ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଜାଲୋଏ ପଞ୍ଚାୟତ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୈରାଝୁଲିଠାରେ ବିଦ୍ୟାଳୟ ଶିକ୍ଷାର ଗୁଣାତ୍ମକ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମାନ୍ୟବର ଓଡିଶା ସରକାରଙ୍କ ଅଭିନବ ପ୍ରୟାସରେ ବିଦ୍ୟାଳୟ ଅଭିଭାବକ ଅଭିଭାବିକା, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ସଦସ୍ୟା, ମୋ ସ୍କୁଲ ଅଭିଯାନ ସଦସ୍ୟ ସଦସ୍ୟା ଓ ଶିକ୍ଷକ‌ଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରେ ମିଳିତ ବୈଠକ ଓ ବିଦ୍ୟାଳୟରେ ନୂତନ ଭାବରେ ଲାଗିଥିବା ସିସି ଟିଭି ଉନ୍ମୋଚନ ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉଲୁଣ୍ଡା  ଶାନ୍ତନୁ କୁମ୍ଭକାର ଓ ସମ୍ମାନିତ ଅତିଥି ଭାବରେ ଜାଲୋଏ ସରପଞ୍ଚ  ଶ୍ରୀମତୀ "/>

-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

କୈରାଝୁଲି ‌ସ୍କୁଲରେ ଶିକ୍ଷାର ଗୁଣାତ୍ମକ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ

13-Dec-2022



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଜାଲୋଏ ପଞ୍ଚାୟତ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୈରାଝୁଲିଠାରେ ବିଦ୍ୟାଳୟ ଶିକ୍ଷାର ଗୁଣାତ୍ମକ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମାନ୍ୟବର ଓଡିଶା ସରକାରଙ୍କ ଅଭିନବ ପ୍ରୟାସରେ ବିଦ୍ୟାଳୟ ଅଭିଭାବକ ଅଭିଭାବିକା, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ସଦସ୍ୟା, ମୋ ସ୍କୁଲ ଅଭିଯାନ ସଦସ୍ୟ ସଦସ୍ୟା ଓ ଶିକ୍ଷକ‌ଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରେ ମିଳିତ ବୈଠକ ଓ ବିଦ୍ୟାଳୟରେ ନୂତନ ଭାବରେ ଲାଗିଥିବା ସିସି ଟିଭି ଉନ୍ମୋଚନ ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉଲୁଣ୍ଡା  ଶାନ୍ତନୁ କୁମ୍ଭକାର ଓ ସମ୍ମାନିତ ଅତିଥି ଭାବରେ ଜାଲୋଏ ସରପଞ୍ଚ  ଶ୍ରୀମତୀ

ନିବେଦିତା ମିଶ୍ର ଯୋଗଦେଇ ବିଦ୍ୟାଳୟ ଶିକ୍ଷାର ଗୁଣାତ୍ମକ ବିକାଶ ସମ୍ପର୍କରେ ସମସ୍ତଙ୍କ ସହ ବିସ୍ତୃତ ଆଲୋଚନା କରିବା ସହିତ ବିଦ୍ୟାଳୟ ସିସିଟିଭି ଉନ୍ମୋଚନ କରିଥିଲେ । ଏପରିକି ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ମାନେ କିଭଳି ଭାବରେ ଉତ୍ତମ ଶିକ୍ଷାଲାଭ କରିବା ସହିତ ସୁନାମ ଅର୍ଜନ କରିପାରିବେ ସେ ବିଷୟରେ ଉଲୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ କୁମ୍ଭକାର ମହୋଦୟ ସମସ୍ତଙ୍କ ସହିତ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ସର୍ବଶେଷରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ ଲେଖରାଜ ସାଗର ଓ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଜନାର୍ଦ୍ଦନ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ ପୂର୍ବକ ସଭା ସାଙ୍ଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like