-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଲୋଇସିଂହାକୁ ଏନଏସି ମାନ୍ୟତା ଦାବୀନେଇ ଲୋଇସିଂହା ଷ୍ଟାଡିୟମ ଠାରେ ଏକ ଜରୁରୀକାଳୀନ ବୈଠକ

15-Dec-2022



ଲୋଇସିଂହା(ବିନୋଦ କୁମାର ଦୀପ) ଲୋଇସିଂହା ଆଞ୍ଚଳିକ ବିକାଶ ପରିଷଦର ଆହ୍ୱାନକ୍ରମେ ଲୋଇସିଂହା ଷ୍ଟାଡିୟମ ଠାରେ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକରେ ଲୋଇସିଂହାର ବିକାଶ ପାଇଁ ବିଭିନ୍ନ ବିଷୟ ଉପରେ ଆଲୋଚନା ଏବଂ ପର୍ଯ୍ୟାଲୋଚନା କରାଯାଇଥିଲା l ଉକ୍ତ ସଭାରେ ନିମ୍ନ ଲିଖିତ ପ୍ରସ୍ତାବ ଆଗତ ହୋଇ ସର୍ବ ସମ୍ମତିକ୍ରମେ ଗୃହୀତ କରାଗଲା l ଉକ୍ତ ପ୍ରସ୍ତାବରେ ପ୍ରଥମେ ଲୋଇସିଂହାକୁ ଏନଏସି ମାନ୍ୟତା ଦାବୀନେଇ ସରୋଜ ବିଶ୍ୱାଳଂକ ମତରେ ସମସ୍ତ ଅନୁଷ୍ଠାନର ଜନପ୍ରତିନିଧିଙ୍କୁ ଆହ୍ୱାନ କଲେ ସମସ୍ତେ ନିଜନିଜର ମତ ପ୍ରକାଶ କରି କିପରି ଏନଏସି ମାନ୍ୟତା ପାଇଁ ଆନ୍ଦୋଳନକୁ ଆଗେଇ ନେବା ତା ଉପରେ ଆଲୋଚନା କରାଗଲା l ଉକ୍ତ ବୈଠକରେ ସର୍ବସମ୍ମତି କ୍ରମେ ଗ୍ରହଣ କରାଗଲା ଯେ ଏନଏସି ଅଧିନସ୍ଥ ପ୍ରତ୍ୟକ ଗ୍ରାମକୁ ଯାଇ ଏନଏସି ବାବଦ ଓ ଆନ୍ଦୋଳନ ସମ୍ବନ୍ଧେ ବୈଠକ କରିବା ଓ ପ୍ରତ୍ୟକ ମାସରେ ସରକାରୀ ଅଫିସ ଗୁଡିକୁ ଥରେ ବନ୍ଦ କରିବା ପାଇଁ ନିଷ୍ପତି ନିଆଗଲା l ସମସ୍ତ ଗ୍ରାମରୁ ଜନସାଧାରଣ ବାହାରିବା ସହ ପଦଯାତ୍ରା କରି ବଲାଙ୍ଗୀର ଜିଲ୍ଲପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯିବା ସହ ପୋଷ୍ଟକାର୍ଡ ଓ ଦସ୍ତଖତ ଅଭିଯାନ ମଧ୍ୟ କରାଯିବାକୁ ସ୍ଥିର କରାଗଲା l ଉକ୍ତ କାର୍ଯ୍ୟକ୍ରମରେ ଲୋଇସିଂହା ବିଧାୟକ ଡ଼ ମୁକେଶ ମହାଲିଙ୍ଗ ସମେତ ଲୋଇସିଂହାର ଏନଏସି ଅଧିକୃତ ଅଂଚଳର ସମସ୍ତ ରାଜନୈତିକ, ସ୍ୱଚ୍ଛାସେବୀ ଓ ସମାଜସେବୀ କର୍ମକର୍ତା ମାନ ଉପସ୍ଥିତ ଥିଲେ l ଆଗାମୀ 18 ତାରିଖ ପନେଶରା, 19 ତାରିଖ ସେମେଲମୁଣ୍ଡା, 20 ତାରିଖ ବୁର୍ଡl ଓ 21 ତାରିଖ ଲୋଇସିଂହା ବନ୍ଦ ରହିବ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like