-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସର୍ଦ୍ଦାରଙ୍କୁ ଚକମା ଦେଇ ଲକ୍ଷାଧିକ ଟଙ୍କା ବଇନା ହଡପ କରୁଛନ୍ତି ଶ୍ରମିକ ଓ ମଧ୍ୟସ୍ଥି ଦଲାଲ୍ ! ସର୍ଦ୍ଦାରର ଅଗ୍ରୀମ ଫେରାଇଦେବାକୁ ଦାଦନଶ୍ରମିକଙ୍କୁ ପୁଲିସ୍ ର ଧମକ !

11-Dec-2022



ବଲାଙ୍ଗୀର (ମଳୟ ମିଶ୍ରଙ୍କ ରିପୋର୍ଟ) ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ବାହାରକୁ ଓ ରାଜ୍ୟ ବାହାରକୁ ଚଳିତବର୍ଷ ପୂର୍ବପରି ଦାଦନଶ୍ରମିକ ଚାଲାଣ ଅବ୍ୟାହତ ରହିଛି । ଶ୍ରମିକ ଲାଇସେନ୍ସ ବା ମୁଭମେଣ୍ଟ ଅର୍ଡରରେ ଚାଲାଣ କରାଯାଉଥିବା ଶ୍ରମିକଙ୍କଠାରୁ ଢେର୍ ଅଧିକ ପ୍ରାୟ ପ୍ରତ୍ୟେହ ହଜାର ହଜାର ସଂଖ୍ୟକ ବେଆଇନ ଦାଦନଶ୍ରମିକ ସପରିବାର ପିଲାଛୁଆ ସମେତ ଚାଲାଣ ହେଉଛନ୍ତି । କଣ୍ଟାବାଞ୍ଜିର ଲଜ୍ ରୁ ପୁଲିସ୍ ଆନ୍ଧ୍ରର ୭ ଜଣ ସେଠ୍ ଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କା ହଡପ କରି ଜଣେ ଏସଡିପିଓ ଧରାପଡି ନିଲମ୍ବିତ ହେବା ସହ ତୁରେକେଲାର ଜଣେ ଏଏସଆଇ ଜଣେ ସର୍ଦ୍ଦାରଠାରୁ ୧୨ ହଜାର ଟଙ୍କା ଲାଞ୍ଚ ନେଇ ବଦଳି ହେବା ଘଟଣା ପରେ ମଧ୍ୟ ଦାଦନଅଧ୍ୟୁଷିତ ପ୍ରାୟ ସବୁ ଥାନା ପୁଲିସ୍ ଦାଦନସେଠ୍ ଓ ସର୍ଦ୍ଦାରମାନଙ୍କ ସହ ହାତମିଳାଇ ଲକ୍ଷ ଲକ୍ଷ ଟଙ୍କା ହାତଚିକ୍କଣ କରି ଚାଲିଛନ୍ତି । କେବଳ ଏତିକି ନୁହେଁ , ବେଲପଡା ଓ ଖପ୍ରାଖୋଲ ପୁଲିସ୍  ସର୍ଦ୍ଦାରମାନଙ୍କଠାରୁ ଅଗ୍ରୀମ ନେଇ ଖସି

ଯାଉଥିବା ଶ୍ରମିକମାନଙ୍କୁ ଗିରଫ ଧମକ ଦେଇ ଟଙ୍କା ଫେରାଇଦେବାକୁ ଚାପ ପକାଉଥିବା ସଂକ୍ରାନ୍ତୀୟ କେତେକ ଘଟଣା ଚର୍ଚ୍ଚା ଓ ଅଭିଯୋଗ ପ୍ରକାଶ ପାଇଛି । ଗତ ସପ୍ତାହରେ ଟିକ୍ରାପଡା ଅଞ୍ଚଳର ବେଡା ନାମକ ଜଣେ ଢାବାବାଲା ସର୍ଦ୍ଦାରଠାରୁ ଖପ୍ରାଖୋଲ ନିକଟସ୍ଥ ଭେଲୁଆଁଖୋଲର ଜଣେ ନାମମାତ୍ର ଢାବାବାଲା ଓ ତାଙ୍କ ସ୍ତ୍ରୀଙ୍କର ମଧ୍ୟସ୍ଥତାରେ ୮ ଜଣ ଶ୍ରମିକ ୮୨ ହଜାର ଟଙ୍କା ହଡପ କରିନେଇଥିବା ଓ ଖପ୍ରାଖୋଲ ଥାନାରେ ପୁଲିସ୍ ସେମାନଙ୍କୁ ଥାନାକୁ ଡକାଇ ସର୍ଦ୍ଦାରର ଟଙ୍କା ୧୦ ତାରିଖ ସୁଦ୍ଧା ଫେରାଇ ନଦେଲେ କେସ୍ କରି ଗିରଫ କରିବାକୁ ଚାପ ପକାଇଥିବା ଅଭିଯୋଗ ହୋଇଛି । ଦ୍ୱିତୀୟତଃ ଟଙ୍କପାଣିର ଜଣେ ସର୍ଦ୍ଦାର ଗତକାଲି ଏହି ୮ ଜଣ ଶ୍ରମିକଙ୍କୁ ନେଇ ବାହାରକୁ ଚାଲାଣ କରିଥିବା ଜଣାପଡିଛି । ଏହାଛଡା ଜିଲ୍ଲାରେ ଆହୁରି ଅନେକ ଏଭଳି ଘଟଣାରେ ପୁଲିସ୍ ର ସିଧାସଳଖ ହାତ ଥିବା ଅଭିଯୋଗର ଚର୍ଚ୍ଚା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like