-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା    (07-May-2026)       ||      ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   (07-May-2026)       ||      ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   (07-May-2026)       ||      ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   (07-May-2026)       ||      ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||     

HOME   ଦେଶ ବିଦେଶ

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଜାଫରଉଲ୍ଲା ଜମାଲିଙ୍କ ପରଲୋକ ।

03-Dec-2020



 (ପ୍ରେରଣା ଖବର) : ଇସ୍‌ଲାମାବାଦ,୩ ।୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଜାଫରଉଲ୍ଲା ଜମାଲିଙ୍କ ୭୬ ବର୍ଷ ବୟସରେ ପରଲୋକ ହୋଇଛି । ରାୱଲପିଣ୍ଡିର ଏକ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ବୁଧବାର ସନ୍ଧ୍ୟାରେ ପରଲୋକ ହୋଇଥିବା ସୂଚନା ମିଳିଛି । ଏ ସମ୍ପର୍କରେ ତାଙ୍କ ସମ୍ପର୍କୀୟ ସିନେଟର ସାନା ଜମାଲି ସୂଚନା ଦେଇଛନ୍ତି । ଜାଫରଉଲ୍ଲା ଜମାଲି ନଭେମ୍ବର ୨୦୦୨ରୁ ଜୁନ ୨୦୦୪ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଥିଲେ । ଗତ ସପ୍ତାହରେ ତାଙ୍କର ହୃଦଘାତ ହେବାରୁ ତାଙ୍କୁ ରାୱଳପିଣ୍ଡିର ଆର୍ମଡ ଫୋର୍ସେସ ଅଫ୍ କାଡିଓଲୋଜି ଆଣ୍ଡ ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ୍ ହାର୍ଟ ଡିଜିଜରେ ଭର୍ତ୍ତି କରାଯାଇଥିଲା । ଗତ ସପ୍ତାହରୁ ସେ ଭେଣ୍ଟିଲେଟରରେ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା   07-May-2026
  ଜିଲ୍ଲା  
ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   07-May-2026
  ଜିଲ୍ଲା  
ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   07-May-2026
  ରାଜ୍ୟ  
ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   07-May-2026
  ଜିଲ୍ଲା  
ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ   07-May-2026
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026
  ଜିଲ୍ଲା  
ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା   07-May-2026
  ଜିଲ୍ଲା  
ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   07-May-2026
  ଜିଲ୍ଲା  
କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   07-May-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026

You Might Also Like