-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଦୀର୍ଘଦିନ ସ୍କୁଲ, କଲେଜ ବନ୍ଦ : ବିକ୍ରି ହେଉନି ପେନ୍; ବିପଦରେ ୨୦୦୦ କୋଟିର ବଜାର

03-Dec-2020



(ପ୍ରେରଣା ଖବର ବ୍ୟୁରୋ) : କରୋନା ମହାମାରୀ ମୁକାବିଲା ଲାଗି ଚଳିତ ବର୍ଷ ମାର୍ଚ୍ଚ ୨୫ରୁ ଲକ୍‌ଡାଉନ୍ ଘୋଷଣା କରାଯିବା ପରଠାରୁ ଦେଶରେ ସ୍କୁଲ୍‌, କଲେଜ ଓ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଛି । ଏହାର ସିଧାସଳଖ ପ୍ରଭାବ ପେନ୍ ବିକ୍ରି କରୁଥିବା ସଂସ୍ଥାଗୁଡ଼ିକ କାରବାର ଉପରେ ପଡ଼ିଛି। ପ୍ରତିବର୍ଷ ଦେଶରେ ପ୍ରାୟ ୨୦୦୦ କୋଟି ଟଙ୍କାର ପେନ୍ ବିକ୍ରି ହୋଇଥାଏ । ଚଳିତ ବର୍ଷ ଏହି ଶିଳ୍ପକୁ ବଡ଼ ଧରଣର ଧକ୍କା ଲାଗିଛି ।ପେନ୍ ନିର୍ମାତାମାନେ ଦୁଇ ପ୍ରକାର ସମସ୍ୟା ଦେଇ ଗତି କରୁଛନ୍ତି । ପ୍ରଥମଟି ହେଉଛି ଗ୍ରାହକମାନଙ୍କ ମଧ୍ୟରେ ଚାହିଦା ନାହିଁ । ତେଣୁ ବିକ୍ରି କମ୍ ରହୁଛି । ଦ୍ବିତୀୟ କାରଣଟି ହେଉଛି ଜିଏସ୍‌ଟି । ପେନ୍ ଉପରେ ଯଦିଓ ୧୨ ପ୍ରତିଶତ ଟିକସ ଲଗାଯାଇଛି କିନ୍ତୁ କିଛି ଅଧିକାରୀ ବିଜ୍ଞପ୍ତିକୁ ଭୁଲ ତର୍ଜମା କରି କ୍ୟାପ୍, କ୍ଲିପ୍‌ ଓ ରିଫିଲ୍‌ ଉପରେ ୧୮ ପ୍ରତିଶତ ଟିକସ ଲଗାଉଛନ୍ତି। ଏହି ପ୍ରସଙ୍ଗ ଉପରେ ଧ୍ୟାନ ଦେବା ଲାଗି ‌ପେନ୍ ନିର୍ମାତାମାନେ କେନ୍ଦ୍ରୀୟ ପରୋକ୍ଷ ଟିକସ ଓ ସୀମା ଶୁଳ୍କ ବୋର୍ଡର ଦୃ‌ଷ୍ଟି ଆକର୍ଷଣକ ରିଛନ୍ତି।ପେନ୍ ଏବଂ ଏହାକୁ ତିଆରି କରିବା ଲାଗି ବ୍ୟବହାର ହେଉଥିବା ସାମଗ୍ରୀଗୁଡ଼ିକ ମଧ୍ୟରେ କୌଣସି ପ୍ରକାର ବିଭେଦ ରହିବା ଅନୁଚିତ ବୋଲି ନିର୍ମାତାମାନେ ଦାବି କରୁଛନ୍ତି । କୋଲକାତା ପେନ୍ ନିର୍ମାତା ଓ ଡିଲର ସଂଘର ସଭାପତି ନରେଶ ଜଲାନ କହିଛନ୍ତି ଯେ ସ୍କୁଲ ଓ କଲେଜଗୁଡ଼ିକ ବନ୍ଦ ରହିଥିବାରୁ ପେନ୍ ବିକ୍ରି ପ୍ରାୟ ୫୦ ପ୍ରତିଶତ ହ୍ରାସ ପାଇଛି । ଟିକସ ସ୍ଥିତି ‌ଏତେ ଜଟିଳ ହୋଇପଡ଼ିଛି ଯେ ପେନ୍ ନିର୍ମାତାମାନେ ଦେଶ ଭିତରେ ତିଆରି କରିବା ବଦଳରେ ଯଦି ବାହାରୁ ଆମଦାନି କରିବେ ତେବେ ଅଧିକ ଲାଭରେ ରହିବେ। କେନ୍ଦ୍ର ସରକାର ଆତ୍ମନିର୍ଭର ଭାରତକୁ ଗୁରୁତ୍ବ ଦେଉଥିବାରୁ ସ୍ଥାନୀୟ କଂପାନିଗୁଡ଼ିକ ଯେଉଁ ସମସ୍ୟା ସାମ୍ନା କରୁଛନ୍ତି ତାହାର ସମାଧାନ କରିବା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ