-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚିଚର୍ଲା କୁ ଟିଟିଲାଗଡ଼ ଟ୍ରାଇବ୍ରେକରରେ ପରାସ୍ତ କରି ସେମିରେ

08-Dec-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡାବ୍ଲକ ରିଷିଡା ଠାରେ ରିଷିଡା ଯୁବାମଞ୍ଚ ପକ୍ଷରୁ ବାପୁଜୀମିନିଷ୍ଟାଡିୟମ ଠାରେ ଚାଲିଥିବା ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଚତୁର୍ଥ ଦିନ ମ୍ୟାଚ ଚିଚର୍ଲା ଓ ତୁର୍ଲା(ଟିଟିଲାଗଡ଼) ମଧ୍ୟରେ ଅନୁଷ୍ଠିତ ହୋଇଥିଲା  l ଏଥିରେ ନିର୍ଦ୍ଧାରିତ ସମୟମଧ୍ୟରେ ଉଭୟ ଦଳ ପରସ୍ପର କୁ ସମାନ ଗୋଲ ଦେବାରୁ ଟ୍ରାଇବ୍ରେକର ର ସହାୟତା ନିଆ ଯାଇଥିଲା l ଏଥିରେ ତୁର୍ଲା, ଟିଟିଲାଗଡ଼ ଦଳ 5-3ରେ ଚିଚର୍ଲା ଦଳ କୁ ପରାସ୍ତ କରି ବିଜୟୀହୋଇ ସେମି ରେ ପ୍ରବେଶ କରିଛି l ମ୍ୟାଚକୁ ପିଙ୍କୁ ଚନ୍ଦନ,ସନ୍ଦୀପ ତରାଇ,ଲଳିତ ଦାସ,ଲଳିତ ସାହୁ ପରିଚାଳନା କରିଥିଲେ  l ଏହି ମ୍ୟାଚରେ ବିଜୁ ଜନତା ଦଳ ର ରାଜ୍ୟ ପରିଷଦ ସଭ୍ୟ ଜାକିରହୁସେନ,କଳାହାଣ୍ଡି ବ୍ୟାଡ଼ମିଣ୍ଟନ ଆସୋସିଏସନ ର ସଭାପତି ତଥା ଜୀବନବିନ୍ଦୁ ଜିଲ୍ଲା ସଂଯୋଜକ ପ୍ରଦୀପ ଦାସ, ସ୍ୱାଗତ ଆଇ ଟି ଆଇ  ର ଅଧ୍ୟକ୍ଷ ପ୍ରୀତି ପଟନାୟକ,ବ୍ଲକ ଶିକ୍ଷକ ସଙ୍ଘ ର ପୂର୍ବତନ ସଭାପତି ଅଶୋକ କୁମାର ତ୍ରିପାଠୀ, ଉଦ୍ୟୋଗପତି ନେମିଚାନ୍ଦ ଜୈନ, ଜାତୀୟ ପୂର୍ବତନ ଫୁଟବଲ ଖେଳାଳି ସତ୍ୟ ନାରାୟଣ ପଣ୍ଡା, ସମିତି ସଭ୍ୟ ନିମାଇଁ ବେହେରା ଅତିଥି ଭାବେ ଯୋଗଦେଇଥିଲେ l

ଯୁବାମଞ୍ଚ ସଭାପତି ରଞ୍ଜନ କୁମାର ନାଏକ,ଯୁବାମଞ୍ଚ ସମ୍ପାଦକ ଉମାକାନ୍ତ ଭୋଇ ଉପସଭାପତି ଗିରିଶ ଚନ୍ଦ୍ର ସୁନା,କୈଳାଶ କୁମୁରା ଟୁର୍ନାମେଣ୍ଟ ସମ୍ପାଦକ ସୌମ୍ୟରଞ୍ଜନ ତ୍ରିପାଠୀ ,  ଯୁବାମଞ୍ଚ ସାଙ୍ଗଠନିକ ସମ୍ପାଦକ ସୋନୁ ରଣା,କୋଷାଧକ୍ଷ ଲିପୁନ ରଣା, ସାହସମ୍ପାଦକ ଦେବେନ୍ଦ୍ର ଲେଙ୍କା,ଅଜୟ କୁମାର, କୈଳାଶ କୁମାର, ଆକାଶ କୁମାର, ପ୍ରଦୀପ ମଲ୍ଲିକ, ପପୁ ସେଠ, ଲିପୁ ସେଠ ବଣ୍ଟି ନାଏକ, ରାଜେଶ ଗଡତିଆ, ବବଲୁ ଦଣ୍ଡସେନା,ମୁକେଶ ନାଏକ, ତାରାଚନ ପୋଢ଼, ମନୋଜ ଅଗ୍ରୱାଲ ପ୍ରମୁଖ ସହଯୋଗ କରିଥିବାବେଳେ କମ୍ବୁପାଣିସାହୁ, ମଧୁସୂଦନ ବାଗ ଧାରାବିବାରଣୀ ପ୍ରଦାନ କରିଥିଲେ, ସ୍କୋରବୋର୍ଡଦାଇତ୍ୱ ରେ ଗୋବର୍ଦ୍ଧନ ମାଝୀ ରହିଥିଲେ l ଶୁକ୍ରବାର ପ୍ରଥମ ସେମି ଫାଇନାଲ ମ୍ୟାଚ ସୋନପୁର ଶିଆଳି ଓ ତୁଷୁରା ଇଲେଭେନ ଷ୍ଟାର ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଆୟୋଜକ କମିଟି ସଭାପତି ନରୋତ୍ତମ ସେଲମା ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like