-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବିଧାୟକଙ୍କୁ ବିଜେଡିକର୍ମୀ ର୍ଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଭାଜପାର ରାଲି ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଓ ୩୦୭ ଦଫା ଲଗାଇବା ଦାବି

14-Dec-2022



ବଲାଙ୍ଗିର,(ପ୍ରେରଣା ଖବର)-ମଙ୍ଗଳବାର ଦିନ ପୁଇଁତଳା ବ୍ଲକଅଞ୍ଚଳର ପେକ୍ସମାନଙ୍କୁ ପରଦର୍ଶନ ସମୟରେ ବିଜେଡିଦଳର କର୍ମୀ ମାନେ ଲୋଇସିଂହା ବିଧାୟକ ଡ.ମୁକେଶ ମହାଲିଙ୍ଗଙ୍କୁ ଅଣ୍ଡାମାଡ କରିବା ସହିତ ଦୁଇଜଣ ବିଜେପିକର୍ମିଙ୍କୁ ମାଡମାରିଥିଲେ । ଏନେଇ ପୁଇଁତଳା ଥାନାରେ ଏତଲା ହୋଇଥିଲା । ଦୁଇଜଣ ଅଭିଯୁକ୍ତ ଗିରଫ ମଧ୍ୟ ହୋଇଥିଲେ । ତେବେ ଜଣେ ନିର୍ବାଚିତ ବିଧାୟକ ଲୋକଙ୍କ ସମସ୍ୟା ବୁଝିବା ପାଇଁ ଯାଇଥିବା ବେଳେ ବିଜେଡିଦଳର ଜଣେ ପେକ୍ସ ସଭାପତି ତାଙ୍କ ସମର୍ଥକଙ୍କୁ ଧରି ବିଧାୟକଙ୍କୁ ଆକ୍ରମଣ କରିବା ଘଟଣାକୁ ଭାଜପା ତୀବ୍ର ନିନ୍ଦା କରିଛି । ଆଜି ବଲାଙ୍ଗୀର ସହରରେ ଜିଲ୍ଲା ଭାଜପା ପକ୍ଷରୁ ଏକ ରାଲି କରାଯାଇ ଏସପି ନୀତିନ କୁସଲକରଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛି । ବିଧାୟକଙ୍କୁ ଆକ୍ରମଣ କରିଥିବା ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ଓ ତାଙ୍କ ବିରୁଦ୍ଧରେ ୩୦୭ ଦଫାରେ ମାମଲା ରୁଜୁ କରାଯିବାର ଦାବି କରାଯାଇଛି । ଆଜି ଦିନ ୧୨ଟା ସମୟରେ ଭାଜପା ଜିଲ୍ଲା ସଭାପତି ଶୀବାଜୀ ମହାନ୍ତିଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ପ୍ରତିବାଦ ରାଲିରେ ଲୋଇସିଂହା ବିଧାୟକ ଡ.ମୁକେଶ ମହାଲିଙ୍ଗ,ମହିଳାମୋର୍ଚ୍ଚା ସଭାନେତ୍ରୀ ପଙ୍କଜୀନି ପଣ୍ଡା,ବରିଷ୍ଠନେତା ପ୍ରଭାସ ପାଣିଗ୍ରାହୀ,ଅନନ୍ତ ଦାସ,ମାଧବ ସାଏ,ଟିଟିଲାଗଡ ନିର୍ବାଚନମଣ୍ଡଳିର ମହେନ୍ଦ୍ର ଠାକୁର,ନବୀନ ଜୈନ,ମୁକେଶ ଜୈନ,ନରସିଂ ସିଂ,ଅଜିତ ପଣ୍ଡା,ରଂଜିତା ପାଣିଗ୍ରାହୀ,ପିତାମ୍ବର ଖମାରୀ,ରାଜକିଶୋର ନାଏକ,ମନୋଜ ପଟେଲ,ଗୌରାଙ୍ଗ ନାଏକ,ଅନୀଳ ପାଣିଗ୍ରାହୀ,ସୁନିଳ ମିଶ୍ର ପ୍ରମୁଖଙ୍କ ନେତୃତ୍ୱରେ ଶତାଧିକ କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ । ଜିଲ୍ଲା ଭାଜପା ସଭାପତି ତାଙ୍କ ପ୍ରତିକ୍ରୀୟାରେ କହିଛନ୍ତି ଯେ,ଶାସକ ବିଜେଡିଦଳ ମିଲର୍ସମାନଙ୍କ ସହିତ ମଧୁଚନ୍ଦ୍ରୀକା କରି ଚାଷିଙ୍କୁ ଶୋଷଣ କରୁଛନ୍ତି । ମଣ୍ଡି ହ୍ୟାଣ୍ଡଲିଂ,ଅଖା,ସୁତୁଲି ତଥା ମଣ୍ଡି କଟନୀ ଇତ୍ୟାଦି ଦୁର୍ନିତୀରେ ବିଜେଡିଦଳ ଭାଗ ଖାଉଛି । ସେଥିପାଇଁ ଜଣେ ନିର୍ବାଚିତ ଭାଜପା ବିଧାୟକ ମଣ୍ଡି ପରିଦର୍ଶନ କଲାବେଳେ ତାଙ୍କର ଅସଲ ମୁଖା ଖୋଲିଯାଉଛି । ତେଣୁ ଜଣେ ପେକ୍ସ ସଭାପତି ଗୁଣ୍ଡାଧରି ବିଧାୟକଙ୍କୁ ତାଙ୍କ ସାମ୍ବିଧାନୀକ ଅଧିକାରରୁ ବଞ୍ଚିତ କରିବାକୁ ହୀନ ପ୍ରୟାସ କରିଛନ୍ତି ବୋଲି କହି ବିଧାୟକଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । 


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like