-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବରଗଡ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

12-Dec-2022



ବରଗଡ:-ଓଡ଼ିଶା ରାଜ୍ୟ ପୁରୁଷ ଓ ମହିଳା ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ ଏବଂ ସ୍ୱାସ୍ଥ୍ୟ ପରିଦର୍ଶକ ମିଳିତ ମହାସଂଘର ବରଗଡ ଜିଲ୍ଲା ଶାଖା ପକ୍ଷରୁ ଆଜି ତା ୧୨.୧୨.୨୦୨୨ରିଖ ଦିନ ଓଡ଼ିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବିନ ପଟ୍ଟନାୟକ ଙ୍କ ଉଦ୍ଦେଶ୍ୟରେ,ବରଗଡ ଜିଲ୍ଲାପାଳ ଶ୍ରୀମତୀ ମୋନିଷା ବାନାର୍ଜି ଙ୍କ ଜରିଆରେ  ବରଗଡ଼ ଜିଲ୍ଲା ରେ କାର୍ଯ୍ୟରତ ମହିଳା ଓ ପୁରୁଷ ସ୍ୱାସ୍ଥ୍ୟକର୍ମୀ ତଥା ପରିଦର୍ଶକ ମାନେ ଆସି ତାଙ୍କ ୫ ଦଫା ସମ୍ବଳିତ ଦାବୀପତ୍ର ପ୍ରଦାନ କରିଛନ୍ତି।ପ୍ରାରମ୍ଭେ ସମସ୍ତ କର୍ମଚାରୀ ବରଗଡ ପୁରୁଣା ମୁଖ୍ୟ ଚିକିତ୍ସାଳୟ ରୁ ଏକ ଶୋଭାଯାତ୍ରାରେ ବିଭିନ୍ନ ସ୍ଳୋଗାନ ମାନ ଦେଇ ସହର ପରିକ୍ରମା କରି ବରଗଡ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ କୁ ଆସି ପହଞ୍ଚିଥିଲେ।ସେମାନଙ୍କ  ମୁଖ୍ୟ ଦାବୀ ଗୁଡିକ ହେଲା ୧-ସ୍ୱାସ୍ଥ୍ୟକର୍ମୀ ମାନଙ୍କ କେଡର୍ ପୁନଃ ଗଠନ,୨-୦୩.୧୧.୨୦୨୦ ରେ ପ୍ରକାଶିତ ବିଜ୍ଞପ୍ତି କୁ ପ୍ରତ୍ୟାହାର,୩-୨୦୦୪ ରୁ ୨୦୧୩ ମଧ୍ୟରେ ଠିକା ଚାକିରି କରୁଥିବା ସ୍ୱାସ୍ଥ୍ୟ କର୍ମୀ ଙ୍କୁ ମୂଳ ଚାକିରି ରେ ଗଣନା କରି ୬ ଟି ନସନାଲ ଇନକ୍ରିମେଣ୍ଟ ପ୍ରଦାନ,୪-ସ୍ୱାସ୍ଥ୍ୟକର୍ମୀ ମାନଙ୍କ ପଦବୀ ର ନାମ ପରିବର୍ତ୍ତନ,୫-ପୋଷାକ ଭତ୍ତା ବାର୍ଷିକ ୫୦୦୦ ଟଙ୍କା ପ୍ରଦାନ ସଙ୍ଗେସଙ୍ଗେ ଅତିରିକ୍ତ ଦାୟିତ୍ବରେ ନିୟୋଜିତ ଥିବା କର୍ମୀ ମାନଙ୍କୁ ପ୍ରୋତ୍ସାହନ ଭତ୍ତା ପ୍ରଦାନ।
ଯଦି ଏଦିଗରେ ରାଜ୍ୟ ସରକାର କୈାଣସି ପ୍ରକାରର ପଦକ୍ଷେପ ଗ୍ରହଣ ନ କରନ୍ତି ତେବେ ଆସନ୍ତା ୧୪.୧୨.୨୦୨୨ ତାରିଖ ଠାରୁ ନିୟମିତ କାର୍ଯ୍ୟ କରିବୁ ହେଲେ କୈାଣସି ପ୍ରକାରର ରିପୋର୍ଟ ପ୍ରଦାନ କରାଯିବ ନାହିଁ ଏବଂ ଆସନ୍ତା ୨୧ ତାରିଖ ରୁ ସମ୍ପୁର୍ଣ୍ଣ କାର୍ଯ୍ୟବନ୍ଦ କରିଯିବ ବୋଲି ଓଡ଼ିଶା ରାଜ୍ୟ ପୁରୁଷ ଓ ମହିଳା ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ ଏବଂ ସ୍ୱାସ୍ଥ୍ୟ ପରିଦର୍ଶକ ମିଳିତ ମହାସଂଘ ବରଗଡ ଶାଖା ପକ୍ଷରୁ ଚେତାବନୀ ଦିଆଯାଇଛି।ଏଠାରେ ଉଲ୍ଲେଖନୀୟ ଯେ,ବିଗତ ଦିନ ମାନଙ୍କରେ ସମସ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ତଥା ବରଗଡ ମୁଖ୍ୟ ଚିକିତ୍ସାଧିକାରୀ ଙ୍କୁ ମଧ୍ୟ ଏହି ପାଞ୍ଚ ଦଫା ସମ୍ବଳିତ ଦାବୀପତ୍ର ରାଜ୍ୟ ଓଡ଼ିଶା ସରକାର ଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇସାରିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like