-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||     

HOME   ରାଜ୍ୟ

ବିନା ହେଲ୍‌ମେଟ୍‌ରେ ଗାଡ଼ି ଚାଳନା, ୧୦ ଦିନରେ ୯୭ ଲାଇସେନ୍ସ ବାତିଲି।

03-Dec-2020



 (ପ୍ରେରଣା ଖବର) ଭୁବନେଶ୍ୱର : ବିନା ହେଲ୍‌ମେଟ୍‌ରେ ଗାଡ଼ି ଚଳାଉଥିବା ବ୍ୟକ୍ତିଙ୍କ ଡ୍ରାଇଭିଂ ଲାଇସେନ୍ସ ବାତିଲ କରିବା ଯୋଜନାକୁ ରାଜଧାନୀରେ କଡ଼ାକଡ଼ି କରାଯାଇଛି। ଗତ ୧୦ ଦିନ ଭିତରେ ଏହି କାରଣରୁ ୯୭ ଜଣଙ୍କର ଡ୍ରାଇଭିଂ ଲାଇସେନ୍ସ ବାତିଲ କରାଯାଇଛି। ଆର୍‌ଟିଓ-୧ରେ ୧୩ଟି ଲାଇସେନ୍ସ ବାତିଲ ହୋଇଥିବାବେଳେ ଆରଟିଓ-୨ରେ ୮୪ ଲାଇସେନ୍ସ ବାତିଲ ହୋଇଛି। ସେହିଭଳି ଉଭୟ ଆର୍‌ଟିଓରେ ୫୦ରୁ ଊର୍ଦ୍ଧ୍ବ ମାମଲା ବିଚାରାଧୀନ ଅଛି। ସେହି ୫୦ ଲାଇସେନ୍ସ ମଧ୍ୟରୁ ଅର୍ଦ୍ଧାଧିକ ଖାରଜ ହେବ ବୋଲି ସୂଚନା ମିଳିଛି।ତେବେ ଏହି ଧରପଗଡ଼ ଓ ଡ୍ରାଇଭିଂ ଲାଇସେନ୍ସ ଖାରଜ ପ୍ରକ୍ରିୟା ଯୋଗୁଁ ଏକ ରୋଚକ ତଥ୍ୟ ପଦାକୁ ଆସିଛି। ଅନ୍ୟ ଲୋକକୁ ଗାଡ଼ି ଦେଇ ମୂଳ ଗାଡ଼ି ମାଲିକ ଫସୁଛନ୍ତି। ଗାଡ଼ି ନମ୍ବର ଆଧାରରେ ଚାଲାଣ କଟାଯାଉଥିବାରୁ ଗାଡ଼ି ମାଲିକ ନାଁରେ ହିଁ ମାମଲା ହେଉଛି। ଫଳରେ ଗାଡ଼ି ମାଲିକର ଡ୍ରାଇଭିଂ ଲାଇସେନ୍ସ ବାତିଲ ହୋଇ ଯାଉଛି। ଅଥଚ ବିନା ହେଲ୍‌ମେଟ୍‌ରେ ଚଳାଉଥିବା ବ୍ୟକ୍ତି ଖସି ଯାଉଛି। ତା’ ଲାଇସେନ୍ସ ବାତିଲ ହେଉନାହିଁ। ବହୁ ସମୟରେ ଯାଞ୍ଚ କରୁଥିବା ଟିମ୍‌ ବିନା ହେଲ୍‌ମେଟ୍‌ ଗାଡ଼ିଚାଳକକୁ ଧରିବାରେ ସକ୍ଷମ ହେଉନାହାନ୍ତି। ସେ କ୍ଷେତ୍ରରେ ସେମାନେ ଗାଡ଼ି ନମ୍ବର ଆଧାରରେ ଚାଲାଣ ପଠାଉଛନ୍ତି। ଫଳରେ ଘରେ ବସିଥିବା ଗାଡ଼ିମାଲିକ ତଣ୍ଡ ଗଣୁଛି, ନଚେତ୍ ତା’ ଲାଇସେନ୍ସ ବାତିଲ ହୋଇଯାଉଛି। ସେହିଭଳି ପତ୍ନୀଙ୍କ ନାମରେ ଥିବା ଗାଡ଼ି ଚଳାଇବାବେଳେ ସ୍ବାମୀ ନିୟମ ଭାଙ୍ଗୁଥିବାରୁ ପତ୍ନୀଙ୍କ ନାମରେ ଚାଲାଣ ଯାଉଛି। ମାତ୍ର ପତ୍ନୀଙ୍କର ଲାଇସେନ୍ସ ନଥିବାରୁ ଏହି ଯୋଜନାଟି କାର୍ଯ୍ୟକାରୀ ହୋଇପାରୁନାହିଁ। ତେଣୁ ବିଭାଗୀୟ ଅଧିକାରୀମାନଙ୍କ କହିବା କଥା ଅନ୍ୟକୁ ଗାଡ଼ି ଦେବା ବେଳେ ହେଲ୍‌ମେଟ୍‌ କଥାକୁ ଗୁରୁତ୍ବ ଦେବାକୁ ପଡ଼ିବ। ନଚେତ୍ ଯିଏ ଗାଡ଼ି ଚଳାଇଲେ ବି ମାଲିକ ହିଁ ଫସିବା ସାର ହେବ। ସେହିଭଳି ଯେଉଁମାନେ ଚତୁରତାର ସହ ଖସି ଯାଉଛନ୍ତି, ପରବର୍ତ୍ତୀ ଚେକିଂ ବେଳେ ଉକ୍ତ ଗାଡ଼ି ଜବତ ହେବ। ଯେଉଁମାନେ ଲାଇସେନ୍ସ ଦେଖାଉ ନାହାନ୍ତି, ସେମାନଙ୍କ ଗାଡ଼ି ଘଟଣାସ୍ଥଳରେ ଜବତ ହେବା ନିୟମ ରହିଛି ବୋଲି ଭୁବନେଶ୍ବର ଆରଟିଓ-୧ ପ୍ରଦୀପ ମହାନ୍ତି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026

You Might Also Like