-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ସରକାରୀ ଆଉଟ ସୋର୍ସିଂ କର୍ମଚାରୀ ମହାସଂଘ ବଲାଙ୍ଗୀର ଶାଖାର ଉପଦେଷ୍ଟା ହେଲେ ହେମନ୍ତ ପଣ୍ଡା

13-Dec-2022



ବଲାଙ୍ଗୀର(ପ୍ରେରଣା ଖବର) ରାଜ୍ୟର ଜଣାଶୁଣା ସୂଚନା ଅଧିକାର କର୍ମି ତଥା ସ୍ତମକାର ହେମନ୍ତ ପଣ୍ଡା ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚରୀ ମହାସଂଘ ବଲାଙ୍ଗୀର ଶାଖାର ଉପଦେଷ୍ଟା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ଅନୁଷ୍ଠିତ ଏକ ସଭାରେ ରାଜ୍ୟ ସରକାରଙ୍କ ଦ୍ଵାରା ଜାରି ରହିଥିବା ଆଉଟସୋର୍ସିଂ ଭଳି ଅମାନବୀୟ ତଥା କ୍ରିତଦାସ ପ୍ରଥାକୁ ଉଚ୍ଛେଦ କରାଯିବା ଆବଶ୍ୟକତା ରହିଛି ଏବଂ ଏଥିପାଇଁ ରାଜ୍ୟ ସ୍ତରରେ ଦୁର୍ବାର ଆନ୍ଦୋଳନ ପାଇଁ ବଲାଙ୍ଗୀର ଜିଲ୍ଲାର ସମସ୍ତ ଆଉଟସୋର୍ସିଂ କର୍ମଚାରୀ ଏକତ୍ରିତ ହେବା ପାଇଁ ପଣ୍ଡା ଆହ୍ଵାନ ଦେଇଥିଲେ । ଶ୍ରୀପଣ୍ଡାଙ୍କ ମାର୍ଗଦର୍ଶନରେ ଉବିଷ୍ୟତ ନ୍ୟାୟପୂର୍ଣ୍ଣ ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ ସ୍ଥିରୀକୃତ ହେବ ବୋଲି ମହାସଂଘ ଜିଲ୍ଲା ସଭାପତି ରାଜେଶ ଝାଙ୍କର ମତ ପ୍ରକାଶ କରିଥିଲେ । ଜିଲ୍ଲା  ଉପସଭାପତି ଦିଲୀପ ସାହୁ, ସମ୍ପାଦକ ଚଞ୍ଚଳ ମିଶ୍ର ସଂଗଠନକୁ ଜିଲ୍ଲା ବ୍ୟାପୀ ଦୃଢ କରାଯିବା ପାଇଁ ମତ ପ୍ରକାଶ କରିଥିଲେ । ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ସାହୁ, ସାଂଗଠନିକ ସମ୍ପାଦକ ଆଶୁତୋଷ ବେହେରା, କାର୍ଯ୍ୟକାରୀ କମିଟୀର ମୁଖ୍ୟ ନିରୋଜ ମିଶ୍ର, ସହ  ସମ୍ପାଦକ ସୁନିଲ ମିଶ୍ର, କୋଷାଧ୍ୟକ୍ଷ ସତ୍ୟାନନ୍ଦ ସେଠଙ୍କ ସହ ଅନ୍ୟାନ୍ୟ ବହୁ କାର୍ଯ୍ୟକର୍ତ୍ତା ସଭାରେ ଉପସ୍ଥିତ ଥିଲେ । ସଭା ଶେଷରେ ସୁନିଲ ମିଶ୍ର ଧନ୍ୟବାଦ ଅର୍ପଣ କରି ପଣ୍ଡାଙ୍କ ମାର୍ଗଦର୍ଶନ ସଂଘକୁ ଆହୁରି ଶକ୍ତିଶାଳୀ କରିବ ବୋଲି ପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like