-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ଆତ୍ମଗର୍ବ ଓ ଅହଂକାର ବିହିନୀ ସାମ୍ବାଦିକତାକୁ ଲୋକେ ଗ୍ରହଣ କରିବେ,   ବ୍ଲକ ସାମ୍ବାଦିକ ସଂଘର ନୂତନ କର୍ମକର୍ତ୍ତା ଚୟନ

12-Dec-2022



ଡୁଙ୍ଗୁରିପାଲି/ଏସ.ରାମପୁର-(ଅରବିନ୍ଦ ମିଶ୍ର)- ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସାମ୍ବାଦିକ ସଂଘର ନୂତନ କର୍ମକର୍ତ୍ତା ସ୍ଥାନୀୟ ନିୟନ୍ତ୍ରୀତ ବଜାର ସଭାଗୃହରେ ସାମ୍ବାଦିକ ମୁକେଶ କୁମାର ଭୋଇଙ୍କ ସଭାପତିତ୍ୱରେ ଗତକାଲି ଅନୁଷ୍ଠିତ ହୋଇଯାଇଛି । ସମାଜର ନିମ୍ନ ବର୍ଗର ଲୋକଙ୍କ ଜିବନୀ ଉପରେ ନିଜ ନିଜ ଖବର କାଗଜରେ ସତ୍ୟତାକୁ ନେଇ ଖବର ପ୍ରକାଶ କଲେ ଉକ୍ତ ବର୍ଗର ଲୋକେ ଉପକୃତ ହେବେ ବୋଲି ଶ୍ରୀଯୁକ୍ତ ଭୋଇ ପ୍ରକାଶ କରିଥିଲେ । ଆତ୍ମଗର୍ବ ଜଣେ ସାମ୍ବାଦିକଙ୍କ ପାଇଁ ଶୋଭନୀୟ ନୁହେଁ । ସେ ନିଜର ଅହଂହାରକୁ ପରିହାର କରି ସମାଜର ମଙ୍ଗଳ ପାଇଁ ଲେଖନୀ ଚଳାଇବା ସାମ୍ବାଦିକର ଧର୍ମ ବୋଲି ସାମ୍ବାଦିକ ପଦ୍ମବାଗ ଯାଦବ ପ୍ରକାଶ କରିଥିଲେ । ଏହି ଅବସରରେ ସଂଘର ନୂତନ କମିଟୀ ଗଠନ କରାଯାଇଥିଲେ । ସର୍ବସମ୍ମତି କ୍ରମେ ସଭାପତି ଭାବେ ପଦ୍ମବାଗ ଯାଦବ, ଉପସଭାପତି ଚୌବର୍ଗ ଭୋଇ, ସଂପାଦକ ଘନଶ୍ୟାମ ମେହେର, ସଂ ସଂପାଦକ ନିମାଇ ଥପା, କୋଷାଧ୍ୟକ୍ଷ ସାଗର ଜେନା, ଗ୍ରନ୍ଥାଗାର ଦେବରାଜ ବେହେରା, ଆଇନ ପରାମର୍ଶଦାତା ଅରବିନ୍ଦ ମିଶ୍ର, ବରିଷ୍ଟ ଉପଦେଷ୍ଟା ଭାବେ ବିପ୍ରଚରଣ ସାହୁଙ୍କୁ ଚୟନ କରାଯାଇଛି । ସଭ୍ୟ ଭାବରେ କମଲ ମେହେର, ତୁଲସୀ ପ୍ରସାଦ ଦାଶ, ଲକ୍ଷ୍ମଣ ନାଏକ, ପ୍ରେମଲାଲ ସେଠ, ମହନ ମେହେର, ମୁକେଶ କୁମାର ଭୋଇ, ଅରକ୍ଷିତ ମହାନନ୍ଦ, ପ୍ରଶାନ୍ତ ସେଠ ପ୍ରମୁଖ ରହିଛନ୍ତି । ଶେଷରେ ସାମ୍ବାଦିକ ରତ୍ନାକର ସେଠ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like