-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପ୍ରଚାର ପ୍ରସାର କମିଟି ପକ୍ଷରୁ ଉତ୍ସବ ପାଇଁ ଲୋଗୋ ଉନ୍ମୋଚିତ।

12-Dec-2022



ଧର୍ମଗଡ (କ୍ରିଷ୍ଣା ଦାସ ନାଏକ) ଧର୍ମଗଡ ଠାରେ ଜିଲ୍ଲା ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୩ ପାଳନ ପାଇଁ ଆଜି ଧର୍ମଗଡ ବ୍ଲକ ସମ୍ମିଳନୀ କକ୍ଷରେ କଳାହାଣ୍ଡି ଉତ୍ସବ କମିଟି ଗ୍ରାଉଣ୍ଡ ମ୍ୟାନେଜମେଣ୍ଟ କମିଟି, ମଞ୍ଚ ପ୍ରସ୍ତୁତି କମିଟି ଓ ପ୍ରଣାମ କଳାହାଣ୍ଡି  କମିଟି ର  ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଧର୍ମଗଡ ବିଡିଓ ଶରତ କୁମାର ସେଠି ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ବୈଠକରେ ତହସିଲଦାର ହରେକୃଷ୍ଣ ବରିହା, ସହ ଜିଲ୍ଲାପାଳ ଚିନ୍ମୟ କୁମାର ନାୟକ ଗ୍ରାଉଣ୍ଡ ମ୍ୟାନେଜମେଣ୍ଟ କମିଟିର ଅଧ୍ୟକ୍ଷ ସୁରେନ୍ଦ୍ର କୁମାର ମୁନି, ମଞ୍ଚ ପ୍ରସ୍ତୁତି କମିଟିର ଅଧ୍ୟକ୍ଷ ହଳଧର ନିଆଲ, ପ୍ରଣାମ କଳାହାଣ୍ଡିର ଅଧ୍ୟକ୍ଷ ବିଦ୍ୟାଧର ସାହୁ, ପ୍ରଚାର ପ୍ରସାର କମିଟି ର ଅଧ୍ୟକ୍ଷ ବିରଞ୍ଚି ନାରାୟଣ ଜାଲ ସମେତ ହୃଷିକେଶ ମିଶ୍ର, ବୈଦ୍ୟନାଥ ବେହେରା, ଇଙ୍ଗିତ କୁମାର ପଣ୍ଡା, ଲିଙ୍ଗରାଜ ପାତ୍ର, ଗୋବିନ୍ଦ ଚନ୍ଦ୍ର ସାହୁ ରାଜେନ୍ଦ୍ର ମୁନି,ମାଧବ ଲହଜଲ, ଶ୍ରବଣ କୁମାର ଅଗ୍ରୱାଲ, ବିକାଶ ଭାରତୀ ସାହୁ, ସଞ୍ଜୟ ବେହେରା ପ୍ରମୁଖ ଉପସ୍ଥିତ ରହି  ଉତ୍ସବ ସଂପର୍କିତ ବିଭିନ୍ନ ଆଲୋଚନାରେ ଭାଗ ନେଇଥିଲେ। ଏହି ଅବସରରେ ପ୍ରଚାର ପ୍ରସାର କମିଟି ପକ୍ଷରୁ କଳାହାଣ୍ଡି ଉତ୍ସବ ର ଲୋଗୋ ଉନ୍ମୋଚନ ହୋଇଥିଲା। ଉପଖଣ୍ଡ ସୁଚନା ଓ ଲୋକସଂପର୍କ ଅଧିକାରୀ ଲୋକ ସଂପର୍କ ଅଧିକାରୀ ରମେଶ ଚନ୍ଦ୍ର ସିଂ ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like