ସୋନପୁର (ମନୋରଞ୍ଜନ ତ୍ରିପାଠୀ) ସୋନପୁର ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ରେ  ୨୫ ତମ ବାର୍ଷିକ କ୍ରୀଡା ଉତ୍ସବ ସ୍ଥାନୀୟ ମିନି ଷ୍ଟାଡ଼ିଅମ ରେ ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ଏକ ମଶାଲ ଶୋଭାଯାତ୍ରା ମା ସୁରେଶ୍ୱରୀଙ୍କ ମନ୍ଦିରରୁ ବାହାରି ଏହି ଷ୍ଟାଡିଅମରେ ପହଂଚିଥିଲା l ଏହି ଅବସରରେ ଆୟୋଜିତ ସଭାରେ ଏକ ସଭାରେ ମହିଳା କଲେଜର ଅଧ୍ୟକ୍ଷା ରିତାରାଣୀ ପୂଜାରୀ "/>

-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||     

HOME   ଜିଲ୍ଲା

ବିଜୁ ପଟ୍ଟନାୟକ ମହିଳା କଲେଜ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ

12-Dec-2022



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ସୋନପୁର ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ରେ  ୨୫ ତମ ବାର୍ଷିକ କ୍ରୀଡା ଉତ୍ସବ ସ୍ଥାନୀୟ ମିନି ଷ୍ଟାଡ଼ିଅମ ରେ ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ଏକ ମଶାଲ ଶୋଭାଯାତ୍ରା ମା ସୁରେଶ୍ୱରୀଙ୍କ ମନ୍ଦିରରୁ ବାହାରି ଏହି ଷ୍ଟାଡିଅମରେ ପହଂଚିଥିଲା l ଏହି ଅବସରରେ ଆୟୋଜିତ ସଭାରେ ଏକ ସଭାରେ ମହିଳା କଲେଜର ଅଧ୍ୟକ୍ଷା ରିତାରାଣୀ ପୂଜାରୀ

ଅଧ୍ୟକ୍ଷତା କରିଥିବା ବେଳେ ଏଡିଏମ ତଥା କଲେଜ ପରିଚାଳନା କମିଟି ର ସଭାପତି ସୂର୍ଯ୍ୟ ନାରାୟଣ ଦାଶ ଯୋଗ ଦେଇ କ୍ରୀଡା ଉତ୍ସବକୁ ଉଦଘାଟନ କରି  କ୍ରୀଡ଼ାବିତଙ୍କୁ ଉତ୍ସାହିତ କରିଥିଲେ  l  ଅଧ୍ୟାପିକା ସଂଜୁ ରାଣୀ ସିଂହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ l ସର୍ବମୋଟ ୧୧ ଗୋଟି ଇଭେଣ୍ଟ  ଛାତ୍ରୀଙ୍କ ମଧ୍ୟରେ ପ୍ରତିଯୋଗିତା ହୋଇଥିବା ବେଳେ ଏଥିରେ ଯୁକ୍ତ୩ ର ଶେଷ ବର୍ଷ ଛାତ୍ରୀ ସୁଜାତା ନାଏକ ଚମ୍ପିୟାନ ହୋଇଥିଲେ l  ଅଧ୍ୟାପକ ଦୁଃଖିଦ୍ୟମ ମେହେର ମଞ୍ଚ

ପରିଚାଳନା କରିଥିବା ବେଳେ ଅଧ୍ୟାପକ ମଦନ ସୁନ୍ଦର ଖେତୀ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ସମ୍ମାନିତ ଅତିଥି ଭାବରେ ପ୍ରାକ୍ତନ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ ଉଦଯାପନୀ ଉତ୍ସବ ରେ ଯୋଗ ଦେଇ   କୃତି ଛାତ୍ରୀ ଙ୍କୁ ପୁରସ୍କୃତ କରିଥିଲେ l କ୍ରୀଡା ଶିକ୍ଷକ ଭୁକୁଲୁ ବକ୍ସି ଓ ପ୍ରଭାସିନି ରଥ ଖେଳ ପରିଚାଳନା କରିଥିଲେ l ଅଧ୍ୟାପିକା ମିତାଶ୍ରୀ ବାରିକ, ଚେର ବୂଈ ହୋତା, ରଂଜିତା ମିଶ୍ର, ସଂଜୁରା ଣୀ ସିଂ, ଆରରୀ ହୋତା, ମଦନ ପଣ୍ଡା, ଖିରୋଦ ମେହେର, ସଲିଳ ବେହେରା, ସଂଜୀବ ହୋତା, ଅନାର୍ଯ୍ୟାମୀ ମିଶ୍ର, ସୁଦାମ ସାହୁ, ପ୍ରଦୀପ୍ତ ଦାଶ, ସୁରେନ୍ଦ୍ର ଛତ୍ରିଆ, ହରିଓଂ କୁଶଳ, ଉମାକାନ୍ତ ସୁନା, ମିତ୍ରଭାନୁ ଦନ୍ତା, ଷଷ୍ଠୀ ଜଗଦଲା, ସୁବର୍ଣ୍ଣ ରଥ, ମାଧବୀ ବାଘ, ଅକ୍ରୁର ପାଣିଗ୍ରାହୀ, ଆଶୁତୋଷ ପରଧୀଆ ପ୍ରମୁଖ ସମସ୍ତ ଟିଚିଙ୍ଗ ନନ ଟିଚିଙ୍ଗ କର୍ମଚାରୀ ଖେଳ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026

You Might Also Like