ଧ୍ୟା ଠିକ୍ ୬ଟା ୪୫ ମିନିଟ୍‌ରେ ଆରମ୍ଭ ହେବାକୁ ଥିବା ଏହି ଉତ୍ସବର ପ୍ରଥମ ରଜନୀରେ ରାଜ୍ୟର ବିଶିଷ୍ଟ ୧୧ ଜଣ ସାଂସ୍କୃତିକ ବ୍ୟକ୍ତିତ୍ୱଙ୍କ ସାକ୍ଷାତକାର ସମ୍ବଳିତ ମୁଖପତ୍ର ‘ବାର୍ତ୍ତାଳାପ’ ଉନ୍ମୋଚିତ ହେବ ବୋଲି ଆୟୋଜକ ଅନୁଷ୍ଠାନର ସଂପାଦକ ବ୍ରଜେନ୍ଦ୍ର ନାୟକ ସୂଚନା ଦେଇଛନ୍ତି । ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ନାୟକ କହିଲେ, ତିନିଦିନ ବ୍ୟାପୀ ଏହି ସାଂସ୍କୃ୍‌ତିକ ମହୋତ୍ସବରେ, କବିତା, ସଂଗୀତ, ଚିତ୍ରକଳା ଓ ନାଟକର ଅନନ୍ୟ ସଂଗମ ଦେଖିବାକୁ ମିଳିବ। ସମାରୋହର ପ୍ରଥମ ସନ୍ଧ୍ୟାରେ ଓଡ଼ିଶାର ପ୍ରତିଷ୍ଠିତ କବିମାନେ ସ୍ୱରଚିତ କବିତା ପାଠ କରିବେ । ପରେ ପରେ ଅନୁଷ୍ଠାନର ସଂପାଦକ ବ୍ରଜେନ୍ଦ୍ର ନାୟକଙ୍କ ସଂଗୀତ ନିର୍ଦ୍ଦେଶନାରେ ସେଇ କବିତାକୁ ସଂଗୀତ ଆକାରରେ ପରିବେଷଣ କରିବେ ଅନୁଷ୍ଠାନର ଉଦୀୟମାନ କଣ୍ଠଶିଳ୍ପୀମାନେ ଏବଂ ତା’ର ଭାବାର୍ଥକୁ ରଂଗ ଓ ତୁଳୀରେ ରୂପ ଦେବେ ଚିତ୍ରଶିଳ୍ପୀ। କବିତା, ସଂଗୀତ ଓ ଚିତ୍ରକଳାର ଅନନ୍ୟ କାର୍ଯ୍ୟକ୍ରମ ପରେ ମଂଚସ୍ଥ ହେବ ନାଟକ ‘କଥା’। ଦ୍ୱିତୀୟ ସଂନ୍ଧ୍ୟାରେ ପରିବେଷିତ ହେବ ଲଘୁ ସଂଗୀତର ସୁମଧୁର କାର୍ଯ୍ୟକ୍ରମ ‘ସ୍ପନ୍ଦନ’। ପରେ ପରେ ପ୍ରଦର୍ଶିତ ହେବ ନାଟକ ‘ସେଇରାତି ତୁମେ ସାଥୀ’। ଅନ୍ତିମ ସନ୍ଧ୍ୟାରେ ଅନୁଷ୍ଠାନର କଳାକାରମାନଙ୍କ ଦ୍ୱାରା ପରିବେଷିତ ହେବ ପୂର୍ଣ୍ଣାଙ୍ଗ ହାସ୍ୟରସାତ୍ମକ ନାଟକ ‘ମରିଗଲେ ସରିଗଲା’। ତିନୋଟି ଯାକ ନାଟକର ରଚନା, ନିର୍ଦ୍ଦେଶନା ଓ ସଂଗୀତ ନିର୍ଦ୍ଦେଶନା କରିଛନ୍ତି ବ୍ରଜେନ୍ଦ୍ର ନାୟକ। ସବୁବେଳେ ଅଭିନବ ଓ ସୃଜନାତ୍ମକ କାର୍ଯ୍ୟକ୍ରମ ଦ୍ୱାରା ଦର୍ଶକମାନଙ୍କୁ ତୃପ୍ତି ପ୍ରଦାନ କରୁଥିବା ‘କଖଗ’ ଏବର୍ଷ ମଧ୍ୟ ତା’ର ସେଇ ଲକ୍ଷ୍ୟପଥରେ ବିଜୟୀ ହେବାର ଆଶା ରଖିଛି। ବରିଷ୍ଠ କଳାକାର ଡ. ଶ୍ୟାମସୁନ୍ଦର ଧର କହିଲେ, ନାଟକଗୁଡ଼ିକରେ ଉଭୟ ତରୁଣ ଏବଂ ପ୍ରବୀଣ ଅଭିନେତାଙ୍କ ସମନ୍ୱୟ ଦେଖିବାକୁ ମିଳିବ। ଭାଷା, ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ ରାଜ୍ୟ ଓ ରାଜ୍ୟ ବାହାରେ ପରିଚିତ 'କଖଗ'ର ଏହି ନାଟ୍ୟୋତ୍ସବ ଏକ ଅଭିନବ ପ୍ରୟାସ ବୋଲି ଡ. ଧର କହିଥିଲେ। କଳାକାର ସୌମେନ୍ଦ୍ର ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ। ଅନୁଷ୍ଠାନର ସଦସ୍ୟ ମନୋଜ ବେହେରା, ସୁଶୀଲ ଦାଶ ଓ ସିଦ୍ଧାର୍ଥ ହୋତା ଉପସ୍ଥିତ ଥିଲେ। ଶେଷରେ ସୌମେନ୍ଦ୍ର ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like