-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||     

HOME   ଜିଲ୍ଲା

୨୦୨୩ ବିଶ୍ୱ ହକି ମହାକୁମ୍ଭ କୁ ଜନାଦୃତ କରିବା ନିମନ୍ତେ ଜିଲ୍ଳା ପ୍ରଶାସନ ର ବ୍ୟାପକ ପ୍ରସ୍ତୁତି

14-Dec-2022



ଆସନ୍ତା ଜାନୁଆରୀ ୧୩ ତାରିଖ ରୁ ଜାନୁଆରୀ ୨୯ ତାରିଖ ପର୍ଯ୍ୟନ୍ତ 2023 ବିଶ୍ୱ ହକି ମହାକୁମ୍ଭ ଓଡିଶାର ରାଜଧାନୀ ଭୁବନେଶ୍ୱର ସହ ଶିଳ୍ପ ନଗରୀ ରାଉରକେଲା ଠାରେ ମହାସମାରୋହରେ ଅନୁଷ୍ଠିତ ହେବ l ଆମ ରାଜ୍ୟ ଓଡିଶା ୨0୨୩ ବିଶ୍ୱ ହକି ମହାକୁମ୍ଭ  କୁ ଆୟୋଜନ କରୁଥିବାରୁ ଆମେ ସମସ୍ତେ ଜିଲ୍ଲାବାସୀ ନିଶ୍ଚିତ ଭାବେ ଗର୍ବିତ l ପୁନଶ୍ଚ ରାଜ୍ୟ ର ଗର୍ବ ଓ ଗୌରବକୁ ପରିପୃଷ୍ଟ କରିବା ନିମନ୍ତେ ସମସ୍ତ ପୂର ପଲ୍ଲୀ ଠାରୁ ଆରମ୍ଭ କରି ଜିଲ୍ଳା ସ୍ତର ପର୍ଯ୍ୟନ୍ତ ବ୍ୟାପକ ଓ ଜନାଦୃତ କରିବା  ପାଇଁ  ଆଜି ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଗୁରୁତ୍ୱାରୋପ କରିଛନ୍ତି ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲି ସୁନୀଲ ନରୱଣେ l ହକି ବିଶ୍ୱ କପ ଅବ୍ୟାବାହିତ ପୂର୍ବରୁ ଜିଲ୍ଲାର ପ୍ରତ୍ୟେକ ଅଞ୍ଚଳ ର ସର୍ବସାଧାରଣ ଯେପରି ହକି ବିଶ୍ୱ କପ ର ମହନୀୟତା କୁ ହୃଦବୋଧ କରି ବିଶ୍ୱ ହକି ମହାକୁମ୍ଭରେ ରେ ଆନ୍ତରିକ ସାମିଲ ହେବେ ସେଥିପ୍ରତି ବୈଠକରେ ଗରୁତ୍ୱାରୋପ କରାଯାଇଛି l ଜିଲ୍ଳା ର ସବୁ ବର୍ଗର ଲୋକଙ୍କୁ ନେଇ ହକି ଖେଳ ସମ୍ୱନ୍ଧୀୟ ବିଶେଷ ତଥା ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଗୁଡିକ ଆୟୋଜନ ଉପରେ ନିଷ୍ପତ୍ତି ଗ୍ରହଣ

କରାଯାଇଛି ଯଦ୍ୱାରା ଚଳିତ ହକି ବିଶ୍ୱକପ ର ଉଚ୍ଚ୍ୱାସ ରେ ଅଧିକରୁ ଅଧିକ ଜନସାଧାରଣ ସାମିଲ ହେବାର ସୁଯୋଗ ନେଇପାରିବେ l  ଜିଲ୍ଲାପାଳ ଶ୍ରୀମତୀ ନରୱଣେ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଅଦ୍ୟ ପ୍ରସ୍ତୁତି ବୈଠକ ରେ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଶ୍ରୀମତୀ ନିଶି ପୁନମ ମିଞ୍ଜ, ଜିଲ୍ଳା କ୍ରୀଡା ଅଧିକାରୀ ଅଭିଳାଷ ପୁରୋହିତ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ସମସ୍ତ ବିଡ଼ିଓ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026

You Might Also Like