-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ପଦ୍ମପୁର ଉପନିର୍ବାଚନରେ ବିଜେଡିର ବିଜୟ ନେଇ ଜିଲ୍ଲା ଦଳୀୟ କାର୍ଯ୍ୟାଳୟ ଠାରେ ମିଷ୍ଠାନ ବଣ୍ଟନ

09-Dec-2022



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀ):ପଦ୍ମପୁର ଉପନିର୍ବାଚନରେ ବିଜେଡିର ବିଜୟ ଅବସରରେ ସମ୍ବଲପୁର ଜିଲ୍ଲା ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଦଳୀୟ କର୍ମୀ ଓ ନେତୃବୃନ୍ଦଙ୍କ ଉପସ୍ଥିତିରେ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ଆତିଶବାଜି ଓ ମିଷ୍ଠାନ ବଣ୍ଟନ କରି ବିଜୟଉତ୍ସବ ପାଳନ କରାଯାଇଥିଲା I ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ଐତିହାସିକ ବିଜୟର ପ୍ରତ୍ୟକ୍ଷ ନେତୃତ୍ୱ ନେଇଥିବା ବେଳେ ନିର୍ବାଚନ ଲଢ଼େଇର ସଂଯୋଜନା ଦଳୀୟ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ନେଇଥିଲେ । ଏହି ନିର୍ବାଚନର ପରିଚାଳନା ଦଳର ବରିଷ୍ଠ ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମନ୍ତ୍ରୀ ନବ କିଶୋର ଦାସ, ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ମନ୍ତ୍ରୀ ଟୁକୁନି ସାହୁ, ମନ୍ତ୍ରୀ ସମୀର ରଞ୍ଜନ ଦାଶ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ଇଂ.ରୋହିତ ପୂଜାରୀ,ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ,ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂହ, ଅରୁଣ ସାହୁ, ବିଧାୟକ ସାରଦା ନାୟକ,ବରିଷ୍ଠ ବିଜେଡି ନେତା ତଥା ସମ୍ବଲପୁର ଜିଲ୍ଲା ପାଇଁ ବିଜେଡି ପର୍ଯ୍ୟବେକ୍ଷକ ଇଂ.ନଳିନୀକାନ୍ତ ପ୍ରଧାନ,ବରଗଡ ବିଧାୟକ ଦେବେଶ ଆଚାର୍ଯ୍ୟ, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ,/ବ୍ରଜରାଜନଗର ବିଧାୟିକା ଅଳକା ମହାନ୍ତିଙ୍କ ସମେତ ବହୁ ବରିଷ୍ଠ ନେତା, ଯୁବ-ଛାତ୍ର  ନେତା,ମହିଳା ନେତ୍ରୀ ଓ ସଂଗଠକ ଗୁରୁଦାୟିତ୍ୱର ସହ ଏହି ବିଜୟ ଲାଗି ପଦ୍ମପୁରରେ କାର୍ଯ୍ୟ ସଫଳତା ସହ କରିଥିବାରୁ ସମ୍ବଲପୁର ଜିଲ୍ଲା ବିଜୁ ଜନତା ଦଳ ସେମାନଙ୍କୁ ଅଭିନନ୍ଦନ ଓ କୃତଜ୍ଞତା ଜ୍ଞାପନ କରୁଛି ବୋଲି ବିଜେଡି ଜ଼ିଲ୍ଲା ସଭାପତି ଇଂ ସିଦ୍ଧାର୍ଥ ଦାସ ଏକ ପ୍ରେସ ବିବୃତି ମାଧ୍ୟାମରେ ପ୍ରକାଶ କରିଛନ୍ତି I ସମ୍ବଲପୁର ଜିଲ୍ଲା ବିଜେଡି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଏହି ବିଜୟଉତ୍ସବ ରେ ବିଜୁ ଜନତା ଦଳ ସମ୍ବଲପୁର ଜିଲ୍ଲା ସଭାପତି ଇଂ.ସିଦ୍ଧାର୍ଥ ଦାସ,ପୂର୍ବତନ ଜିଲ୍ଲା ସଭାପତି  ରାଧାକାନ୍ତ ବହିଦାର,ସମ୍ବଲପୁର ଜିଲ୍ଲା ବିଜେଡି ଉପସଭାପତି  ଅଶୋକ ମହାକୁର,ଜିଲ୍ଲା ସାଧାରଣ ସମ୍ପାଦକ ସୁଶାନ୍ତ ପାଣିଗ୍ରାହୀ,ଜିଲ୍ଲା ବିଜେଡି ସମ୍ପାଦକ ଦିଲୀପ ଦାଶ, ଶିଶିର ରଞ୍ଜନ ମହାନ୍ତି, ସୁଧୀର ପାଣିଗ୍ରାହୀ, ମହିଳା ବିଜେଡି ରାଜ୍ୟ ଉପସଭାନେତ୍ରୀ  କବିତା ପୁରୋହିତ, ସମ୍ବଲପୁର ଜିଲ୍ଲା ଯୁବ ବିଜେଡି ସଭାପତି ଲକ୍ଷ୍ମୀପ୍ରସାଦ ମହାପାତ୍ର, ରଚିନ୍ଦ୍ର କୁଅଁର, ସୀତାକାନ୍ତ ପଣ୍ଡା,ଯୁବ ନେତା ଶ୍ରୀ ଲିଙ୍ଗରାଜ ତ୍ରିପାଠୀ, ସୁଶାନ୍ତ ଦଣ୍ଡସେନା ଯାମିନୀ ବହିଦାର, ନିଶାନ୍ତ ଦୀକ୍ଷିତ, ଇଂ.ନିଶିଥ ଆକାଶ, ନିଶିକାନ୍ତ ବିଶ୍ୱାଳ, ଇଂ.ଦୀନେଶ ସେଠ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like