-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ମନୋରଞ୍ଜନ

ଡିସେମ୍ବର୍ 16 ରେ ରିଲିଜ୍ ହେବ ଓଡ଼ିଆ ଚଳଚ୍ଚିତ୍ର ପ୍ରସ୍ଥାନମ୍

13-Dec-2022



ବହୁ ପ୍ରତିକ୍ଷିତ ତଥା ବହୁ ଚର୍ଚ୍ଚିତ ଓଡ଼ିଆ ଚଳଚ୍ଚିତ୍ର ପ୍ରସ୍ଥାନମ୍ ର ପ୍ରେସ୍ ମିଟ ରେ ଚଳଚ୍ଚିତ୍ରରମୁକ୍ତିଲାଭ ତାରିଖ ଘୋଷଣା କରାଯାଇଛି l ଏଇ ଅବସରରେ ପ୍ରଯୋଜକ ରିଙ୍କୁ ରିନୁ ଜେନା, ଦେବେଶ ଚନ୍ଦ୍ର ଦାସ, ସହ- ପ୍ରଯୋଜକ ସୁଶୀଲ ବାରିକ, ଲାଇନ ପ୍ରଯୋଜକ ଦୀପକ କୁମାର ଜେନା, ଅଭିନେତା ଅମ୍ଲାନ, ପାର୍ଥ, ବାପି, ଅଭିନେତ୍ରୀ ଶ୍ରଦ୍ଧା ପାଣିଗ୍ରାହୀ, ନିର୍ଦ୍ଦେଶକ ରାଜା ଡି, ସଂଗୀତ ନିର୍ଦ୍ଦେଶକ ଅସଦ୍ ନିଜାମ, କଣ୍ଠଶିଳ୍ପୀ କୁଲଦୀପ ପଟ୍ଟନାୟକ ଙ୍କ ସହିତ ଚଳଚ୍ଚିତ୍ର ର ମିଡ଼ିଆ ପ୍ଳାନର ଓ କ୍ରି୍ଏଟିଭ ହେଡ଼ ଯୋଗଦେଇଥିଲେ l ଚଳଚ୍ଚିତ୍ର ର ଗୀତ ଗୁଡିକ ଆମର ମ୍ୟୁଜିକ ୟୁଟୁବ ଚାନେଲ ରେ ବେଶ ଲୋକାଦୃତ ହୋଇସାରିଥିବା ବେଳେ ପ୍ରଥମ ଥର ପାଇଁ ଅମ୍ଲାନ ଓ ଶ୍ରଦ୍ଧା ଙ୍କ ଯୋଡି ଓଡ଼ିଆ ଦର୍ଶକ ଦେଖିବାର ସୁଯୋଗ ପାଇବେ l କଲେଜ ଇଲେକ୍ସନ ରେ ଘଟୁଥିବା କିଛି ନିଚ୍ଛକ ସତ୍ୟ ଘଟଣା କୁ ନେଇ ଚଳଚ୍ଚିତ୍ର ର କାହାଣୀ ଗତିଶୀଳ ହୋଇଛି l ରେନଡ୍ରପ ପିକ୍ଚର ଓ ଏସ ଏସ କ୍ରିଏଟିଭ ଫିଲ୍ମ ମିଳିତ ସହଯୋଗ ରେ ନିର୍ମିତ ଏଇ ଚଳଚ୍ଚିତ୍ର ରେ ସମ୍ପୂର୍ଣ୍ଣ ନିଆରା ଭୂମିକାରେ ନଜର ଆସିବେ ଅଭିନେତା ପାର୍ଥସାରଥୀ  l  ଚଳଚ୍ଚିତ୍ରରେ ସ୍ବର୍ଗତ ମିହିର ଦାସ, ମନୋଜ ମିଶ୍ର, ବଣ୍ଟି, ଉଷାସୀ ମିଶ୍ର, ଅମୀର ଏବଂ ରାଜସ୍ମିତା କର ପ୍ରମୁଖ ଅନ୍ୟାନ୍ୟ ଭୂମିକା ରେ ଦେଖିବାକୁ ମିଳିବେ l ଚିତ୍ରତ୍ତୋଳନ ର ଭାର ଅକ୍ଷୟ କୁମାର ନାୟକ ନେଇଥିବା ବେଳେ ସମ୍ପାଦନା ଦାୟୀତ୍ୱ ରଞ୍ଜନ ଖଟେଇ ନେଇଛନ୍ତି l ଚଳଚ୍ଚିତ୍ର ଟି ଏବର୍ଷର ନିଶ୍ଚୟ ଅନେକ ପ୍ରଶଂସା ସାଉଁଟିବା ସହିତ ଦର୍ଶକ ମାନଙ୍କ ମନକୁ ଛୁଇଁବ ବୋଲି ପ୍ରଯୋଜନା ସଂସ୍ଥା ତରଫରୁ ଆଶା ପ୍ରକାଶ କରାଯାଇଛି l ଏଥିରେ ଡି ଫିଲ୍ମ ସହିତ ସୃଜନ ଫିଲ୍ମ  ସହଯୋଗୀଭାବେ ରହିଛନ୍ତି l

ରିପୋର୍ଟ : ଅମୃତ ନନ୍ଦ 


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm