-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

୧୯୮୯ ପି.ପି ଏକାଡେମୀ ମେଟ୍ରିକ ବ୍ୟାଚ୍‌ର ବନ୍ଧୁ ମିଳନ

12-Dec-2022



ବଲାଙ୍ଗୀର(ପ୍ରେରଣା ଖବର): ଗତକାଲି ସ୍ଥାନୀୟ କଦଳୀ ମୁଣ୍ଡା ନର୍ସରୀ ଠାରେ ୧୯୮୯ ପି.ପି ଏକାଡେମୀ ମେଟ୍ରିକ୍ ବ୍ୟାଚ୍‌ର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ୧୯୮୯ ମସିହାରେ ପି ପି ଏକାଡେମୀରେ ମେଟ୍ରିକ ପାସ କରିଥିବା ବହୁ ସାଙ୍ଗସାଥୀ ମାନେ ନିଜ ଛାତ୍ର ଜୀବନର ସ୍ମୃତି ରୋମାନ୍ଥନ କରିଥିଲେ ।ନିଜ ନିଜ ମଧ୍ୟରେ ପରିଚୟ ଓ ଭାବର ଆଦାନ ପ୍ରଦାନ ପରେ ସମସ୍ତେ ବଣଭୋଜି କାର୍ଯ୍ୟକ୍ରମକୁ ବେଶ ଉପଭୋଗ କରିଥିଲେ । ଆସନ୍ତା ୨୦୨୩  ବର୍ଷ ଏହି ବ୍ୟାଚ୍‌ର ସମସ୍ତେ ୫ଠ ବର୍ଷରେ ପଦାର୍ପଣ କରିବାକୁ ଥିବା ବେଳେ ଏହାକୁ ସ୍ମରଣୀୟ କରିବା ପାଇଁ   କିଛି ଅଭିନବ କାର୍ଯ୍ୟକ୍ରମ ହାତକୁ ନିଆଯିବାକୁ ସ୍ଥିରୀକୃତ ହୋଇଛି । ବଣଭୋଜି ଓ ବନ୍ଧୁମିଳନ କାର୍ଯ୍ୟକ୍ରମକୁ ସଫଳ କରିବାରେ ୧୯୮୯ ମେଟ୍ରିକ ବ୍ୟାଚ୍ ର ସମସ୍ତ ବନ୍ଧୁ ମାନେ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like