-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

‘କଖଗ’ ନାଟ୍ୟ ଅନୁଷ୍ଠାନ ପକ୍ଷରୁ ନାଟ୍ୟୋତ୍ସବ I

10-Dec-2022



ସମ୍ବଲପୁର( ସଂଜୀବ ପାଣିଗ୍ରାହୀ)
‘କଖଗ’ ନାଟ୍ୟ ଅନୁଷ୍ଠାନ ଆନୁକୂଲ୍ୟରେ ନାଟ୍ୟୋତ୍ସବ ୨୦୨୨ ‌ଆରଣ୍ୟକ ମଞ୍ଚ ଝାଡ଼ୁଆପଡ଼ାରେ ଶୁକ୍ରବାର ଆରମ୍ଭ ହୋଇଛି I ପ୍ରଥମ ସଂଧ୍ୟାରେ କବିତା, ସଂଗୀତ ଓ ଚିତ୍ରର କୋଲାଜ୍ ‘ଗୁନ୍ଥନ’ ବେଶ ମନଛୁଆଁ ହୋଇଥିଲା I ଏଥିରେ ୧୧ ଜଣ ଦିବଂଗତ ଓ ଜୀବିତ କବିଙ୍କ କବିତା ଆବୃତ୍ତି, କବିତାର ସଂଗୀତ ରୂପାନ୍ତରଣ ଓ ଚିତ୍ର ରୂପ ପ୍ରସ୍ତୁତ କରା ଯାଇଥିଲା I ସ୍ବର୍ଗତ ଗୋପାଳକୃଷ୍ଣ ରଥଙ୍କ କବିତାକୁ ବିଜୟ କୁମାର ତ୍ରିପାଠୀ, ସ୍ବର୍ଗତ ହୃଦମଣି ପ୍ରଧାନଙ୍କ କବିତାକୁ ମୋହନ ସାହୁ, ସ୍ବର୍ଗତ ରଣଜିତ ପଟ୍ଟନାୟକଙ୍କ କବିତାକୁ ପ୍ରଦ୍ୟୁମ୍ନ କୁମାର ଦାଶ ଆବୃତ୍ତି କରିଥିଲେ I ସେହିପରି କବି ଇନ୍ଦିରା ଦାସଙ୍କ କବିତାକୁ ତାଙ୍କ ଅନୁପସ୍ଥିତିରେ ସବିତା ତ୍ରିପାଠୀ ଆବୃତି କରିଥିଲେ I ଏହାଛଡ଼ା କବି ରାମକୃଷ୍ଣ ସାହୁ, ପ୍ରଦୀପ କୁମାର ପଣ୍ଡା, ଭାଗିରଥୀ ମିଶ୍ର, ମନୋଜ କୁମାର ପଣ୍ଡା, ସରୋଜ ମହାନ୍ତି, ଦୁର୍ଗା ପ୍ରସାଦ ପଣ୍ଡା, ସାବିତ୍ରୀ ପୁରୋହିତ ପ୍ରମୁଖ ନିଜନିଜ କବିତା ଆବୃତ୍ତି କରିଥିଲେ I ଏହି ସମୟରେ ପ୍ରତିଟି କବିତାକୁ ଚିତ୍ରଶିଳ୍ପୀ ସଂଜୟ ସାହୁ ଚିତ୍ର ରୂପାନ୍ତର କରିଥିଲେ। ସେହିପରି ସମସ୍ତ କବିତାର ସ୍ବର ସଂଯୋଜନା କରି ସଂଗୀତ ରୂପେ ପରିବେଷିତ ହୋଇଥିଲା। ବିଶ୍ବସ୍ବରୂପ ମହାପାତ୍ର, ହୃଦାନନ୍ଦ ଗଡ଼ତିଆ, ସାଇଚରଣ ପଟ୍ଟନାୟକ, ରବୀନ୍ଦ୍ର ପଣ୍ଡା, ଗୋପାଳ ମହାକୁଡ଼, ରୀନା ଦାସ, ପ୍ରୀତିନନ୍ଦା ମିଶ୍ର କଣ୍ଠଦାନ କରିଥିଲାବେଳେ ସଂଗୀତ ଦେଇଥିଲେ ବ୍ରଜେନ୍ଦ୍ର ନାୟକ I ଏହାପରେ ଦ୍ବିତୀୟ ଅଧିବେଶନରେ ବ୍ରଜେନ୍ଦ୍ର ନାୟକଙ୍କ ରଚିତ, ନିର୍ଦ୍ଦେଶିତ ନାଟକ ‘କଥା’ ପରିବେଷିତ ହୋଇଥିଲା। ଏହାକୁ ବିଶିଷ୍ଟ ବ୍ୟଙ୍ଗ କବି ତଥା କଳାକାର ମନୋରଂଜନ ସାହୁ ଏକକ ଅଭିନୟ ମାଧ୍ୟମରେ ଚମତ୍କାର ଢଙ୍ଗରେ ପରିବେଷଣ କରିଥିଲେ। ହୃଦାନନ୍ଦ ଗଡ଼ତିଆ କଣ୍ଠଦାନ କରିଥିଲେ। ଆରମ୍ଭରୁ ପ୍ର. କାଳିଦାସ ମିଶ୍ର, ସୁଦର୍ଶନ ପୂଜାରୀ, ଧ୍ରୁବଚରଣ ପଣ୍ଡା, ସୌମେନ୍ଦ୍ର ପୂଜାରୀ, ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀ ପ୍ରମୁଖ ଅତିଥିଭାବେ ଯୋଗଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ I ଏହି ଅବସରରେ କଖଗ ସଂପାଦିତ ଓ ସଂକଳିତ ପୁସ୍ତକ ‘ବାର୍ତ୍ତାଳାପ-୩’ ଉନ୍ମୋଚିତ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like