-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

ସିନ୍ଧେକେଲା ଥାନାରେ ଯୋଗ ଦେଲେ ନୁଆ ଥାନାଧିକାରୀ

09-Dec-2022



ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନାରେ ମଙ୍ଗଳବାର ନୁତନ ଥାନାଧିକାରି ଭାବେ ବି ରୁଦ୍ରିଆ ଯୋଗ ଦେଇଛନ୍ତି। ଗତ କିଛି ବର୍ଷ ମଧ୍ଯରେ ବେଶ ଚର୍ଚ୍ଚାରେ ରହି ଆସିଛି ସିନ୍ଧେକେଲା ଥାନା । ତେବେ ସେ ନିରିହ ନିଷ୍ପାପ ଶିଶୁ ବଳି ହେଉ କିମ୍ବା ଗୁଣି ଗାରେଡି ସନ୍ଦେହରେ କୋଉଠି ବୃଦ୍ଧ ଙ୍କୁ ଗାଁରେ ବୁଲାଇ ବୁଲାଇ ମାଡ ମାରିବା ସହ ପରିଶ୍ରା ଓ ବିଷ୍ଟା ଖୁଆଇବା ତ କୋଉଠି ଗୋଟିଏ ପରିବାର କୁ ଗୁଣି ଗାରେଡି ସନ୍ଦେହ ରେ ଗାଁରୁ ବାସନ୍ଦ କରିଦେବା ଭଲି ହୃଦୟ ବିଦାରକ ଘଟଣା ମନରୁ ନ ଲିଭୁଣୁ ମମିତା ମେହେର ହତ୍ୟାକାଣ୍ଡ , ପୋଲିସ ଥାନାରେ ଛେଳି ଚୋରି ଘଟଣା ଓ ଏବେ ଆଇଆଇସି ଆଲୋକ ବେହେରା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିବା ଏପରି ଅନେକ ଘଟଣା ଭିନ୍ନ ଭିନ୍ନ ସମୟରେ ଗଣମାଧ୍ୟମ ର ଧ୍ୟାନ ଆକର୍ଷଣ କରିଛି ଓ ସିନ୍ଧେକେଲା ଥାନା ଚର୍ଚ୍ଚାରେ ରହି ଆସିଛି । ତେବେ ଆଇଆଇସି ଆଲୋକ ବେହେରା ରବିବାର ଭିଜିଲାନ୍ସ ହାତରେ ଧରାପଡିବା ପରେ ତାଙ୍କ ସ୍ଥାନରେ ମଙ୍ଗଳବାର ସିନ୍ଧେକେଲା ଥାନାରେ ନୁତନ ଭାବେ ଯୋଗ ଦେଇଛନ୍ତି ଆଇଆଇସି ବି ରୁଦ୍ରିଆ । ତେବେ ଏହି ବହୁଚର୍ଚ୍ଚିତ ଥାନାରେ ଯୋଗ ଦେବା ଆଗରୁ ସେ ପୁଇଁତଳା ଥାନା ଓ ତୁଷରା ଥାନାରେ ମଧ୍ଯ କାର୍ଯ୍ୟ କରିଛନ୍ତି । ତେବେ ତାଙ୍କ ପ୍ରତିକ୍ରିୟା ନେବାରୁ ସେ କହିଛନ୍ତି କିଛି ବର୍ଷ ତଳେ ସିନ୍ଧେକେଲା ପୋଲିସ ଓ ଜନସାଧାରଣଙ୍କ ମଧ୍ଯରେ ଯୋଉଭଲି ସମ୍ପର୍କ ଥିଲା ତାକୁ ପୁନର୍ବାର ସ୍ଥାପିତ କରିବା ଦିଗରେ କାମ କରିବି ବୋଳି ଶ୍ରୀ ରୁଦ୍ରିଆ କହିଛନ୍ତି । କିନ୍ତୁ ବର୍ତ୍ତମାନ ସ୍ଥିତିରେ ସିନ୍ଧେକେଲା ଅଞ୍ଚଳରେ ଅନେକ ବେଆଇନ କାରବାର ଖୁଲମଖୁଲା ଓ ଜୋରସୋରରେ ଚାଳିଛି। ତେବେ ଏହା ଉପରେ ରୋକ ଲଗାଇବା ନୁଆ ଥାନାଧିକାରିଙ୍କ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିବ ବୋଳି ଆଲୋଚନା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like