-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ରାଜନୀତି

୨ ଦିନିଆ ଓଡିଶା ଗସ୍ତରେ ଆସିବେ କଂଗ୍ରେସ ପ୍ରଭାରୀ, ନୟାଗଡ଼ ଯାଇ ମୃତକ ପରୀର ପରିବାରକୁ ଭେଟିବେ ଡ. ଏ.ଚେଲ୍ଲା କୁମାର!

03-Dec-2020



(ପ୍ରେରଣା ଖବର) - କଂଗ୍ରେସ ସାଂସଦ ତଥା ଓଡ଼ିଶା କଂଗ୍ରେସ ପ୍ରଭାରୀ ଡ. ଏ.ଚେଲ୍ଲା କୁମାର ୨ଦିନିଆ ଓଡ଼ିଶା ଗ୍ରସ୍ତରେ ଆସୁଛନ୍ତି ।  ଆସନ୍ତା ୪ ତାରିଖ ଦିନ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦିନ ୧୧ଟାରେ କଂଗ୍ରେସ ଭବନରେ ଅନୁଷ୍ଠିତ କଂଗ୍ରେସ ବିଧାୟକ ଦଳ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପୁଣି ସେହିଦିନ ଦିନ ବୈଠକ ପରେ ଅପରାହ୍ନ ୪ ଘଟିକା ସମୟରେ କଂଗ୍ରେସର ସାଂଗଠନିକ ସ୍ଥିତି ନେଇ ବରିଷ୍ଠ ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ!!*କଂଗ୍ରେସ ପ୍ରଭାରୀଙ୍କ ଗସ୍ତସୂଚୀରେ ମାନେ ଆସନ୍ତା ୫ ତାରିଖ ଦିନ ନୟାଗଡ଼ ଗ୍ରସ୍ତ କରି ମୃତ ପରୀର ପରିବାର ଲୋକଙ୍କ ଭେଟିବେ । ସେହିଦିନ ନୟାଗଡ଼ରୁ ଭୁବନେଶ୍ୱର ଫେରି ଦିବା ୩ ଘଟିକା ସମୟରେ ଦଳର ଆଗାମୀ ରଣନୀତି ନେଇ କଂଗ୍ରେସ ଭବନରେ ଅନୁଷ୍ଠିତ ହେବାକୁ ଥିବା ପିସିସି ପର୍ଯ୍ୟବେକ୍ଷକ ଓ ଜିଲ୍ଲା ସଭାପତି ମାନଙ୍କ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏନେଇ ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ସୂଚନା ଦେଇଛନ୍ତି!!*ତେବେ ଦେଖିବାକୁ ଗଲେ ନୟାଗଡ଼ର ଶିଶୁ ପରୀର ମୃତ୍ୟୁକୁ ନେଇ ରାଜ୍ୟରେ ରାଜନୀତି ଜୋର ଧରିଛି । କଂଗ୍ରେସ ଦଳର ବିଧାୟକ ଓ ନେତାମାନେ ଏହି ପ୍ରସଙ୍ଗଙ୍କୁ ବିଧାନସଭାରେ ଜୋରଦାର ଉପସ୍ଥାପନ କରିଥିଲେ । କିନ୍ତୁ ଗତ ବିଧାନସଭାର ଶୀତ ଅଧିବେଶନରେ ପରୀ ପ୍ରସଙ୍ଗରେ ପରୀ ପ୍ରସଙ୍ଗକୁ ନେଇ କଂଗ୍ରେସ ଦଳ ମଧ୍ୟରେ ମତପାର୍ଥକ୍ୟ ମଧ୍ୟ ଦେଖାଦେଇଥିଲା । ଯାହାକି ଏକ ଚର୍ଚ୍ଚାର ବିଷୟ ପାଲିଥିଲା । ତେବେ ଆଗାମୀରେ ପ୍ରଭାରୀଙ୍କ ଗସ୍ତ ଦଳକୁ କେତେ ଶୃଙ୍ଖଳିତ କରିପାରିବେ। ତାହା ଦେଖିବାକୁ ରହିଲା!!


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like