-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ମହିମୁଣ୍ଡା ସରଶ୍ୱତୀ ଶିଶୁବିଦ୍ୟାମନ୍ଦିରର ୨୧ତମ ବାର୍ଷିକକ୍ରୀଡାଉତ୍ସବ ଉଦଯାପିତ, ବିଦ୍ୟାଳୟର ଭିତ୍ତିଭୂମୀର ଉନ୍ନତି ପାଇଁ ପଦକ୍ଷେପ ନିଆଯିବ-ବ୍ଲକ ଅଧ୍ୟକ୍ଷ

11-Dec-2022



ବଲାଙ୍ଗିର,ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକର ମହିମୁଣ୍ଡା ସରସ୍ୱତୀ ଶିଶୁବିଦ୍ୟାମନ୍ଦିରରେ ଦୁଇଦିନ ଧରି ଚାଲିଥିବା ୨୧ତମ ବାର୍ଷିର୍କ କ୍ରୀଡାଉତ୍ସବ ଆଜି ଉଦଯାପିତ ହୋଇଯାଇଛି ।  ହାଇସ୍କୁଲପଡିଆଠାରେ ଶିଶୁମନ୍ଦିରର ପ୍ରଧାନଆଚାର୍ଯ୍ୟ ପଞ୍ଚାନନ ତ୍ରୀପାଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ପୁଇଁତଳା ବ୍ଲକଅଧ୍ୟକ୍ଷ ସରୋଜକୁମାର ପଧାନ,ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ଜିଲ୍ଲା କ୍ରୀଡାସଂଯୋଜକ ଅନ୍ତର୍ଯ୍ୟାମୀ ବିଶ୍ୱାଳ, ମହିମୁଣ୍ଡା ସରପଞ୍ଚ ରଂଜିତା ଭୋଇ,ସ୍କୁଲ ପରିଚାଳନା କମିଟିର ସଭାପତି ଶିକ୍ଷାବିଦ ଗଗନବିହାରି ପଧାନ ଓ ମୁଖ୍ୟବକ୍ତା ଭାବରେ ବରିଷ୍ଠ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଯୋଗଦେଇଥିଲେ । ମହିମୁଣ୍ଡା ସ୍କୁଲରେ ଶୈକ୍ଷିକ ବାତାବରଣ ରହିଛି କିନ୍ତୁ ଅନେକ ଭିତ୍ତିଭୂମୀ ନିର୍ମାଣ ପାଇଁ ବାକିଆ ରହିଛି । ସେସବୁ ଭିତ୍ତିଭୂମୀର ନିର୍ମାଣ ପାଇଁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟଅତିଥି ଶ୍ରୀ ପଧାନ କହିଥିଲେ ।

ସେହିପରି ବକ୍ତାଭାବରେ ଯୋଗଦେଇଥିବା ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ବିଦ୍ୟାଳୟ ସ୍ତରରେ ହେଉଥିବା କ୍ରୀଡାରେ ଯେଉଁ ଛାତ୍ରଛାତ୍ରୀ ପ୍ରତିଯୋଗୀତାମୂଳକ ମନୋଭାବ ଦେଖାନ୍ତି ସେମାନେ ଜୀବନରେ ଉନ୍ନତି କରିଥାନ୍ତି ବୋଲି କହିଥିଲେ । କ୍ରୀଡା ଜୀବନକୁ ଶୃଙ୍ଖଳ ଓ ସୁସ୍ଥ କରିଥାଏ ବୋଲି ଅନ୍ତର୍ଯ୍ୟାମୀ ବିଶ୍ୱାଳ କହିଥିଲେ । ସଭା ଶେଷରେ କୃତୀପ୍ରତିଯୋଗୀମାନଙ୍କୁ ମାନପତ୍ର ଓ ମେମେଣ୍ଟୋଦେଇ ଅତିଥିଗଣ ପୁରସ୍କୃତ କରିଥିଲେ । ପ୍ରଥମରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଖୁବସୁନ୍ଦର ସ୍ୱାଗତସଂଗୀତ ପରିବେଷଣ କରାଯାଇଥିଲା । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମାଆମାନଙ୍କ ମଧ୍ୟରେ ମଧ୍ୟ ବିଭିନ୍ନ ପ୍ରତିଯୋଗୀତା କରାଯାଇଥିଲା । କାର୍ଯ୍ୟକ୍ରମକୁ ଗୁରୁଜୀ ଜିତେନ୍ଦ୍ର ଭୋଇ ପରିଚାଳନା କରିଥିବା ବେଳେ ସମସ୍ତ ଗୁରୁଜୀ ଗୁରୁମାମାନେ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like