-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ସତ୍ୟାଗ୍ରହ ବେଳେ ଓକିଲ ପୋଲିସ ମୁହାଁମୁହିଁ, ଓକିଲ ସଂଘ ସହ ବିଭିନ୍ନ ସାମାଜିକ ସଙ୍ଗଠନ ହେଲେ ସାମିଲ I

13-Dec-2022



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ) ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ଦାବିରେ ସମ୍ବଲପୁର ଜିଲ୍ଲା ଓକିଲ ସଂଘ ପକ୍ଷରୁ  ସୋମବାର ‘ସତ୍ୟାଗ୍ରହ’ ପାଳନ କରାଯାଇଥିଲା । ଏହାକୁ ବିଭିନ୍ନ ସାମାଜିକ ସଂଗଠନ ମଧ୍ୟ ସମର୍ଥନ ଜଣାଇଥିଲେ । ବିଭିନ୍ନ ସାମାଜିକ ସଂଗଠନର ସଦସ୍ୟମାନେ ପାରମ୍ପରିକ ବାଦ୍ୟ ଓ ବ୍ୟାନର ଧରି ଶୋଭାଯାତ୍ରାରେ ଆସି କଚେରି ଛକରେ ଓକିଲଙ୍କ ସହ ଆନ୍ଦୋଳନରେ ସାମିଲ ହୋଇଥିଲେ I ଆନ୍ଦୋଳନକାରୀ ମାନେ ସଂଘବଦ୍ଧ ହୋଇ ବ୍ୟାରିକେଡ୍ ଭାଙ୍ଗି କୋର୍ଟ ଭିତରକୁ ପଶିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ପୋଲିସ୍ ସେମାନଙ୍କୁ ସେଥିରୁ ନିବୃତ୍ତ କରାଇବାର ଉଦ୍ୟମ କରିଥିଲା।ଏହାଫଳରେ ଆନ୍ଦୋଳନକାରୀ ଓ ପୋଲିସ୍ ମୁହାଁମୁହିଁ ହୋଇଥିଲେ। ସେମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ତଥାପି ଆନ୍ଦୋଳନକାରୀମାନେ କୋର୍ଟ ଭିତରକୁ ପ୍ରବେଶ କରିଥିଲେ ଓ ବିଚାରପତିଙ୍କୁ କୋର୍ଟ କାର୍ଯ୍ୟ କରିବାକୁ ବାରଣ କରିଥିଲେ। ଖାଲି ସେତିକି ନୁହେଁ, ଆନ୍ଦୋଳନକାରୀମାନେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ଏଥିରେ ଓଡ଼ିଶା ହାଇକୋର୍ଟର ସ୍ଥାୟୀ ବେଞ୍ଚ ଦାବି ପାଇଁ ଓକିଲଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇ ସମ୍ବଲପୁର ମୁନ୍ସିପାଲ୍ କର୍ପୋରେସନ୍ ଅଞ୍ଚଳରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀ ୧୨ ତାରିଖ ସୋମବାର ଦିନ କାର୍ଯ୍ୟରୁ ବିରତ ରହିବାକୁ ଆବେଦନ କରାଯାଇଥିଲା। ସେମାନେ ନିଜ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଗୁଡ଼ିକୁ ସ୍ବେଚ୍ଛାକୃତଭାବେ ବନ୍ଦ କରି ସକାଳ ୯ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ହେବାକୁ ଥିବା ନିଖିଳ ଓଡ଼ିଶା ‘ସତ୍ୟାଗ୍ରହ’ ଓ ପ୍ରତିବାଦ ଆନ୍ଦୋଳନରେ ସାମିଲ ହେବାକୁ ଅନୁରୋଧ କରାଯାଇଛି।ସମ୍ବଲପୁରରେ ହାଇକୋର୍ଟ ବେଞ୍ଚ ସ୍ଥାପନ ପାଇଁ ହେଉଥିବା ନ୍ୟାୟୋଚିତ ଦାବିର ସମର୍ଥନରେ ସବୁ ବର୍ଗର ଜନସାଧାରଣ ଏକଜୁଟ ହେବାକୁ ଓକିଲ ସଂଘ ପକ୍ଷରୁ ଏକ ପ୍ରେସ୍ ବିବୃତିରେ ଆହ୍ବାନ ଦିଆଯାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like