-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଖେଳ

ବୁଢାରଜା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ - ବୋର୍ଡା ଦଳ ଚାମ୍ପିଆନ

12-Dec-2022



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ) ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚାନ୍ଦୋତରା ଗ୍ରାମର ଖେଳପଡ଼ିଆ ଠାରେ ଚାଲିଥିବା ବୁଢାରଜା ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟ ରେ ୮ ଗୋଟି ଦଳ ଭାଗ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ବୋର୍ଡା ଓ ସିଆଲଝୁଡୁଙ୍ଗି ଦଳ ଫାଇନାଲ ମ୍ୟାଚ ରେ ଉତ୍ତୀର୍ଣ୍ଣ ହୋଇଥିଲେ । ଆୟୋଜିତ ଫାଇନାଲ ମ୍ୟାଚ ରେ ସିଆଲଝୁଡୁଙ୍ଗି ଦଳ କୁ ପରାସ୍ତ କରି ବୋର୍ଡା ଦଳ ଚାମ୍ପିଆନ ହୋଇଥିଲା । ରେଫରି ବିବତ୍ସ ମାଝୀ ଖେଳ ପରିଚାଳନା କରିଥିବା ବେଳେ ଲାଇନ ରେ ବୈଷ୍ଣବ ତାଣ୍ଡି ଓ ନବୀନ

ସରାଫ ସହଯୋଗ କରିଥିଲେ । ଆୟୋଜିତ ଉଦଯାପନୀ ଉତ୍ସବ ରେ ଚାନ୍ଦୋତରା ପଞ୍ଚାୟତ ର ସରପଞ୍ଚ ତଥା ବୁଢ଼ାରଜା ଫୁଟୁବଲ ଟୁର୍ଣ୍ଣାମେଣ୍ଟ ଆୟୋଜକ କମିଟି ର ସଭାପତି ଜିତେନ୍ଦ୍ର ବଚ୍ଛା ଙ୍କ ସଭାପତିତ୍ବ ରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ସମ୍ମାନୀୟ ଅତିଥି ଭାବରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ଙ୍କ ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା,ଅଲଣ୍ଡା ପଞ୍ଚାୟତ ସରପଞ୍ଚ ଙ୍କ ପ୍ରତିନିଧି ଯୁବରାଜ ବାଗ, କଂଗ୍ରେସ ବରିଷ୍ଠ ନେତା ନୀଳକଣ୍ଠ ତ୍ରିପାଠୀ,ଜିଲ୍ଲା ଛାତ୍ର କଂଗ୍ରେସ ଉପ ସଭାପତି ସଞ୍ଜୟ

ସିଂଦେଓ,ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ସନ୍ତୋଷ ନାଏକ ,ଟୁଲୁ ସିଂ ଭୋଇ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସହ ଚାମ୍ପିଆନ ଓ ଉପ ବିଜେତା ଦଳ କୁ ଟ୍ରଫି ସହ ଅର୍ଥରାଶି ପ୍ରଦାନ କରିଥିଲେ । ଏଥିରେ ଆଲୋକ କୁମାର ସାହୁ ଓ ଗୌତମ ସାହୁ ଧାରା ବିବରଣୀ ପ୍ରଦାନ କରିଥିଲେ । ଆୟୋଜକ କମିଟି ର ଅଭିଷେକ ସିଂ ଭୋଇ, ଶେଷଦେବ ଯାନୀ, ଜିତେନ୍ଦ୍ର ରଣା,ଅମରେଶ ବଚ୍ଛା, ଆକାଶ ଭୋଇ, ବୁନା ଭୋଇ, ଭର୍ତ୍ତ ଭୋଇ, ମନୋଜ ଥପା, ଭୀଷ୍ମ ବଚ୍ଛା, ଶ୍ରୀକାନ୍ତ ସିଂ ଭୋଇ,ସଞ୍ଜୀବ କୁମାର ସିଂ ଭୋଇ,ନରେନ୍ଦ୍ର ରଣା ,ଭରତ ଭୋଇ ଙ୍କ ସମେତ କ୍ଲବ ର ସମସ୍ତ ସଦସ୍ୟ ମାନେ ସହ ଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like