-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ୱାର୍ଡ ମେମ୍ବର ଓ ଏସ୍ ଏଚ୍ ଜି ମାଁ ମାନଙ୍କୁ ଛତୁଆ ଅଣ୍ଡା ନବାଣ୍ଟିବା ପାଇଁ ଅଙ୍ଗନୱାଡି ସଂଘ ତରଫରୁ ସରପଞ୍ଚଙ୍କୁ ଦାବିପତ୍ର ପ୍ରଦାନ

12-Dec-2022



ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକରେ ଗତ ୨୧ ଦିନ ହେବ ଅଙ୍ଗନବାଡି କର୍ମୀମାନେ ୮ଦଫା ନେଇ ଆନ୍ଦୋଳନ କରିଆସୁଛନ୍ତି | ୱାର୍ଡ ମେମ୍ବର ଓ ଏସ୍ ଏଚ୍ ଜି  ମାଁ ମାନଙ୍କୁ ଛତୁଆ ଅଣ୍ଡା ନବାଣ୍ଟିବା ପାଇଁ ଅଙ୍ଗନୱାଡି ସଙ୍ଗ ତରଫରୁ ଡାବୁଗାଁ ବ୍ଲକର ସରପଞ୍ଚ ମାନଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି କାରଣ ।ସମସ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆମରଣ ଅନଶନ ଜାରି ରଖିଛନ୍ତି । କିନ୍ତୁ ସରକାର ତାଙ୍କ କଥାକୁ କର୍ଣ୍ଣପାତ କରୁନଥିବା ଅଭିଯୋଗ ଆଣିଛନ୍ତି । ଅଙ୍ଗନବାଡିମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସମସ୍ତ ଯୋଜନାରେ ଅଙ୍ଗନବାଡିମାନଙ୍କୁ ସରକାର ସାମିଲ କରୁଛନ୍ତି । ଛଅ ଗୋଟି କାମରୁ ଷାଠିଏ କାମ ଦିଆଯାଉଛି । କିନ୍ତୁ ସେମାନେ ପ୍ରତିବାଦ ନକରି ସୁଗର ରୂପେ ତୁଲାଉଛନ୍ତି । କିନ୍ତୁ ତାଙ୍କ ଦାବି ପୂରଣ କରିବା ବଦଳରେ ସେମାନଙ୍କ ବିରୋଧରେ କାର୍ଯ୍ୟ କଲା ଭଳି ବୋଝ ଉପରେ ଲଳିତା ବିଡା ସଦୃଶ୍ୟ ପ୍ରଶାସନ ଛତୁଆ ବାଣ୍ଟିବା ପାଇଁ ଏସଏଚ୍ ଜି ମାନଙ୍କୁ ଦେଇଥିବା ଅଭିଯୋଗ ଆଣିଛି ଅଙ୍ଗନବାଡି ସଂଘ । ଏହାକୁ ବିରୋଧ କରି ଅଙ୍ଗନବାଡି ମାନଙ୍କ ତରଫରୁ ସରପଞ୍ଚଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଏସଏଚ୍‌ ମାନଙ୍କୁ ଛତୁଆ ବାଣ୍ଟିବା ପାଇଁ ଦିଆନଯିବା ପାଇଁ ଅନୁରୋଧ କରିଛନ୍ତି ।ପ୍ରଶାସନ ଏହି ନିଷ୍ପଭିକୁ ବିରୋଧ କରି ଅଙ୍ଗନବାଡିମାନେ ଛତୁଆ ବଣ୍ଟନ ବନ୍ଦ କରିବାକୁ ସରପଞ୍ଚଙ୍କୁ ଏକ ପତ୍ର ପ୍ରଦାନ କରିଛନ୍ତି । ତାହେଲେ ଆମେ ଅଣ୍ଡା ବଜାର ଦର ସାତ ଟଙ୍କା ଥିବାବେଳେ ଆମକୁ ସରକାର ପାଞ୍ଚ ଟଙ୍କା ଦରରେ ଦେଇଛନ୍ତି କେମିତି ଓ ଅଙ୍ଗନବାଡି ମାନଙ୍କ ସମସ୍ତ କାର୍ଯ୍ୟ ସେମାନଙ୍କୁ ଦିଆଯାଉ । ପ୍ରଶାସନ ଏହି ନିଷ୍ପରିକୁ ବିରୋଧ କରି ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ସମସ୍ତ ପଞ୍ଚାୟତର ସରପଞ୍ଚଙ୍କୁ ଏକ ଦାବୀପତ୍ର ପ୍ରଦାନ କରାଯାଇଛି ଆମେ ଆମ ହକ୍ ପାଇଁ ଲଢେଇ କରୁଛି, ଅନଶନ କରୁଛୁ, ଏହି ସମୟରେ ପ୍ରଶାସନ ଆମକୁ ନ ପଚାରି ଆମର ଅଜାଣତରେ ଛତୁଆ ବଣ୍ଟନ କରୁଛନ୍ତି । ପ୍ରଶାସନର ଏହିଭଳି ନିଷ୍ପତ୍ତିକୁ ବିରୋଧ କରିବା ସହିତ ଯଦି ବନ୍ଦ କରା ନ ଗଲେ ପ୍ରଶାସନ ବିରୋଧରେ ଆନ୍ଦୋଳନ କରିବୁ ବୋଲି ଚେତାବନୀ ଦେଇଛନ୍ତି । ଏହି ଅବସରରେ ସନ୍ଧ୍ୟା ପାଢ଼ୀ, ମମତା ସାହୁ, କେ ରାଜ ଲକ୍ଷ୍ମୀ, ଶୋଭାମଣି, ଵୈଯନ୍ତି ମାଳା, ରତ୍ନା ମାଝୀ, ସବୁତା କୁମାରୀ ବାଘ, କୌଶଲ୍ୟା ଭତ୍ରା, କୁସୁମଲତା ପାଣିଗ୍ରାହୀ, ବେଦବତୀ ହରିଜନ, ତନୁଲତା ଖଣ୍ଡାଦରା, ଛଞ୍ଚଲା ପାତ୍ର, ଧନାୟ ମାଝୀ, ଉର୍ମିଳା ଭତ୍ରା, ହେମକାନ୍ତି ମାଝୀ,ବାଲମାତି ମାଝୀ,ପୁଷ୍ପା ଭତ୍ରା ସମସ୍ତ ଅଙ୍ଗନବାଡି କର୍ମୀ ଓ ସହାୟିକା ମାନେ ଉପସ୍ଥିତ ଥିଲେ ।

(ରିପୋର୍ଟ :ମିହିର ଶଙ୍କର ପାତ୍ର,ନବରଙ୍ଗପୁର) 


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like