-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବାଲିଗୁଡାକୁ ଜିଲ୍ଲା ଘୋଷଣା ଦାବୀ ଜୋରଧରିଲା : ଦ୍ୱିତୀୟ ବୈଠକ ରେ ସମସ୍ତ ଙ୍କ ସହଯୋଗ ରହିଲା

11-Dec-2022



ବାଲିଗୁଡା, (ସୁଶିଲ କୁମାର ପାଣିଗ୍ରାହୀ):ଓଡିଶା ର ସର୍ବ ବୃହତ୍ତମ ଉପଖଣ୍ଡ ରୂପେ ପରିଚିତ ବାଲିଗୁଡା କୁ ଜିଲ୍ଲା ଦାବୀ ନେଇ ମିଳିତ ମଂଚର ଆବାହକ ତଥା ବରିଷ୍ଠ ଆଇନଜୀବୀ କୌଶିକ ସାହୁଙ୍କ ନେତୃତ୍ୱରେ ହୋଟେଲ ବିଭବ ଠାରେ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଦଳମତ ନିର୍ବିଶେଷରେ ସମସ୍ତେ ଏକ ହୋଇ ବାଲିଗୁଡାକୁ ଜିଲ୍ଲା ଘୋଷଣା ପାଇଁ ଦାବୀ କରିବା ।ରାଜ୍ୟ ସରକାର ବାଲିଗୁଡାକୁ ଜିଲ୍ଲା ଘୋଷଣା  ନକରିବା ପର୍ଯ୍ୟନ୍ତ ଏହି ଦାବୀ ପର୍ଯ୍ୟାୟ କ୍ରମେ ଚାଲିବ ବୋଲି ନିଷ୍ପତି ନିଆଗଲା l ପ୍ରଥମେ ଶାନ୍ତିଶୃଙ୍ଖଳାରେ ଦାବୀ କରାଯିବ ଆବଶ୍ୟକ ସ୍ଥଳେ ବାଲିଗୁଡାକୁ ବନ୍ଦ ବି କରାଯିବ ବୋଲି ଆଲୋଚନା ହୋଇଛି । ପୋଷ୍ଟର ଓ ବ୍ୟାନର କରି ସମସ୍ତ ବ୍ଲକ,ପଂଚାୟତ ସମେତ ଅନ୍ୟ ସ୍ଥାନରେ ମରାଯିବ ଏବଂ ଜିଲ୍ଲାଦାବୀ ପାଇଁ ସମସ୍ତ ଗ୍ରାମ ପଞ୍ଚାୟତରୁ ଦସ୍ତଖତ ଅଭିଯାନ କରାଯିବା ସହ ବାଲିଗୁଡା ବ୍ଲକ ସମେତ ଉପଖଣ୍ଡରେ ଥିବା ୯ଟି ଯାକ  ବ୍ଲକକୁ ଏଥିରେ ସାମିଲ କରାଯିବ । ରବିବାର ଦିନ ମିଳିତ ମଂଚ ଜିଲ୍ଲା କରିବାକୁ ସର୍ମଥନ କରିବା ନିମନ୍ତେ କୋଟଗଡ ଏବଂ ତୁମୁଡିବନ୍ଧକୁ ଯାଇ ଅଂଚଳବାସୀ ତଥା କିଛି ନେତୃତ୍ୱ ମଣ୍ଡଳିକୁ ଭେଟି ବାଲିଗୁଡାକୁ ଜିଲ୍ଲା କରିବା ନିମନ୍ତେ ଦୁଇଟି ବ୍ଲକରେ ବୈଠକ କରାଯାଇଥିଲା, ବାଲିଗୁଡା ଜିଲ୍ଲା ହେଲେ ସମସ୍ତ ବ୍ଲକ ମାନଙ୍କର କଣ କଣ ଫାଇଦା ମିଳିବ ଓ ସମସ୍ତ ପ୍ରଶାସନିକ ଯୋଜନା ଆମକୁ ହାତ ପାହାନ୍ତରେ ମିଳିବ ବୋଲି ଆଲୋଚନା କରାଯାଇଥିଲା  । ଏହା ପରେ ପରେ କ୍ରମାନୁୟାରେ ଦାରିଙ୍ଗବାଡି,କ,ନୁଆଗାଁ,ରାଇକିଆ ,ଜିଉଦୟଗିରି , ଟିକାବାଲି, ଚକାପାଦ ଆଦି ବ୍ଲକ ମାନଙ୍କୁ ଯାଇ ବୈଠକ କରାଯିବାର କାର୍ଯ୍ୟକ୍ରମ ରଖାଯାଇଛି । ଏହି ବୈଠକରେ ଆବାହକ ସମେତ,ଡଃ ବିଚିତ୍ରାନନ୍ଦ ଆଚାର୍ଯ୍ୟ, ଏନଏସି ଅଧକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ,ଆଇନଜୀବୀ କ୍ଷମା ସାଗର ପ୍ରଧାନ, ଓକିଲ ସଂଘର ସଭାପତି ତଥା  ଆଇନଜୀବି ଟି.ହରିଶ୍ଚନ୍ଦ୍ର ରାଓ,ବଣିକ ସଂଘର ସମ୍ପାଦକ ଶ୍ୟାମ ସୁନ୍ଦର ପାତ୍ର, ଠିକାଦାର ସଂଘର ସଭାପତି ସ୍ଵପ୍ନେଶ୍ୱର ସାହୁ, ବସ ମାଲିକ ସଂଘର ସମ୍ପାଦକ ରବିଚନ୍ଦ୍ର ପାତ୍ର, ଅଟୋ ସଂଘର ସଭାପତି ତାପସ ନାୟକ, କ୍ଷୁଦ୍ର ବଣିକ ସଂଘର ସଭାପତି ସନ୍ୟାସୀ ନାୟକ, ଉପଖଣ୍ଡ କଳାକାର ସଂଘର ସୁକଦେବ ନାୟକ,ବନବାସୀ ସେବା ସମିତିର କୋଷାଧ୍ୟକ୍ଷ ରବିନ୍ଦ୍ର ମହାପାତ୍ର .ଶାନ୍ତମୈତ୍ରୀ ଅନୁଷ୍ଠାନର ପ୍ରଭାତବାବୁ, ଡ୍ରାଇଭର ସଂଘର ଅଖିଳ ବିଶ୍ୱାଳ, ସାମ୍ବାଦିକ ସଂଘର ସମସ୍ତ କର୍ମକର୍ତ୍ତା ଓ ଅନ୍ୟମାନେ ଉପସ୍ଥିତ ରହି ବାଲିଗୁଡା କୁ ଜିଲ୍ଲା କରିବା ପାଇଁ ନିଜ ନିଜର ମତାମତ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like