-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

କୃଷି ଶିଳ୍ପ ନିଗମ ଉପାଧ୍ୟକ୍ଷଙ୍କ ବଲାଙ୍ଗିର ଗସ୍ତ

13-Dec-2022




ବଲାଙ୍ଗୀର(ପ୍ରେରଣା ଖବର) ଓଡିଶା କୃଷି ଶିଳ୍ପ ନିଗମର ଉପାଧ୍ୟକ୍ଷ ଡ.ସନ୍ତୋଷ କୁମାର ବେଜ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ଜିଲ୍ଲା କାର୍ଯ୍ୟାଳୟ ପରିଦର୍ଶନ କରିବା ସହ ଜଳନିଧି-୨ ଯୋଜନା ରେ ହିତାଧିକାରୀ ଚାଷୀ ମାନଙ୍କୁ କ୍ଷୁଦ୍ର ଉଠାଜଳ ସେଚନ ପ୍ରକଳ୍ପ ପାଇଁ ବିଭିନ୍ନ ଯନ୍ତ୍ରପାତି ବଣ୍ଟନ କରିଥିଲେ । ସରକାରଙ୍କ କୃଷି ଯନ୍ତ୍ରପାତି ରିହାତି ଯୋଜନାରେ ୨ ଜଣ ହିତାଧିକାରୀଙ୍କୁ

ସ୍ୱରାଜ ଟ୍ରାକଟର ଓ ଅନ୍ୟ ୨ ଜଣକୁ ମେସି ଟ୍ରାକ୍ଟର ବଣ୍ଟନ କରାଯାଇଥିଲା l ବଲାଙ୍ଗିର ଜିଲ୍ଲା କୃଷୀ ଶିଳ୍ପ ନିଗମ ର ଅଗ୍ରଣୀ ସାର ଡିଲର ପ୍ରେମସୁଧ ପ୍ରଧାନ, ଶିବ ବାରିକ, ବିଭୂତି ପଟେଲ ଇତ୍ୟାଦି ଡ.ବେଜଙ୍କୁ କୃଷୀ ଶିଳ୍ପ ନିଗମ ମଧ୍ୟମ ରେ ଅଧିକ ରୁ ଅଧିକ ସାର ବ୍ୟବସାୟ କିଭଳି ହେବ ସେ ବିଷୟରେ ଅନୁରୋଧ ରଖିଥିଲେ| ପରେ ସରକାରଙ୍କ ଦ୍ୱାରା ବିଭିନ୍ନ ଯୋଜନା ମାଧ୍ୟମରେ କେମିତି ଅଧିକରୁ ଅଧିକ ହିତାଧିକାରୀ ଉପକୃତ ହେବେ ସେ ବିଷୟରେ ଡ.ବେଜ ଚାଷୀ ମାନଙ୍କ ସହ ଆଲୋଚନା କରିଥିଲେ । ବଲାଙ୍ଗିର ଜିଲ୍ଲା ଏକ କୃଷି ବହୁଳ ଜିଲ୍ଲା ହୋଇଥିବାରୁ କିପରି ଉନ୍ନତ ମାନର କୃଷି ଉପକରଣ ଓ ଉଠାଜଳସେଚନ ମାଧ୍ୟମରେ କିପରି ଚାଷୀ ଅଧିକ ଅମଳ କରିପାରିବେ ସେ ବିଷୟରେ ଚାଷୀଙ୍କୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଉପାଧ୍ୟକ୍ଷ.ସନ୍ତୋଷ କୁମାର ବେଜ ଙ୍କ କରକମଳ ରେ ପୁଇନ୍ତଳା ବ୍ଲକ ଅନ୍ତର୍ଗତ ଅଙ୍କରିଆପଦର୍ ଗ୍ରାମପଞ୍ଚାୟତ ର ମୋଟିଝରିଆ ଗ୍ରାମ ରେ ଏକ ଉଠାଜଳ ସେଚନ ପ୍ରକଳ୍ପ ଲୋକାର୍ପିତ ହୋଇଥିଲା । ଏହି ପ୍ରକଳ୍ପ ରେ ୮

ଜଣ ହିତାଧକାରୀ ଚାଷୀ ଅନ୍ତର୍ଭୁକ୍ତ ଥିଲେ ଓ ଏହି ପ୍ରକଳ୍ପ ମାଧ୍ୟମରେ ୪୦ ଏକର ରୁ ଉର୍ଦ୍ଧ୍ବ ଜମି ଜଳ ସେଚିତ ହେବ | ଏହି କାର୍ଯ୍ୟକ୍ରମ କୁ ସୁବର୍ଣ୍ଣପୁର କୃଷି ଶିଳ୍ପ ନିଗମ କାର୍ଯ୍ୟାଳୟ ପରିଚାଳକ ଇଂ ରମ୍ୟରଂଜନ ମିଶ୍ର ପରିଚାଳନା କରିବା ସହ କନିଷ୍ଠ ଯନ୍ତ୍ରୀ ଶୁଭକାନ୍ତ ପ୍ରଧାନ, ଆଲୋକ ବିଶ୍ଵାଳ, ସୁଧୀର ମିଶ୍ର ,ପଞ୍ଜିକୃତ ଇଲେକ୍ଟରିକାଲ କନଟ୍ରାକ୍ଟର,ଟ୍ରାକଟର ସପ୍ଲାୟର ଙ୍କ ସହ କାର୍ଯ୍ୟାଳୟର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like