-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ କଲେଜ ସଂସ୍କୃତ ବିଭାଗ ପକ୍ଷରୁ ଗୀତା ଜୟନ୍ତୀ ପାଳିତ।

09-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ସଂସ୍କୃତ ବିଭାଗ ପକ୍ଷରୁ ଶ୍ରୀମଦ୍ଭାଗବତ ଗୀତା ଜୟନ୍ତୀ ଅଧ୍ୟକ୍ଷ ଡ଼ଃ ଧୀରେନ୍ଦ୍ର କୁମାର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟବକ୍ତା ଭାବେ ସିଦ୍ଧାର୍ଥ କନିଷ୍ଠ କଲେଜର ଓଡ଼ିଆ ବିଭାଗ ଅଧ୍ୟାପକ ନିରଞ୍ଜନ ପାଣ୍ଡିଆ
ଯୋଗଦେଇ ଶ୍ରୀମଦ୍ଭାଗବତ ଗୀତାରେ ପ୍ରତିପାଦିତ ବିଶ୍ଵରୂପ ଦର୍ଶନ ଉପରେ,ସମ୍ମାନୀତ ବକ୍ତା ରାଜନୀତି ବିଭାଗ ଅଧ୍ୟାପକ ରୁଦ୍ରନାରାୟଣ ଦାସ ଗୀତାରେ ପ୍ରତିପାଦିତ ମନ ଉପରେ ଏବଂ ମୁଖ୍ୟଅତିଥି ଇଂରାଜୀ ଅଧ୍ୟାପକ ବାଣୀ ପ୍ରସାଦ ବିଶ୍ବାଳ ଗୀତାରେ ପ୍ରତିପାଦିତ ଆତ୍ମ ତତ୍ତ୍ଵ ଉପରେ ଆଲୋକପାତ କରିଥିଲେ। ସଂସ୍କୃତ ବିଭାଗ ମୁଖ୍ୟ ଅଧ୍ୟାପକ ହରିଶ୍ଚନ୍ଦ୍ର ହୋତା ସଭାକାର୍ଯ୍ୟ ପରିଚାଳନା ଓ ବେଦପାଠ କରିଥିଲେ। ଅଚ୍ୟୁତାନନ୍ଦ ସାହୁ, ପ୍ରସାନ୍ତ ନାୟକ,ସୁନିତା ମହାକୁର,ହିମାଦ୍ରୀ ଭୋଇଙ୍କ ସମେତ ସଂସ୍କୃତ ବିଭାଗର ସମସ୍ତ ଛାତ୍ରଛାତ୍ରୀ ସଭା ପ୍ରାରମ୍ଭରେ ଶ୍ରୀମଦ୍ଭାଗବଦ ଗୀତାର ପ୍ରଥମ ଅଧ୍ୟାୟ ପାଠ କରିଥିଲେ। ଶେଷରେ ସଂସ୍କୃତ ବିଭାଗ କନିଷ୍ଠ ଅଧ୍ୟାପକ ସାଧୁରାମ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like