-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣl ର ରଜତ ଜୟନ୍ତୀ ଉତ୍ସବ ଉଦଯାପିତ, ସମାଜ ସଂସ୍କାର କ୍ଷେତ୍ରରେ ସୁବର୍ଣ୍ଣl ର ଭୂମିକା ଅବିସ୍ମରଣୀୟ:ଏସ୍  ପି

10-Dec-2022



ସୁବର୍ଣ୍ଣପୁର/ ଆଜି ସୁବର୍ଣ୍ଣପୁରର ସୁବର୍ଣା ନାରୀ ଜାଗରଣ କେନ୍ଦ୍ରର ରଜତ ଜୟନ୍ତୀ ଉତ୍ସବ ମହାସମାରୋହରେ ଉଦଯାପିତ ହୋଇ ଯାଇଛି l ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଉପଦେଷ୍ଟା ତଥା ରାଜ୍ୟ ସମାଜ ମଙ୍ଗଳ ବୋର୍ଡର ପ୍ରାକ୍ତନ ଅଧ୍ୟକ୍ଷl ଶ୍ରୀମତୀ ନିବେଦିତା ନାୟକ ଯୋଗ ଦେଇ ସମାଜରେ ନାରୀ ସଶକ୍ତି କରଣ ର ମହତ୍ୱ ସମ୍ପର୍କରେ ଆଲୋଚନା କରିବା ସହିତ ସେ ଦିଗ ରେ ସୁବର୍ଣା ନାରୀ ଜାଗରଣ ର ଉଲ୍ଲେଖନୀୟ ଭୂମିକା ଉପରେ ଅନେକ ପ୍ରମାଣ ବା ଉଦାହରଣ ରଖିଥିଲେ l ସମ୍ମାନିତ ଅତିଥି ଭାବରେ ସୁବର୍ଣ୍ଣପୁର ଏସପି ଶ୍ରୀ ଅମରେଶ ପଣ୍ଡା ଯୋଗ ଦେଇ ଦୀର୍ଘ 30 ବର୍ଷ ଧରି ସୁବର୍ଣା ମହିଳା ଙ୍କ କ୍ଷେତ୍ର ରେ ସେବା କରି ସାରା ରାଜ୍ୟ ରେ ଖୁବ ପ୍ରତିଷ୍ଠିତ ଅନୁଷ୍ଠାନ ଭାବରେ ସୁନାମ ଅର୍ଜନ କରିଛି ବୋଲି ମତ ରଖି ଜ଼ିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ମହିଳା ଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଉପରେ ପ୍ରଥମେ ଅଗ୍ରାଧିକାର ଦିଆଯିବ ଏବଂ ତୁରନ୍ତ  ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି ଦୃଢ଼ ପ୍ରତିଶୁତି ଦେଇଥିଲେ l ପ୍ରଖ୍ୟାତ ଲୋକ କବିରତ୍ନ ପଦ୍ମଶ୍ରୀ ଡ଼ଃ ହଳଧର ନାଗ ଏକ ଚମତ୍କାର କୋସୋଲି କବିତା ଆବୃତ୍ତି ମାଧ୍ୟମ ରେ ମା ମାଟି ଓ ମାତୃଭାଷା ପ୍ରତି ଓ ମାତୃ ସଂସ୍କୃତି ପ୍ରତି ସମସ୍ତେ ସମର୍ପିତ ହେବା ପାଇଁ ପ୍ରେରଣା ଯୋଗାଇଥିଲେ l ସୁବର୍ଣା ର ଉପଦେଷ୍ଟା ପ୍ରଫେସର ଡ଼ଃ ଜୟଦେବ ଦଣ୍ଡସେନା  ଙ୍କ ସ୍ୱ ରଚିତ ଏକ ଗୀତ କୁ ସମସ୍ତେ ଗାନ କରିଥିଲେ l ଅନୁଷ୍ଠାନ ର ସଭାନେତ୍ରୀ ପ୍ରଫେସର ମୀନା ମହାରଣା ସଭା କୁ ଅଧ୍ୟକ୍ଷତା କରି ସ୍ୱାଗତ

ଅଭିଭାଷଣ ରଖିଥିବା ବେଳେ ସମ୍ପାଦିକା ମଞ୍ଜୁଳା ମିଶ୍ର ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ l ସୁବର୍ଣା ର ବରିଷ୍ଠ ସଭ୍ୟା ଇନ୍ଦୁମତୀ ପୁରୋହିତ ଓ ସୁନନ୍ଦl ସାହୁ ସଭା କୁ ସଂଯୋଜନା କରିଥିଲେ l ଶେଷ ରେ ଉପ ସଭାନେତ୍ରୀ ଭଗବତୀ ରାୟଗୁରୁ ଧନ୍ୟବାଦ ଅର୍ପଣ କରିଥିଲେ l ସଭା ପରେ ପରେ ନୃତ୍ୟ ପ୍ରତିଯୋଗିତା ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିବା ବେଳେ ସଭ୍ୟା ଆରତୀ ଖମାରି, ଶ୍ରଦ୍ଧାଞ୍ଜଳି ମିଶ୍ର, ମଞ୍ଜୁଳା ଝଙ୍କର, କଳ୍ପନା ମେହେର, ଗୀତl ବହିଦାର, ପୁଷ୍ପା ମେହେର, ଉର୍ମିଳା ସାହୁ, ପ୍ରଦୀପ ବଣ୍ଡକି ପ୍ରମୁଖ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l ସେହିପରି ଏହି ଉତ୍ସବ କୁ ଗତ କାଲି ସୁବର୍ଣ୍ଣପୁର ଅତିରିକ୍ତ ଜ଼ିଲ୍ଲାପାଳ ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ ଉଦଘାଟନ କରି ନାରୀ ଜାଗରଣ ର ଏହି ମହତ ସେବା କୁ ପ୍ରଶଂସା କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like