-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ରାଜ୍ୟ

ବ୍ଲାକମେଲ୍ କ୍ୱିନ ଅର୍ଚ୍ଚନା ନାଗଙ୍କ ୭ ଦିନିଆ ରିମାଣ୍ଡ ଆଜି ସରୁଛି, ପୁଣି ରିମାଣ୍ଡ ମାଗିବ ଇଡି

12-Dec-2022



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) : ଯେତେବେଳେ ମୁଁ ମୁହଁ ଖୋଲିବିନା, ସାରା ରାଜ୍ୟ ବଦଳିଯିବ ଆଜ୍ଞା । ତଥ୍ୟ ପ୍ରମାଣ ସହ ସବୁ କହିବି । ନେତା କି ମନ୍ତ୍ରୀ କିଏ ରହିଛି, ସବୁ ପ୍ରମାଣ ସହିତ ଦେଖାଇବି । ମୋତେ ଖାଲି ୩୦ ମିନିଟ ସମୟ ଦିଅନ୍ତୁ । ଏହି ବିସ୍ଫୋରଣ ପରେ ଲାଗୁଥିଲା ଅର୍ଚ୍ଚନା ଇଡି ଅପିସକୁ ଆସିଲେ, ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିବ । ଗତ ୬ ତାରିଖରେ ମିଡିଆ ଆଗରେ ମୁହଁ ଖୋଲିଥିଲେ ଅର୍ଚ୍ଚନା ନାଗ । କିନ୍ତୁ ଆଜି ସରୁଛି ଅର୍ଚ୍ଚନା ନାଗଙ୍କ ୭ ଦିନିଆ ରିମାଣ୍ଡ । ହେଲେ ଇଡି ହାତ ଖାଲି । ଆଜି ପୁଣି ତାଙ୍କୁ କୋର୍ଟରେ ହାଜର କରି ରିମାଣ୍ଡ ମାଗିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ମନି ଲଣ୍ଡରିଂ ମାମଲାରେ ଇଡି ଅଧିକାରୀ ଜେରାରେ କିଛି ଉତ୍ତର ପାଇନାହିଁ

ଆଜି ତାଙ୍କ ସ୍ୱାମୀ ଜଗବନ୍ଧୁଙ୍କୁ ଜିଲ୍ଲା ଦୌରାଜଜ୍ କୋର୍ଟରେ ହାଜର କରି ୧୫ ଦିନ ରିମାଣ୍ଡ ମାଗିବ ଇଡି । ଦୁହିଁଙ୍କୁ ସାମ୍ନାସାମ୍ନି ଜେରା କରିବାକୁ ଯୋଜନା ରଖିଛି ଇଡି । ବ୍ଲାକମେଲ ମାମଲାରେ ଏଯାଏଁ ଇଡି ୧୧ଜଣଙ୍କୁ ଜେରା କରିସାରିଲାଣି ।

ଇଡିକୁ ସହଯୋଗ କରୁନାହାନ୍ତି ଅର୍ଚ୍ଚନା । ସେଭଲି କୌଣସି ବଡ଼ ତଥ୍ୟ ଇଡିକୁ ଏଯାଏଁ ମିଳିନାହିଁ । କାହିଁକି ଚୁପ୍ ରହିଗଲେ ଅର୍ଚ୍ଚନା ? କୌଣସି ଚାପରେ ଅଛନ୍ତି କି ଅର୍ଚ୍ଚନା ? ୬ ତାରିଖରେ ସେ ଶ୍ରଦ୍ଧାଞ୍ଜଳି କଥା ଉଠାଇଥିଲେ । ତାଙ୍କ ରିମାଣ୍ଡ ମଧ୍ୟରେ ଇଡି ଶ୍ରଦ୍ଧାଞ୍ଜଳିକୁ କାହିଁକି ସମନ୍ କରିନାହିଁ? ତାଙ୍କୁ ଓ ଅର୍ଚ୍ଚନାଙ୍କୁ ସାମ୍ନାସାମ୍ନି କାହିଁକି ଜେରା କରିଲାନି ଇଡି? କିମ୍ୱା ଏହି ସମୟରେ ଅନ୍ୟ କୌଣସି ବଡ ବଡ଼ିଆଙ୍କୁ ବି ସମନ୍ ହୋଇନାହିଁ କି ଇଡି ଅଫିସକୁ ଡାକିନାହିଁ ? ଏଥିରୁ ତଦନ୍ତ ଦିଗହରା ହେଉଥିବା ଆଶଙ୍କା କରାଯାଇଛି । ରିମାଣ୍ଡ ସରିଥିବାରୁ ପୁଣି ଅର୍ଚ୍ଚନାଙ୍କୁ ରିମାଣ୍ଡରେ ଆଣିବ ନା ନାହିଁ ଓ କେତେ ଦିନ ରିମାଣ୍ଡ ଆଣିବ, ତାକୁ ନେଇ ନାନା ପ୍ରଶ୍ନ ଉଠିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like