-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୮ଦଫା ଦାବି ନେଇ ପଚିଶ ଦିନରେପହଞ୍ଚିଲl ଅଙ୍ଗନବାଡ଼ି କର୍ମୀଙ୍କ ଧାରଣା ।

15-Dec-2022



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରl )
ଅଲ୍ ଓଡିଶା ଅଙ୍ଗନୱାଡି ଲେଡିଜ୍ ୱାର୍କର ଆସୋସିଏସନ୍ ଡାକରା ରେ ରାଜ୍ୟର ବିଭିନ୍ନ ବ୍ଳକରେ ଥିବା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଆଗରେ ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ ୮ଦଫା ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ସମସ୍ତ ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ  କୋକସରା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଣୀଙ୍କ କାର୍ଯ୍ୟଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। 
ଆଜି ପଚିଶି ଦିନ ବିତି ଯାଇଛି ହେଳେ ସରକାର କିଛି ଜବାବ ଦେଉ ନାହାନ୍ତି ବୋଲି ସଂଘ ସଭାନେତ୍ରି ଦମୟନ୍ତୀ ବେଶ୍ରା ପ୍ରକାଶ କରିଛନ୍ତି l ଏବଂ ଆମେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସି ରହିବୁ ବୋଳି କହିଛନ୍ତି ଓ ତାଙ୍କ ଦାବି ଗୁଡ଼ିକ ହେଉଛି  ୨୦୧୮ ଆନ୍ଦୋଳନ ସମୟରେ ବହିଷ୍କୃତ ହୋଇଥିବା ୬ ଜଣ ଅଙ୍ଗନବାଡ଼ି କର୍ମୀଙ୍କୁ ପୁନଃ ନିଯୁକ୍ତ ପ୍ରଦାନ କରାଯାଉ, ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ସରକାରୀ କର୍ମଚାରୀ ର ମାନ୍ୟତା ପ୍ରଦାନ କରାଯାଉ, ଯେତେଦିନ ପର୍ଯ୍ୟନ୍ତ ମାନ୍ୟତା ଦିଆଯାଇନାହିଁ ସେତେଦିନ ପର୍ଯ୍ୟନ୍ତ କର୍ମୀ ମାନଙ୍କୁ ୧୮୦୦୦ ଓ ସହାୟିକା ମାନଙ୍କୁ ୯୦୦୦ଟଙ୍କା ପ୍ରଦାନ କରାଯିବା ସହିତ ଇପିଏଫ ଇଏସାଇସି ଓ ଗ୍ରାଜୁଟି ରେ ସାମିଲ କରାଯାଉ। ମିନି ଅଙ୍ଗନୱାଡ଼ି ଉଚ୍ଛେଦ କରି ମିନି ଅଙ୍ଗନୱାଡ଼ି କର୍ମୀ କୁ ମୁଖ୍ୟ ଅଙ୍ଗନୱାଡ଼ି କର୍ମୀର ମାନ୍ୟତା ପ୍ରଦାନ କରାଯାଉ, ଅଙ୍ଗନୱାଡ଼ି କର୍ମଚାରୀ, ମିନି ଅଙ୍ଗନୱାଡ଼ି କର୍ମଚାରୀ ଓ ସହାୟିକା ଙ୍କୁ ଅବସର କାଳୀନ ସହାୟତା ରାଶି ୫ ଲକ୍ଷ ଓ ପେନସନ ମାସିକ ୫୦୦୦ ଟଙ୍କା ପ୍ରଦାନ କରାଯାଉ, କାର୍ଯ୍ୟରତ ଅବସ୍ଥାରେ ମୃତ୍ୟୁ ବରଣ କଲେ ଅଙ୍ଗନୱାଡି କର୍ମଚାରୀ ମାନଙ୍କୁ ମୃତ୍ୟୁ କାଳିନ ସହାୟତା ରାଶି ୫ଲକ୍ଷ ଟଙ୍କା ଦେବା ସହିତ ପରିବାରରୁ ଜଣଙ୍କୁ ଚାକିରୀ ଦିଆଯାଉ, ନୂତନ ଶିକ୍ଷାନୀତି ରେ ଅଭିଜ୍ଞତା ଓ ଯୋଗ୍ୟତା ଆଧାରରେ ବୟସ ସୀମା ନରଖୁ ସମସ୍ତ ଅଙ୍ଗନୱାଡ଼ି କର୍ମଚାରୀ ଙ୍କୁ ପି- ପ୍ରାଇମେରୀ ଶିକ୍ଷୟତ୍ରୀ ମାନ୍ୟତା ଦିଆଯାଉ। ଅଙ୍ଗନୱାଡ଼ି କର୍ମୀଙ୍କୁ ପଦୋନ୍ନତି ଦିଆଯାଉଥ‌ିବା ବେଳେ ଆଉ ୫୦% ସ୍ମାରକ ଓ ଚତୁର୍ଥ ଅଙ୍ଗନୱାଡି କର୍ମୀ ମାନଙ୍କୁ ସୁପରଭାଇଜର ପଦବୀରେ ପଦୋନ୍ନତି ଦିଆଯାଉ ଏଭଳି ୮ ଗୋଟି ଦାବି ରହିଛି। ଏହି ଦାବୀ ଗୁଡିକ ଯେ ପର୍ଯ୍ୟନ୍ତ ପୂରଣ ନ ହୋଇଛି ସେତେ ଦିନ ପର୍ଯ୍ୟନ୍ତ ଧାରଣା ଜାରି ରହିବା ନେଇ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଏହି ଆନ୍ଦୋଳନ ଫଳରେ କୋକସରା ବ୍ଲକର ୧୬୭ କେନ୍ଦ୍ର ର ଅଙ୍ଗନବାଡ଼ି କେନ୍ଦ୍ର ରେ ତାଲା ଝୁଲୁଥିବାବେଳେ ହଜାର ହଜାର ହିତାଧିରୀ ଅଙ୍ଗନବାଡି ସେବା ରୁ ବଞ୍ଚିତ ହେବା ଆଶଙ୍କା ଦେଖାଦେଇଛି । ଏପଟେ ଓଡ଼ିଶା  ସରକାର ପକ୍ଷରୁ କଡା ଚେତାବନୀ ସ୍ୱରୂପ  ଅଙ୍ଗନବାଡି କର୍ମୀ ମାନେ କେନ୍ଦ୍ର ଗୁଡିକ ନ ଖୋଲି ଆନ୍ଦୋଳନ ରେ ନିବୃତ ରହିବେ ତାଙ୍କ ଉପରେ କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ କର୍ମୀ ମାନେ ସରକାର ଙ୍କ ଚେତାବନୀ କୁ ଖାତିର ନ କରି ନିଜ ହକ ପାଇଁ ଆନ୍ଦୋଳନ କରୁଥିବା ସଂଘ ସଦସ୍ୟl ମାନେ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like