-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଇଶ୍ରୋ ଯିବେ ନୟାଗଡର ମଦନ ମୋହନ

15-Dec-2022



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା): ଟାଟା ଷ୍ଟିଲ୍ ଓ ପଠାଣି ସାମନ୍ତ ପ୍ଲାନେଟୋରିଅମ୍ ଙ୍କ ମିଳିତ ଉଦ୍ୟମରେ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମରେ ଓଡ଼ିଶାର ଶ୍ରେଷ୍ଠ ୨୦ ଜଣ ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇଛି । ଉକ୍ତ ୨୦ ଜଣଙ୍କ ମଧ୍ୟରେ ନୟାଗଡ଼ ଜିଲ୍ଲାର ଜଣେ ଛାତ୍ର ମଦନ ମୋହନ ମିଶ୍ର ସ୍ଥାନ ପାଇଛନ୍ତି, ଯେକି ନୂଆଗାଁ ବ୍ଲକ ଅନ୍ତର୍ଗତ ସ୍ଥାନୀୟ ଚାହାଳି ସ୍ଥିତ ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ର ।ପ୍ରକାଶ ମୁତାବକ ଉକ୍ତ ୨୦ ଜଣ ଛାତ୍ରଛାତ୍ରୀ ବାଙ୍ଗାଲୋର ସ୍ଥିତ ଇସ୍ରୋ ମହାକାଶ ଗବେଷଣା କେନ୍ଦ୍ରକୁ ଆସନ୍ତା ମଇ ମାସରେ ପରିଭ୍ରମଣର ଯିବେ । ଆଜି ଜନଶକ୍ତି ଉଚ୍ଚ ବିଦ୍ୟାଳୟର ପୁରାତନ ଛାତ୍ର ସଂସଦର କର୍ମକର୍ତ୍ତାଙ୍କ ଓ ବିଜ୍ଞାନ ଶିକ୍ଷକଙ୍କ ଗହଣରେ ନୟାଗଡ଼ ଜିଲ୍ଲାପାଳ ଶ୍ରୀଯୁକ୍ତ ରବୀନ୍ଦ୍ର ନାଥ ସାହୁ କୃତିତ୍ଵ ଅର୍ଜନ କରିଥିବା ମଦନମୋହନ ମିଶ୍ରଙ୍କୁ ସମ୍ମାନୀତ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like