-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ରାଜ୍ୟ

ବଲାଙ୍ଗୀର ଲୋକ ଉତ୍ସବ ର ସ୍ମରଣିକା ପାଇଁ ଲେଖା ଆବଶ୍ୟକ

13-Dec-2022



ବଲାଙ୍ଗିର (ପ୍ରେରଣା ଖବର) ୨୧ତମ ବଲାଙ୍ଗୀର ଲୋକ ଉତ୍ସବ  ଆସନ୍ତା ୨୦ ଜାନୁୟାରୀ ରୁ ୨୪ଜାନୁୟାରୀ ପର୍ଯ୍ୟନ୍ତ କୋଶଳ କଳାମଣ୍ଡଳ ପଡିଆରେ ଅନୁଷ୍ଠିତ ହେବ। ଏହି ଅବସରରେ  ଏକ ସୁଦୃଶ୍ୟ ସ୍ମରଣିକା  ପ୍ରକାଶ ପାଇବ। ସ୍ମରଣିକା ନିମନ୍ତେ ପଶ୍ଚିମ ଓଡିଶା ର  ଲୋକ ସାହିତ୍ୟ,  ଲୋକ ଧାରା,ଲୋକ ସଂସ୍କୃତି, ଲୋକ ପରଂପରା ,ଇତିହାସ ସଂପର୍କରେ  ଗବେଷଣାତ୍ମକ ଲେଖା ଆହ୍ବାନ  କରାଯାଉଛି ।ଲେଖା ଗୁଡିକ ବଲାଙ୍ଗୀର  ପରିପ୍ରେକ୍ଷୀରେ  ହେଲେ ଆହୁରି ଭଲ। ଆଗ୍ରହୀ ପ୍ରବନ୍ଧ ଲେଖକ ଲେଖିକାମାନେ ନିଜର ଲେଖା ହସ୍ତଲେଖା କିମ୍ବା  ପେଜମେକରରେ  ଟାଇପ କରି ପଠାଇବେ। ଅମନୋନୀତ  ଲେଖା ଫେରସ୍ତ ଦେବା ସୁବିଧା  ନ ଥିବାରୁ ନିଜ ପାଖରେ ପ୍ରତିଲିପି ରଖିବେ। ଲେଖା ଗୁଡିକ ଆସନ୍ତା  ଜାନୁୟାରୀ ୦୪ତାରିଖ ସୁଦ୍ଧା ନିମ୍ନ ଠିକଣାରେ କିମ୍ବା ଇ ମେଲ ରେ ପଠାଇବା ପାଇଁ  ସ୍ମରଣିକା  କମିଟି ତରଫରୁ ଅନୁରୋଧ  କରାଯାଇଛି ।

ଠିକଣା - 
ସନ୍ଦୀପ କୁମାର କୁଅଁର, 
ସହ ଅଧ୍ୟକ୍ଷ ,ସ୍ମରଣିକା କମିଟି 
ବଲାଙ୍ଗୀର ଲୋକ ଉତ୍ସବ 
ଜିଲ୍ଲା  ସଂସ୍କୃତି ଅଧିକାରୀ ଙ୍କ କାର୍ଯ୍ୟାଳୟ 
କୋଶଳ କଳାମଣ୍ଡଳ ପଡିଆ
ବଲାଙ୍ଗୀର-୧
ଫୋନ- ୯୪୩୭୨୪୧୮୭୭
sandip_kuanr@rediffmail.com 
distcultureoffice.balangir@gmail.com


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like