-+91-9937148622 |

prerana_bgr@rediffmail.com |

  Saturday 7th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||     

HOME   ରାଜ୍ୟ

ସଂସଦ ରେ ଥାଇ ଓକିଲାତି ଲାଇସେନ୍ସ ରଦ୍ଦ ହେଲା କିପରି ? ପ୍ରଶ୍ନ କଲେ ସୁରେଶ ପୂଜାରୀ

14-Dec-2022



ବରଗଡ: ସାଂସଦ ସୁରେଶ ପୂଜାରୀଙ୍କ ଓକିଲ ଲାଇସେନ୍ସ ରଦ୍ଦ ହୋଇଛି। ପଶ୍ଚିମଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲଙ୍କ ଆନ୍ଦୋଳନ ବିରୋଧରେ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନ ନେଇଛି। ଏଥିରେ ସମ୍ବଲପୁରର ସମସ୍ତ ଓକିଲଙ୍କ ଲାଇସେନ୍ସ ୧୮ ମାସ ପାଇଁ ବାତିଲ ହୋଇଛି। ଯେଉଁଥିରେ ସାଂସଦ ସୁରେଶ ପୂଜାରୀଙ୍କ ଲାଇସେନ୍ସ ମଧ୍ୟ ରହିଛି। ଏପରି କାର୍ଯ୍ୟାନୁଷ୍ଠାନକୁ ନେଇ ସୁରେଶ ପୂଜାରୀ ଅସନ୍ତୋଷ ପ୍ରକାଶ କରିଛନ୍ତି।

ସେ କହିଛନ୍ତି, ମୁଁ ତ ସଂସଦରେ ଉପସ୍ଥିତ ରହିଛି। ଆନ୍ଦୋଳନ ସ୍ଥଳରେ ନାହିଁ । ଏପରି ସ୍ଥିତିରେ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ କେଉଁ ଆଧାରରେ ଲାଇସେନ୍ସ ବାତିଲ କଲା ସେ ନେଇ ପ୍ରଶ୍ନ ଉଠାଇଛନ୍ତି। ସେହିପରି ତାଙ୍କୁ ଓଡ଼ିଶାର ବାର କାଉନସିଲ୍ ଅଫ୍ ଇଣ୍ଡିଆ ଲାଇସେନ୍ସ ଦେଇଛି। ଏପରି ସ୍ଥିତିରେ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ କିପରି ଲାଇସେନ୍ସ ବାତିଲ କରିବାକୁ ଅଧିକାର ପାଇଲା ବୋଲି ସେ ପ୍ରଶ୍ନ କରିଛନ୍ତି। କାର୍ଯ୍ୟାନୁଷ୍ଠାନରୁ ଜଣାପଡୁଛି ବାର୍ କାଉନସିଲ୍ ଅଫ୍ ଇଣ୍ଡିଆର ଉଦ୍ଦେଶ୍ୟ କ’ଣ। ଏହା କହିଛନ୍ତି ସାଂସଦ ପୂଜାରୀ ଯିଏକି ପେଶାରେ ଜଣେ ଆଇନଜୀବୀ।

ସେ କହିଛନ୍ତି, ପଶ୍ଚିମ ଓଡ଼ିଶାର ଓକିଲଙ୍କ ପକ୍ଷ ରଖିବାକୁ ସୁଯୋଗ ଦିଆଯାଇନି। ଏପରି କାର୍ଯ୍ୟାନୁଷ୍ଠାନ ପୂର୍ବରୁ ପକ୍ଷ ଶୁଣିବା ଉଚିତ ଥିଲେ ବୋଲି କହିଛନ୍ତି। ଯଦି ଆତଙ୍କବାଦୀ କୋର୍ଟରେ ପକ୍ଷ ରଖିପାରୁଛନ୍ତି ତାହାଲେ ଓକିଲମାନେ କାହିଁକି ପକ୍ଷ ରଖିପାରିବେ ନାହିଁ ବୋଲି ବରଗଡ ସାଂସଦ ପ୍ରଶ୍ନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   07-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   07-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   07-Mar-2026
  ଜିଲ୍ଲା  
ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   07-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   06-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   06-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   06-Mar-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି   06-Mar-2026
  ଜିଲ୍ଲା  
ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   06-Mar-2026
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026

You Might Also Like