-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ଲୋକ ମହୋତ୍ସବ ୨୦୨୩,ସମ୍ବଲପୁର ଜିଲ୍ଲାପାଳଙ୍କ ଅଧ୍ଯକ୍ଷତାରେ ପ୍ରସ୍ତୁତି ବୈଠକ

14-Dec-2022



ସମ୍ବଲପୁର( ସଂଜୀବ ପାଣିଗ୍ରାହୀ)
  ଲୋକ ମହୋତ୍ସବ- ୨୦୨୩,ସମ୍ବଲପୁରକୁ  ଭବ୍ୟ ଢଂଗରେ ଆୟୋଜନ କରିବା ପାଇଁ ଜିଲ୍ଲା ପ୍ରଶାସନ ଏବଂ ଆୟୋଜନ କମିଟିର  ଗୁରୁତ୍ବପୂର୍ଣ୍ଣ ବୈଠକ ଜିଲ୍ଲାପାଳଙ୍କ ବୈଠକ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଅନନ୍ୟା ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ସମସ୍ତ କମିଟି ର ଲେକ ମହୋତ୍ସବ ସଂଯୋଜକ ଏବଂ ସବୁ ବିଭାଗର ଆବାହକ ମାନଂକ ସହ ଲୋକ ମହୋତ୍ସବ ର  ନୋଡାଲ ଅଧିକାରୀ ମାନେ ସାମିଲ ହୋଇଥିଲେ। ଆସନ୍ତା ଜାନୁଆରୀ ୧୩ ତାରିଖରେ ବ୍ଲକ ସ୍ତରୀୟ ଲୋକ କଲାକାର ମାନଂକୁ ନେଇ କାର୍ଯ୍ୟକ୍ରମ ହେବ। ଏବାପର ଦିନ ୧୪ ଜାନୁଆରୀ ରେ ଲୋକ ମହୋତ୍ସବ୨୦୨୩ ର ମୁଖ୍ଯ ଆୟୋଜନ କରାଯିବାନେଇ ଆଲୋଚନା ହୋଇଥିଲା। ୧୯୯୭ ମସିହାରେ ସମ୍ବଲପୁର ରେ ରାଜ୍ଯ ର ପ୍ରଥମ ଲୋକ ମହୋତ୍ସବ ଆରମ୍ଭ ହୋଇଥିଲା। ସେହି ଦିନ ଠାରୁ ଆଜି ପର୍ୟ୍ଯନ୍ତ ହୋଇଥିବା ଲୋକ ମହୋତ୍ସବ ଗୁଡିକର ଫଟୋ ଭିଡିଓ ସଂଗ୍ରହ କରି ତାକୁ ପ୍ରଦର୍ଶିତ କରିବା ସହ ଲୋକଙ୍କୁ ବିଗତ ଦିନର ଆୟୋଜନ ବିଷୟରେ ଜାଣିବା ପାଇଁ ସୁଯୋଗ ଦେବାକୁ ମତ ପୋଷଣ ହୋଇଥିଲା। ଚଲିତ ବର୍ଷ  ବୀର୍ସା ମଇଦାନରେ ଲୋକ ମହୋତ୍ସବ ସହ ପଲ୍ଲିଶ୍ରୀ ମେଳା ମଧ୍ଯ ଆୟୋଜନ କରାଯାଉଛି। ତା ସହ ହକି ବିଶ୍ବକପ ପାଇଁ ମଧ୍ଯ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଲୋକ ମହୋତ୍ସବ ରେ ଆନ୍ତର୍ଜାତୀୟ ଲୋକ ଦଲ ସହ ଜାତୀୟ ଏବଂ ରାଜ୍ଯ ସ୍ତରୀୟ ଲୋକ ନ୍ରୁତ୍ୟ ଦଲ ସାମିଲ ହେବେ। ଲୋକ ମହୋତ୍ସବକୁ ଆୟୋଜନ କରିବା ପାଇଁ ସବୁ କମିଟିର ସହଯୋଗ  ଏବଂ ସମନ୍ବୟ ରକ୍ଷା କରିବା ପାଇଁ ଆହ୍ବାନ କରିଥିଲେ।ବୈଠକ ରେ ଲୋକ ମହୋତ୍ସବ ୨୦୨୩ର ମୁଖ୍ଯ ନୋଡାଲ ଅଧିକାରୀ ପ୍ରଦୀପ ସାହୁ ଏବଂ ସହ ନୋଡାଲ ଅଧିକାରୀ ପ୍ରଭାସ ଡନସନା ସବୁ କମିଟିର ଆବାହକ ଏବଂ ନୋଡାଲ ଅଧିକାରୀ ମାନେ ସାମିଲ ହୋଇଥିଲେ। ପ୍ରଶାସନ ଏବଂ ଜିଲ୍ଲା ସଂସ୍କୃତି ବିଭାଗର ପ୍ରତ୍ଯାଖ୍ଯ ସହଯୋଗରେ ଚଲିତ ବର୍ଷର ଲୋକ ମହୋତ୍ସବ ଅଧିକ ଭବ୍ୟ ଆକାରରେ କରିବା ପାଇଁ ସମସ୍ତ ବ୍ଯବସ୍ଥା କରିବା ପାଇଁ ଆଗ୍ରହ ପ୍ରକାଶ କରିଥିଲେ।  ଶେଷରେ ଜିଲ୍ଲା ସଂସ୍କୃତି ଅଧିକାରୀ ଦିପକ କୁଲ୍ଲୁ ଧନ୍ଯବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like