-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁରରେ ଓକିଲଙ୍କ ଆନ୍ଦୋଳନ ଘଟଣା, ୧୪ ଜଣ ଆଇନଜୀବୀ ଗିରଫ I

13-Dec-2022



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ)
 ସମ୍ବଲପୁରରେ ଓକିଲଙ୍କ ଆନ୍ଦୋଳନ ବେଳେ କୋର୍ଟ ପରିସରରେ ଭଙ୍ଗାରୁଜା ଘଟଣାରେ ପୋଲିସ ୧୪ ଜଣ ଆଇନଜୀବୀଙ୍କୁ ଗିରଫ କରିଛି I ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି I ଏବେ ବି ଚଢ଼ଉ ଜାରିରହିଥିବା ସୂଚନା ଦେଇଛନ୍ତି ସମ୍ବଲପୁର ଆରକ୍ଷୀ ଅଧୀକ୍ଷକ ବାତୁଲା ଗଙ୍ଗାଧର I ସେହିପରି ସମ୍ବଲପୁର କଚେରୀ ଛକରୁ ୫୦୦ ମିଟରରେ ୧୪୪ ଧାରା ଜାରି କରାଯାଇଛି I ନିଷିଦ୍ଧାଂଚଳ ମଧ୍ୟରେ କୌଣସି ସଭାସମିତି ହୋଇପାରିବ ନାହିଁ । ଏହା ସହ ୫ ଜଣରୁ ଅଧିକ ଲୋକ ନିଷିଦ୍ଧାଞ୍ଚଳରେ ଏକାଠି ହୋଇପାରିବେ ନାହିଁ I ଏଠାରେ ସୂଚନାଯୋଗ୍ୟ ଯେ ଗତକାଲି ସମ୍ବଲପୁର ବାର ଆସୋସିଏସନ୍ ଆନ୍ଦୋଳନକାରୀ ଓକିଲ କୋର୍ଟରେ ପଶି ଭଙ୍ଗାରୁଜା କରିଥିଲେ । ଏହି ଅଭାବନୀୟ ଘଟଣାକୁ ନେଇ ସମ୍ବଲପୁର ଟାଉନ ଥାନା ପୋଲିସ ୩ଟି ମାମଲା ରୁଜୁ କରିଛି I ଟାଉନ ଆଇଆଇସି ପ୍ରକାଶ କୁମାର କର୍ଣ୍ଣଙ୍କ ସୂଚନା ଅନୁସାରେ, ନେଲସନ୍ ମଣ୍ଡେଲା ଛକରେ ପୋଲିସ ସହିତ ଧସ୍ତାଧସ୍ତି ଘଟଣାରେ ଭିମ୍ ଆର୍ମି, ବଜରଙ୍ଗ ଦଳ, ମାରୱାଡ଼ି ଯୁବା ମଞ୍ଚ , ଘୁନ୍ଘୁଟିପଡ଼ା ବିସ୍ଥାପିତ ସଂଗଠନ, ଏବିଭିପି ସହିତ ଅନ୍ୟାନ୍ୟ ସଂଗଠନ ବିରୋଧରେ କେସ୍ ନମ୍ବର ୪୭୯/୧୨/୧୨/୨୨ ମାମଲା ରୁଜୁ କରାଯାଇଛି। ସେହିପରି ଜିଲ୍ଲା ଜଜ୍ କୋର୍ଟ ସମ୍ମୁଖରେ ପୋଲିସ୍ ସହିତ ମୁହାଁମୁହିଁ ହେବା ତଥା ପୋଲିସ ବ୍ୟାରିକେଡ୍ ଭାଙ୍ଗି କୋର୍ଟ ପରିସରକୁ ପଶିବା ଘଟଣାରେ ପୋଲିସ ଏତଲା ଅଧାରରେ ୪୮୦/୧୨.୧୨.୨୨ ରୁଜୁ କରାଯାଇଥିବା ସେ ସୂଚନା ଦେଇଛନ୍ତି I ସମ୍ବଲପୁର ଜିଲ୍ଲା ଓକିଲ ସଂଘର ସଦସ୍ୟ ଅନୱର ଅଲ୍ଲୀ, ବିଜୟ ଜେନା, ବିଷ୍ଣୁ ପାଢ଼ୀ, ସୁରଂଜିନୀ ବାରିକ, ଦୀପକ କୁଅଁର, ଟିଟୁନ ଶର୍ମା, ଜିତେନ୍ଦ୍ର ପ୍ରଧାନ, ବାବୁଲି ପଣ୍ଡା, ଶଶାଙ୍କ ଶେଖର ପାଢ଼ୀ, ଅଫ୍ସାନା ବାନୋ ଓରଫ ଅଂଜୁମ, ସିଲୁ ମହାପାତ୍ର, ପ୍ରବୀଣ ସିଂହଦେଓ ପ୍ରମୁଖଙ୍କ ନେତୃତ୍ବରେ ୧୦୦ରୁ ୧୫୦ ଓକିଲ କୋର୍ଟ ପରିସରକୁ ପଶି ଉତ୍ତେଜନାମୂଳକ ସ୍ଥିତି ସୃଷ୍ଟି କରିଥିବା ଏତଲାରେ ଦର୍ଶାଯାଇଛି। ସେହିପରି କୋର୍ଟ ଭିତରେ ଭଙ୍ଗାରୁଜାକୁ ନେଇ ଓକିଲମାନଙ୍କ ବିରୋଧରେ ଅନ୍ୟ ଏକ ମାମଲା ୪୮୧/୧୨/୧୨/୨୨ ରୁଜୁ ହୋଇଥିବା ଆଇଆଇସି ଶ୍ରୀ କର୍ଣ୍ଣ କହିଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like