-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ଶିଶୁ ଯତ୍ନ ଅନୁଷ୍ଠାନ ର ଜିଲ୍ଲା ସ୍ତରୀୟ କ୍ରୀଡା ଉତ୍ସବ ” ଉତ୍ସାହ “-୨୦୨୨ ଅନୁଷ୍ଠିତ

14-Dec-2022



ବଲାଙ୍ଗିର(ପ୍ରେରଣା ଖବର) ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ,ବଲାଙ୍ଗିର ଆନୁକୁଲ୍ୟରେ ସ୍ଥାନୀୟ ରାଜେନ୍ଦ୍ର ନାରାୟଣ ସିଂହଦେଓ କ୍ରୀଡା କମ୍ପ୍ଲେକ୍ସ ଠାରେ ଆଜି ଜିଲ୍ଲା ର ୫ ଗୋଟି ଶିଶୁ ଯତ୍ନ ଅନୁଷ୍ଠାନ ର ଜିଲ୍ଲା ସ୍ତରୀୟ କ୍ରୀଡା ଉତ୍ସବ ” ଉତ୍ସାହ “-୨୦୨୨ ଅନୁଷ୍ଠିତ ହୋଇଯାଇଛି । ଏହି କ୍ରୀଡା ପ୍ରତିଯୋଗିତା କୁ ପୂର୍ବାହ୍ନ ରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ଉଦଘାଟନ କରିଥିଲେ । ଉଦଘାଟନୀ ଉତ୍ସବ ରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ, ଶିଶୁ ମଙ୍ଗଳ ସମିତି ର ଅଧ୍ୟକ୍ଷ ଯୋଗେଶ୍ଵର ମହାନ୍ତି, ଭାରପ୍ରାପ୍ତ ଜିଲ୍ଲା କ୍ରୀଡା ଅଧିକାରୀ ପାରାଶର ବାଗ , ଶିଶୁ ମଙ୍ଗଳ ସମିତି ର ସଦସ୍ୟ ବିରଞ୍ଚି ବହିଦାର, ନନ୍ଦକିଶୋର ଷାଣ୍ଢ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲା ର ୫ ଗୋଟି ଶିଶୁ ଯତ୍ନ ଅନୁଷ୍ଠାନ ପାର୍ବତୀଗିରି ବାଲନିକେତନ ,ଆଦୃତ ଶିଶୁ ଗୃହ ପଥରଚେପା ,ଗ୍ରାମ ମଙ୍ଗଳ ପାଠାଗାର ସାଲେପାଳି ,ଗୁରୁକୁଳ ସପ୍ତର୍ଷି ଶେବାଶ୍ରମ ,ଦେଓଗାଁ ,ଉତ୍କଳ ବାଳାଶ୍ରମ କଣ୍ଟାବାଞ୍ଜି  ର ଅନ୍ତେବାସୀ ମାନେ ବିଭିନ୍ନ କ୍ରୀଡା ଯଥା ୧୦୦ ମିଟର ,୨୦୦ ମିଟର ଦୌଡ ,ଲମ୍ବଡିଆଁ ,ଉଚ୍ଚ ଡିଆଁ  ,ଚେସ ,କ୍ୟାରମ ,ଫୁଟବଲ ପ୍ରତିଯୋଗିତା ରେ ଉଭୟ ବାଳକ ଓ ବାଳିକା ବିଭାଗରେ ଅଂଶ ଗ୍ରହଣ କରିଥିଲେ । ଏଥିରେ ମୋଟ ୧୦୦ ଜଣ ବାଳକ ଓ ବାଳିକା ଅଂଶ ଗ୍ରହଣ କରିଥିଲେ ।

ଉଦଯାପନୀ ଉତ୍ସବ ରେ ବଲାଙ୍ଗିର ଉପ ଜିଲାପାଳ କୁମାର ନାଗଭୂଷଣ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତି ପ୍ରତିଯୋଗୀ ମାନଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ କରିବା ସହ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ  । ଏହି କାର୍ଯକ୍ରମ ରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ସୁରକ୍ଷା ଅଧିକାରୀ ଚୂଡାମଣି ପଣ୍ଡା ପରିଚାଳନା କରିଥିବାବେଳେ ଦିଗମ୍ବର କର ଏହି ଉଦଘାଟନୀ ଓ ଉଦଯାପନୀ ଉତ୍ସବ ପରିଚାଳନା କରିଥିଲେ । କ୍ରୀଡ଼ା ଶିକ୍ଷକ ମହଡ ବାରିକ , କସ୍ତୁରୀ ରଥ ,ପ୍ରଣତୀ ପାଣିଗ୍ରାହୀ ,ଏନ॰ ଏସ ॰ ନାଇଡୁ ,ବୈକୁଣ୍ଠ ଜେନା ,ଅଜୟ ଦର୍ଜି ,ପ୍ରଦୀପ ମେହେର ପ୍ରମୁଖ ସମସ୍ତ କ୍ରୀଡ଼ା ପ୍ରତିଯୋଗୀତା ପରିଚାଳନା କରିଥିଲେ । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର  ଅରୁଣ ଖୁଆସ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like