-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବେଆଇନ କୋଇଲା ଚୋରାଚାଲାଣ : ପୁଲିସ ନିରବ , ବେପାରୀ ମାଲେମାଲ

13-Dec-2022



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଞ୍ଚଳରେ ଏବେ ପଥର କୋଇଲା ମାଫିଆଙ୍କ ଭୂସ୍ବର୍ଗ ପାଲଟିଛି। କୋଇଲା ମାଫିଆ ଓ କିଛି ପୁଲିସ ଅଧିକାରୀ ଙ୍କ ମଧୁଚନ୍ଦ୍ରିକା ଯୋଗୁଁ ଏହି ଅଞ୍ଚଳରେ ଖୋଲାଖୋଲି ବେଆଇନ ପଥର କୋଇଲା ବେପାର ଚାଲୁଛି। ଫଲରେ ସରକାର ଙ୍କ ନୂତନ ଖଣି ଆଇନ ସରକାରୀ ବାବୁ ମାନଙ୍କ ଫାଇଲ ଭିତରେ ରହିଯିବା ସହ ଲକ୍ଷ ଲକ୍ଷ ଟଙ୍କା ରାଜସ୍ବ ହାନି ହେଉଥିବା ଚର୍ଚ୍ଚାର ବିଷୟ ହୋଇଛି। ସୁବର୍ଣ୍ଣପୁର ଜିଲ୍ଲା ର ସୀମାନ୍ତ ରେ ଥିବା ଅନୁଗୁଳ ଓ ବଣେଇଁ ଅଞ୍ଚଳରୁ ରୁ ପ୍ରତ୍ୟେକ ଦିନ ପ୍ରାୟ ୮ ରୁ ୧୦ ବେଆଇନ କୋଇଲା ବୋଝେଇ ଟ୍ରକ ବୀରମହାରାଜପୁର ଅଞ୍ଚଳକୁ ପ୍ରବେଶ କରୁଛି।  ବିନା ଲାଇସେନ୍ସ  ଆସୁଥିବା ଟ୍ରକ ଗୁଡ଼ିକ କଦଳୀଗଡ ଦେଇ କିଛି ଟ୍ରକ ସୁବଳୟା ଅଞ୍ଚଳରେ ରହୁଛି ।‌  ସୁବଳୟା ଓ ବୀରମହାରାଜପୁର ରାସ୍ତା ଦେଇ ପ୍ରତ୍ୟେକ ଦିନ  ବେଆଇନ ଭାବେ ବିନକା, ରାମପୁର, ତରଭା, ଖମ୍ବେଶ୍ୱରୀପାଲି ,ସାଗରପାଲି, ଉଲୁଣ୍ଡା ଅଞ୍ଚଳକୁ ଯାଉଛି। କୋଇଲା ମାଫିଆ କୈାଣସି କାଗଜପତ୍ର ନକରି ଟ୍ରକ ଯାଉଥିବା ଅଞ୍ଚଳରେ ପୁଲିସ ଅଧିକାରୀଙ୍କୁ ହାତଗୁଞ୍ଜା ଦେଇ ଖୋଲାଖୋଲି ଏଭଳି ବେଆଇନ ବେପାର ଚଲାଉଛନ୍ତି। କିଛି ଦିନ ତଳେ ସୁବଳୟା ପୋଲିସ ଏକ ବେଆଇନ କୋଇଲା ବୋଝେଇ ଟ୍ରକ କୁ ଅଟକ ରଖିଥିବା ବେଳେ ଉପରିସ୍ଥ ଅଧିକାରୀ ଙ୍କ ନିର୍ଦ୍ଦେଶରେ  ଛାଡି ଦେଇଥିବା ଅଞ୍ଚଳରେ ଚର୍ଚ୍ଚ ହେଉଛି।‌  କିଭଳି ଭାବରେ ବୀରମହାରାଜପୁର ମୁଖ୍ୟ ରାସ୍ତା  ଦେଇ ପ୍ରତ୍ୟେକ ଦିନ  ବେଆଇନ କୋଇଲା ବୋଝେଇ ଟ୍ରକ ଯାଉଥିବା ବେଳେ ସ୍ଥାନୀୟ ପୋଲିସ ଜାଣିପାରୁନଥିବା ନାଁ କୋଇଲା ମାଫିଆ ଙ୍କ ଠାରୁ ହାତ ଗୁଞ୍ଜା ନେଇ ନଜାଣିବା ପରି ରହୁଥିବା ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ବହୁ ବାର ସ୍ଥାନୀୟ ପୋଲିସ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ସୁଦ୍ଧା ତାହା ତାହା କୈାଣସି ସୁଫଳ ମିଳିପାରିନାହିଁ।  ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ପୋଲିସ ଉଚ୍ଚ କର୍ତ୍ତୃପକ୍ଷ  ଏଥିପ୍ରତି ଦୃଷ୍ଟି ଦେବା ସହ ବେଆଇନ ଭାବେ ଚାଲାଣ ହେଉଥିବା କୋଇଲା ବୋଝେଇ ଟ୍ରକ ଗୁଡ଼ିକୁ ଚଢ଼ାଉ କରିବା ପାଇଁ ସାଧାରଣ ରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like