-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ପଲଶାଗୋରା ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଉଦଘାଟିତ:ପିଲା ମାନଙ୍କ ମଧ୍ୟରେ ପ୍ରତିଭା ଅନ୍ୱେଷଣ ଓ ପ୍ରତିଯୋଗିତା ମୂଳକ ମନୋବୃତ୍ତି ସୃଷ୍ଟି ପାଇଁ ଜ଼ିଲ୍ଲାପାଳଙ୍କ ପରାମର୍ଶ

09-Dec-2022



ବୌଦ୍ଧ- ଆଜି ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ମିଳିତ ଗ୍ରାମ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ  ସୁବର୍ଣ୍ଣ ଜୟନ୍ତୀ  ଉତ୍ସବ ଉଦଘାଟିତ ହୋଇ ଯାଇଛି l ଏହି ଅବସର ରେ ବିଦ୍ୟାଳୟ ସମ୍ମୁଖରେ ନୂତନ ଭାବେ ନିର୍ମିତ ସୁବର୍ଣ୍ଣ ଜୟନ୍ତୀ ତୋରଣ ଉଦଘାଟନ ଓ ବିଦ୍ୟାଳୟ ପରିସରରେ ସ୍ଥାପିତ ଅଗ୍ରପୂଜ୍ୟ ଶ୍ରୀ ଗଣେଶ ଙ୍କ ବିଗ୍ରହ ପ୍ରତିଷ୍ଠା  ହୋଇଯାଇଛି | ଆଜି ସକାଳେ ପ୍ରଥମେ ଏକ ମଶାଲ ଶୋଭାଯାତ୍ରା ସ୍ଥାନୀୟ ଦୁର୍ଗା ମନ୍ଦିର ରୁ ବାହାରିଥିବାବେଳେ ଏଥିରେ ପୁରାତନ,  ବର୍ତ୍ତମାନ ର ଛାତ୍ରଛାତ୍ରୀ ଓ ପ୍ରଧାନ ଶିକ୍ଷକ, ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସାମିଲ ହୋଇ ସଂକୀର୍ତ୍ତନ୍ୟ ଓ ଦୂଲଦୁଲି ବାଜା ସହ ଗ୍ରାମ ପରିକ୍ରମା କରି ବିଦ୍ୟାଳୟକୁ ପହଞ୍ଚି ଥିଲେ l ପରେ ସୁବର୍ଣ୍ଣ ଜୟନ୍ତୀ ତୋରଣ ଉଦଘାଟନୀ ଉତ୍ସବରେ ମୂଖ୍ୟଅତିଥି ଭାବେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣା ଯୋଗ ଦେଇ ଏହି ଉତ୍ସବ ଆୟୋଜକ କୁ ଊଚ୍ଚ ପ୍ରଶଂସା କରି ସ୍କୁଲ ର ସର୍ବାଙ୍ଗୀନ ବିକାଶ ପାଇଁ ଦୃଢ଼ ପ୍ରତିଶୁତି ଦେଇଥିଲେ l ଏବଂ ଆପଣଙ୍କ ଭଳି  ପ୍ରତିଭା ସମ୍ପନ୍ନ ପୁରାତନ ଛାତ୍ର ଛାତ୍ରୀ ଙ୍କ ପ୍ରତିଭା ଓ ଭଲ ଗୁଣ କୁ ନୂତନ ପିଢୀ ଅନୁକରଣ କରିବେ ଓ ନିଶ୍ଚୟ ଉତ୍ସାହିତ ହେବେ  ବୋଲି ମତ ରଖିଥିଲେ l ସମ୍ମାନିତ ଅତିଥିଭାବେ ବୌଦ୍ଧ  ଜ଼ିଲ୍ଲାପାଳ ଶ୍ରୀ ସତ୍ୟ ରଞ୍ଜନ ସାହୁ ଯୋଗ ଦେଇ ଉତ୍ସବ ର ସ୍ମରଣିକା ର ଉଚ୍ଚ କୋଟିର ଲେଖା ସବୁକୁ ଉଚ୍ଚ ପ୍ରଂଶସା କରିଥିଲେ ଏବଂ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ପ୍ରତିଯୋଗିତା ମୂଳକ ମନୋବୃତ୍ତି ସୃଷ୍ଟି କରି  ଓ ପିଲାଙ୍କ ଭିତରେ ପ୍ରତିଭା ଅନ୍ୱେଷଣ କରି ଅଧିକ ଡାକ୍ତର ଓ ପ୍ରଶାସକ ତିଆରି  କରିବାକୁ ଶିକ୍ଷକ ଙ୍କୁ ପରାମର୍ଶ କରିଥିଲେ l  ଅନ୍ୟ ତମ ଅତିଥି  ଭାବେ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ,,ବ୍ଲକ ଅଧ୍ୟକ୍ଷା ସସ୍ମିତା ସେନାପତି, ଜିଲ୍ଲା ପରିଷଦ ସଭ୍ୟା ପଦ୍ମାଳୟା ପ୍ରଧାନ, ପଲଶାଗୋରା ସରପଞ୍ଚ ସୁଶ୍ରୀ ସୌଦାମିନୀ ମଲିକ,ନାଏବ ସରପଞ୍ଚ ପଦ୍ମନାଭ ସାହୁ,ସୁବର୍ଣ୍ଣ ଜୟନ୍ତୀ କମିଟି ସଭାପତି ପୂର୍ଣ୍ଣ ଚନ୍ଦ୍ର ମଲିକ,ସମ୍ପାଦକ ଉଦ୍ଧବ ମହାଲିକ, ବିଦ୍ୟାଳୟ ପ୍ରଧାନଶିକ୍ଷକ ଜୟନ୍ତ କୁମାର ପ୍ରଧାନ,ବିଦ୍ୟାଳୟ ପୂର୍ବତନ ଛାତ୍ର ମନୋଜ କୁମାର ଅଗ୍ରୱାଲ ଯୋଗଦେଇ ନିଜ ବକ୍ତବ୍ୟ ମାଧ୍ୟମ ରେ ଛାତ୍ର ଛାତ୍ରୀ, ଶିକ୍ଷକ ଓ ଆୟୋଜକ ଙ୍କୁ ଉତ୍ସାହିତ କରିଥିଲେ l| କମିଟି ସଭାପତି ଶ୍ରୀ ମଲିକଙ୍କ ଅଧ୍ୟକ୍ଷତାରେ ଏହି ସଭା ଅନୁଷ୍ଠିତ ହୋଇ ଥିବା ବେଳେ ସଭାରେ ଦିବଂଗତ ପ୍ରତିଷ୍ଠାତା ସଦସ୍ୟଙ୍କ ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା l ଏହି ଅବସରରେ  ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସ୍ମରଣିକା "ସୁବର୍ଣ୍ଣ ସ୍ୱର " ପୁସ୍ତକ କୁ ଅତିଥି ମାନେ ଉନ୍ମୋଚନ କରିଥିଲେ |ସଭାକୁ ସମୀର ମେହେର ସଂଯୋଜନା କରିଥିବା ବେଳେ ବିଦ୍ୟାଳୟ ର ପୂର୍ବତନ ଛାତ୍ର ଶିଶିର ଖଟୁଆ ଓ ନିରଞ୍ଜନ ବାରିକ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ କାର୍ଯ୍ୟକ୍ରମରେ କମିଟିର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l ଶେଷରେ ପ୍ରାଧାନ ଶିକ୍ଷକ ଜୟନ୍ତ କୁମାର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like