-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||     

HOME   ଜିଲ୍ଲା

ରେକର୍ଡ ସଂଖ୍ୟକ ଭୋଟ ରେ ବିଜୟୀ ହେଲେ ବର୍ଷା ସିଂ ବରିହା

08-Dec-2022



ପଦ୍ମପୁର( ନରହରି ଵଗତ୍ତି)
ବରଗଡ ଜିଲ୍ଲା ପଦ୍ମପୁର ଉପନିର୍ବାଚନ ମଣ୍ଡଳୀ ର ଭୋଟ କୁ ନେଇ ଶେଷରେ ସବୁ କଳ୍ପନା ଜଳ୍ପନା ରେ ପୂର୍ଣ୍ଣଛେଦ ପଡ଼ିଛି।ଆଜି ଭୋଟ ଗଣତି ଚାଲିଥିଲା ଓ ଶେଷରେ ଫଳାଫଳ ଆସିଲା ।ବିରୋଧି ବିଜେପି କୁ ତମ ଜୋରଦାର ଝଟକା ଦେଇ ଶେଷରେ ସ୍ୱର୍ଗତ ବିଜୟ ରଞ୍ଜନ ସିଂ ବରିହା ଙ୍କ ଅଲିଅଳ ଝିଅ ବର୍ଷା ସିଂ ବରିହା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବିନ ପଟ୍ଟନାୟକ ଙ୍କ ଆଶ୍ରିର୍ବାଦ ରୁ ବିଜୁ ଜନତାଦଳ ର ପ୍ରାର୍ଥିନୀ ଭାବେ ନିର୍ବାଚନ ରଣାଙ୍ଗନା ରେ ଛିଡାହୋଇଥିଲେ।ତାଙ୍କୁ ପରାସ୍ତ କରିବାପାଇଁ ବିଜେପି ଦଳ ପକ୍ଷରୁ ପ୍ରଦୀପ ପୁରୋହିତ ଙ୍କୁ ଛିଡ଼ା କରାଯାଇଥିଲା।ଯାହାର ଜବାବ ଦେଇଛନ୍ତି ପଦ୍ମପୁର ନିର୍ବାଚନ ମଣ୍ଡଳୀ ର ଅଗଣିତ ଭୋଟର।ସରିଯାଇଛି ବହୁ ପ୍ରତୀକ୍ଷା ର ଭୋଟ ଗଣତି।ବିଜୟୀ ହେଲେ ବର୍ଷା ସିଂ ବରିହା।ଭୋଟ ଗଣତି ୧୪ ଗୋଟି ଟେବୁଲ୍ ରେ ୨୩ ରାଉଣ୍ଡର ଗଣତି ପ୍ରକ୍ରିୟା ସକାଳ ୮ ଟା ରୁ ଆରମ୍ଭ ହୋଇଥିବାବେଳେ,ପ୍ରଥମ ରାଉଣ୍ଡ ରେ ବର୍ଷା ୧୭୧୨ ଖଣ୍ଡ ଭୋଟ ବ୍ୟବଧାନରେ ଆଗେଇବା ଆରମ୍ଭ କରିଦେଇଥିଲେ।ଯାହାକି କ୍ରମାନ୍ୱୟ ଭାବେ ଶେଷ ପର୍ଯ୍ୟନ୍ତ ବଜାୟ ରହିଥିଲା।ନବାଗତ ବର୍ଷା ସିଂ ବରିହା ଯେ କି ବିଜେଡି ପ୍ରାର୍ଥିନୀ ଭାବେ ଉଭା ହୋଇଥିଲେ ତାଙ୍କ ଠାରୁ ବିଜେପି ଦଳ ର ପ୍ରଦୀପ ପୁରୋହିତ ଶେଷଯାଏଁ କୈାଣସି ରାଉଣ୍ଡରେ ମଧ୍ୟ ଆଗେଇ ପାରିନଥିଲେ।ପ୍ରଥମ ରାଉଣ୍ଡ ରୁ ଦେଖାଦେଇଥିବା ଟ୍ରେଣ୍ଡ ଶେଷ ରାଉଣ୍ଡ ପର୍ଯ୍ୟନ୍ତ ବଳବତ୍ତର ରହିଥିଲା।ଶେଷରେ ବର୍ଷା ପଦ୍ମପୁର ନିର୍ବାଚନ ମଣ୍ଡଳୀ ର ସମସ୍ତ ରେକର୍ଡ ଭାଙ୍ଗି ସମୁଦାୟ ୧ ଲକ୍ଷ ୧୮ ହଜାର ୮୫୮ ଖଣ୍ଡ ଭୋଟ ହାତେଇ ନିଜର ନିକଟତମ ପ୍ରତିଦ୍ୱନ୍ଦି ବିଜେପି ଦଳର ପ୍ରଦୀପ ପୁରୋହିତ ଙ୍କୁ ୪୧ ହଜାର ୯୪୬ ଖଣ୍ତ ବ୍ୟବଧାନରେ ପରାଜିତ ର ସ୍ୱାଦ ଚଖାଇ ବିଜୟୀ ହୋଇଛନ୍ତି।ପ୍ରଥମ ଥର ସକାଶେ ପଦ୍ମପୁର ନିର୍ବାଚନ ମଣ୍ଡଳୀ ରେ ମହିଳା ପ୍ରାର୍ଥିନୀ ଭାବେ ବର୍ଷା ଅବତୀର୍ଣ୍ଣ ହୋଇ ରେକର୍ଡ ସଂଖ୍ୟାରେ ଭୋଟ ହାତେଇ ବିଜୟ ମୁକୁଟ ର ହକଦାର ହୋଇଥିବାରୁ ପଦ୍ମପୁର ନିର୍ବାଚନ ମଣ୍ଡଳୀ ର ଅଗଣିତ ଭୋଟର ଙ୍କୁ ଅଭିନନ୍ଦନ ସହ କୃତଜ୍ଞତା ଜଣାଇଛନ୍ତି। ଓ ସେ ତାଙ୍କର ବାପାଙ୍କ ସମାଧି ସ୍ଥଳ କୁ ଯାଇ ଫୁଲମାଳ ଅର୍ପଣ କରି ଆଶୀର୍ବାଦ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026

You Might Also Like