-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ରିଷିଡା କପ ଫୁଟବଲ: ସିଆଲି ସୋନପୁର କୁ ହରାଇ ତୁଷୁରା ଫାଇନାଲରେ ।

09-Dec-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଠାରେ ରିଷିଡା ଯୁବାମଞ୍ଚ ପକ୍ଷରୁ ବାପୁଜୀ ମିନିଷ୍ଟାଡିୟମ ଠାରେ ଚାଲିଥିବା ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ପଞ୍ଚମ ଦିନ ମ୍ୟାଚ ତଥା ପ୍ରଥମ ସେମିଫାଇନାଲ ସୋନପୁର ସିଆଲି ଓ ତୁଷୁରା ଇଲେଭେନ ଷ୍ଟାର ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଏଥିରେ ତୁଷୁରା ଦଳ ୨-୧ଗୋଲ ରେ ସୋନପୁର ସିଆଲି କୁ ପରାସ୍ତ କରି ଫାଇନାଲ କୁ ପ୍ରବେଶ କରିଛି l ମ୍ୟାଚକୁ ଆନ୍ତର୍ଜାତୀୟ ରେଫରୀ ନବୀନ କୁମାର ନାଏକ, ଲଳିତ ଦାସ, ସନ୍ଦୀପ ତରିଆ ଓ ପିଙ୍କୁ ଚନ୍ଦନ ପରିଚାଳନା କରିଥିଲେ l ଏହି ମ୍ୟାଚରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ଭୂପିନ୍ଦର ସିଂ, ସମ୍ମାନିତ ଅତିଥି ଭାବେ ବିଜୁ ଜନତା ଦଳର ବ୍ଲକ ସଭାପତି ସୁରେନ୍ଦ୍ର ସାହୁ, ଯୁବ ଉଦ୍ୟୋଗପତି ଶିବଲାଲ କେଡ଼ିଆ, ଜେ.ଡି କଲେଜ ଅଧ୍ୟକ୍ଷ ଗଦାଧର ପଧାନ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରହଲ୍ଲାଦ ରଣା, ବ୍ଲକ ଛାତ୍ର ବିଜେଡି ସଭାପତି ସଲିମ ଶେଖର ରଣା ଯୋଗଦେଇଥିଲେ l

ଯୁବାମଞ୍ଚ ସଭାପତି ରଞ୍ଜନ କୁମାର ନାଏକ, ଯୁବାମଞ୍ଚ ସମ୍ପାଦକ ଉମାକାନ୍ତ ଭୋଇ ଉପସଭାପତି ଗିରିଶ ଚନ୍ଦ୍ର ସୁନା, କୈଳାଶ କୁମୁରା ଟୁର୍ନାମେଣ୍ଟ ସମ୍ପାଦକ ସୌମ୍ୟରଞ୍ଜନ ତ୍ରିପାଠୀ, ଯୁବାମଞ୍ଚ ସାଙ୍ଗଠନିକ ସମ୍ପାଦକ ସୋନୁ ରଣା, କୋଷାଧକ୍ଷ ଲିପୁନ ରଣା, ସାମ୍ବାଦିକ ସତ୍ୟନାରାୟଣ କୁମାର, ସିମାଞ୍ଚଳ ଭୋଇ, ସହସମ୍ପାଦକ ଦେବେନ୍ଦ୍ର ଲେଙ୍କା, ଅଜୟ କୁମାର, କୈଳାଶ କୁମାର, ଆକାଶ କୁମାର, ପ୍ରଦୀପ ମଲ୍ଲିକ, ପପୁ ସେଠ, ଲିପୁ ସେଠ ବଣ୍ଟି ନାଏକ, ରାଜେଶ ଗଡତିଆ, ବବଲୁ ଦଣ୍ଡସେନା, ମୁକେଶ ନାଏକ, ତାରାଚନ ପୋଢ଼, ମନୋଜ ଅଗ୍ରୱାଲ ପ୍ରମୁଖ ସହଯୋଗ କରିଥିବାବେଳେ କମ୍ବୁପାଣିସାହୁ ଓ ମଧୁସୂଦନ ବାଗ ଧାରାବିବାରଣୀ ପ୍ରଦାନ କରିଥିଲେ l ସ୍କୋରବୋର୍ଡ ଦାଇତ୍ୱ ରେ ଗୋବର୍ଦ୍ଧନ ମାଝୀ ରହିଥିଲେ l ଶନିବାର ଦ୍ୱିତୀୟ ସେମି ଫାଇନାଲ ମ୍ୟାଚ ତୁର୍ଲା (ଟିଟିଲାଗଡ଼) ଓ ଜୁନାଗଡ଼ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଆୟୋଜକ କମିଟି ସଭାପତି ନରୋତ୍ତମ ସେଲମା ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like