-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ତୁଷୁରା ଇଲେଭେନ ଷ୍ଟାର ଚମ୍ପିୟାନ

11-Dec-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡାବ୍ଲକ ରିଷିଡା ଠାରେ ରିଷିଡା ଯୁବାମଞ୍ଚ ପକ୍ଷରୁ ବାପୁଜୀମିନିଷ୍ଟାଡିୟମ ଠାରେ ଚାଲିଥିବା ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଉଦଯାପିତ ହୋଇଯାଇଛି l ଫାଇନାଲ ମ୍ୟାଚ ତୁର୍ଲା (ଟିଟିଲାଗଡ଼ )ଓ  ତୁଷୁରା ଇଲେଭେନ ଷ୍ଟାର ମଧ୍ୟରେ ଅନୁଷ୍ଠିତ ହୋଇଥିଲା  l ଏଥିରେ ତୁଷୁରା ଇଲେଭେନ ଷ୍ଟାର ଦଳ 2--0 ଗୋଲରେ ତୁର୍ଲା (ଟିଟିଲାଗଡ଼ )କୁ ପରାସ୍ତ କରି ଚଳିତବର୍ଷ 2022-23 ରିଷିଡା କପ ଚମ୍ପିୟାନ ହୋଇଛି l ମ୍ୟାଚକୁ ଇଣ୍ଟରନେସନାଲ ରେଫରୀ ନବୀନ ନାଏକ,ଲଳିତ ସାହୁ,ଲଳିତ ଦାସ,ପିଙ୍କୁ ଚନ୍ଦନ, ପରିଚାଳନା କରିଥିଲେ  l ଏହି ମ୍ୟାଚରେ  କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା କୁନିସାହୁ ମୁଖ୍ୟଅତିଥି ,ରିଷିଡାସରପଞ୍ଚ ସେବତୀ ରଣା , ରିଷିଡା ସମିତିସଭ୍ୟ ନିମାଇଁଚରଣ ବେହେରା , ରିଷିଡା ସେବା ସମବାୟ ସମିତିର ଉପସଭାପତି ସୁଶାନ୍ତି ରଣା, କର୍ଲାମୁଣ୍ଡାବ୍ଲକ ପ୍ରେସ କ୍ଳବ ସମ୍ପାଦକ ପ୍ରଦୀପ ସାହୁ ଅତିଥି ଭାବେ ଯୋଗଦେଇଥିଲେ l ,ଟୁର୍ଣ୍ଣାମେଣ୍ଟ ସଭାପତି ନରୋତ୍ତମ ସେଲମା  ସଭାପତିତ୍ୱ କରିଥିଲେ l

ଆୟୋଜକ ଯୁବାମଞ୍ଚ ପକ୍ଷରୁ ପୁରାତନ ଖେଳାଳି ଦୀନବନ୍ଧୁ ସାହୁ, ଆନ୍ତର୍ଯ୍ୟାମି ସାହୁ, ଚନ୍ଦ୍ରମଣି କୁମୁରା, ଉମାକାନ୍ତ ସାହୁ, ଧବଳେଶ୍ୱର ଦଣ୍ଡସେନାଙ୍କୁ ସମ୍ମାନିତ କରାଯାଇଥିଲା l ମେନ ଅଫ ଦ ମ୍ୟାଚ ଭାବେ କରଣ ଦଣ୍ଡସେନା ଓ ମେନ ଅଫ ଦ ଟୁର୍ଣ୍ଣାର୍ମେଣ୍ଟ ଭାବେ ଗୋବିନ୍ଦ ମାଝୀ ଙ୍କୁ ଟ୍ରଫି ପ୍ରଦାନ କରାଯାଇଥିଲା ଓ଼ ବିଜେତା ଏବଂ ଉପ ବିଜେତା ଦଳକୁ ଟ୍ରଫି ସହ ନଗଦ ରାଶି ପ୍ରଦାନ କରାଯାଇଥିଲା  l ଆୟୋଜକ କମିଟି ସମ୍ପାଦକ ସୌମ୍ୟ ରଞ୍ଜନ ତ୍ରିପାଠୀ,ଯୁବାମଞ୍ଚ ସଭାପତି ରଞ୍ଜନ କୁମାର ନାଏକ,ସମ୍ପାଦକ ଉମାକାନ୍ତ ଭୋଇ,ଉପସଭାପତି ଗିରିଶ ଚନ୍ଦ୍ର ସୁନା,କୈଳାଶ କୁମୁରା, ସାମ୍ବାଦିକ ସତ୍ୟ ନାରାୟଣ କୁମାର,ସାଙ୍ଗଠନିକ ସମ୍ପାଦକ ସୋନୁ ରଣା,କୋଷାଧକ୍ଷ ଲିପୁନ ରଣା, ସାହସମ୍ପାଦକ ଦେବେନ୍ଦ୍ର ଲେଙ୍କା, ଶ୍ରବଣ ପୁଟା,,ଅଜୟ କୁମାର, କୈଳାଶ କୁମାର, ଆକାଶ କୁମାର, ପ୍ରଦୀପ ମଲ୍ଲିକ, ପପୁ ସେଠ, ଲିପୁ ସେଠ ବଣ୍ଟି ନାଏକ, ରାଜେଶ ଗଡତିଆ, ବବଲୁ ଦଣ୍ଡସେନା,ମୁକେଶ ନାଏକ, ତାରାଚନ ପୋଢ଼, ମନୋଜ ଅଗ୍ରୱାଲ, ଲିପୁ ରଣା ,ପୌରକେଲା ପୂର୍ବତନ ସମିତି ସଭ୍ୟ ତଥା ଯୁବ ବିଜେଡି ନେତା ସୀମାଞ୍ଚଳ ଭୋଇ ପ୍ରମୁଖ ସହଯୋଗ କରିଥିବାବେଳେ କମ୍ବୁପାଣିସାହୁ, ମଧୁସୂଦନ ବାଗ ଧାରାବିବାରଣୀ ପ୍ରଦାନ କରିଥିଲେ, ସ୍କୋରବୋର୍ଡଦାଇତ୍ୱ ରେ ଗୋବର୍ଦ୍ଧନ ମାଝୀଓ଼ ରଶ୍ମି ରଞ୍ଜନ ଲେଙ୍କା ରହିଥିଲେ l ସଭାକାର୍ଯ୍ୟ କୁ ମଧୁସୂଦନ ବାଗ ସଂଯୋଜନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like