-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||     

HOME   ଜିଲ୍ଲା

ସରଧାପୁର ଗ୍ରାମ ରେ ବାଘ ଶିକାର ଅଭିଯୋଗରେ ୨ ଗିରଫ, ଗିରଫ ଭୟରେ ଚମଡାକୁ ପୋଡିବା ସହ ବାଘ ମୁଣ୍ଡକୁ ଜଙ୍ଗଲରେ ଫୋପାଡି ଦେଲେ ବାଣୁଆ

13-Dec-2022



ନାକଟିଦେଉଳ(କନ୍ଦର୍ପ ବେହେରା) -ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ରେଞ ର ସରଧାପୁର ଗ୍ରାମରେ ବାଘ ଶୀକାର ଅଭିଯୋଗରେ ସରଧାପୁର ଗ୍ରାମର ଅଜିତ୍ ନାଏକ ଓ ଚୈତନ୍ୟ କୁଜୁରକୁ ବନବିଭାଗ ଗିରଫ କରିବା ସହ ବାଘ ଚମଡାକୁ ପୋଡାଇଥିବା ପାଉଁଶକୁ ଜବତ କରିବା ସହ ବାଘ ମୁଣ୍ଡ ଖପୁରି ,ହାଡ କୁ ଜବତ କରିଛି ବନବିଭାଗ l 
ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ରେଢ଼ାଖୋଲ ବନଖଣ୍ଡ ଡଇଁଚା ସେକସନ୍ ସରଧାପୁର ଗ୍ରାମର ୬ ଜଣ ବ୍ୟକ୍ତି ଖୋଲଗଡ ସଂରକ୍ଷିତ ଜଙ୍ଗଲକୁ ଜନ୍ତୁ ଶୀକାର କରିବାକୁ ଯାଇଥିଲେ ା ହଠାତ୍ ଏକ କଲରା ପତରିଆ ବାଘ ହାବୁଡରେ ପଡ଼ି ଯାଇଥିଲେ ା ସେମାନେ ଏକ ବାଘ ଛୁଆକୁ ଗୁଳିକରି ତାର ମୁଣ୍ଡ ଓ ଚମଡାକୁ ଘରକୁ ଆଣିଥିଲେ ା ବନବିଭାଗ କୌଣସି ସୂତ୍ରରୁ ଖବର ପାଇ ଆସୁଥିବାର ଜାଣି ସେମାନେ ମୁଣ୍ଡକୁ ଜଙ୍ଗଲରେ ଫୋପାଡି ଦେବା ସହ ଚମଡାକୁ ନିଆଁରେ ପୋଡ଼ି ଦେଇଥିଲେ ା ବନବିଭାଗ ଚମଡା ପୋଡୁଥିବା ସ୍ଥାନରେ ପହଂଚି ପୋଡି ଯାଇଥିବା ପାଉଁଶକୁ ଜବତ କରିଛି ା ଘଟଣା

ସ୍ଥଳରୁ ୨ ଜଣଙ୍କୁ ଗିରଫ୍ କରିଥିବା ବେଳେ ୪ ଜଣ ଫେରାର୍ ହୋଉଯାଇଥିଲେ l ବନବିଭାଗ କହିଛି ଯେ ଏହି ବାଣୁଆମାନେ ସପ୍ତାହେ ଆଗରୁ ଜନ୍ତୁ ଶୀକାର ପାଇଁ ଖୋଲଗଡ ସଂରକ୍ଷିତ ଜଙ୍ଗଲକୁ ଯାଇଥିଲେ l ଦିନକୁ ଦିନ ସରଧାପୁର ଅଂଚଳରେ ଜନ୍ତୁ ଶୀକାର ବ୍ରୁଦ୍ଧି ପାଇବାରେ ଲାଗିଛି l ବନବିଭାଗ ଏ ଦିଗରେ ଦ୍ରୁଷ୍ଟି ଦେବାକୁ ଦାବି ହେଉଛି l ଅଭିଯୁକ୍ତ ଦ୍ବୟଙ୍କୁ ବନବିଭାଗ କୋର୍ଟ ଚାଲାଣ କରିଛି l ରେଢ଼ାଖୋଲ ଡି ଏଫ୍ ଓ ଙ୍କ ନିର୍ଦ୍ଦେଶ ରେ ଏହି ଚଢାଉରେ ବନ ବିଭାଗର କର୍ମଚାରୀ ମାନେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like