-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସଡକ ସୁରକ୍ଷା ପାଇଁ ସଚେତନତା କାର୍ଯ୍ୟକ୍ରମ : ସାମିଲ ହେଲେ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା

15-Dec-2022



ସୁବର୍ଣ୍ଣପୁର  ସୁବର୍ଣ୍ଣପୁର ଜିଲ୍ଳା ପ୍ରଶାସନ, ପରିବହନ ବିଭାଗ ତଥା ଜିଲ୍ଲା ପୋଲିସ ପ୍ରଶାସନ ତରଫରୁ ଆଜି ସଡକ ସୁରକ୍ଷା ପାଳନ ଅବସରରେ ହରଡଖୋଲ ଠାରେ ଥିବା ଜିଲ୍ଳା ସ୍ୱୟଂ ଚଳିତ ଡ୍ରାଇଭିଂ ଟେଷ୍ଟିଙ୍ଗ କେନ୍ଦ୍ର ସମ୍ମୁଖ ରାଜ ରାସ୍ତା ରେ ଦୁଇ ଚକିଆ, ଚାରି ଚକିଆ ଯାନର ଯାଞ୍ଚ ତଥା ଚାଳକଙ୍କୁ ସଡ଼କ ସୁରକ୍ଷା ପାଇଁ ଥିବା ନିୟମ କାନୁନ ସମ୍ୱନ୍ଧରେ ସଚେତନତା କରାଯାଇଛି l ସାମ୍ପ୍ରତିକ ସ୍ଥିତିରେ ଗାଡି ଚାଳକ ମାନେ ସଡ଼କ ସୁରକ୍ଷା ର ଵିଧି ବ୍ୟବସ୍ଥା ମାନୁ ନ ଥିବାରୁ ପ୍ରତ୍ୟେକ ଦିନ ଅନେକ ଦୁର୍ଘଟଣା ଘଟି ଧନ ଜୀବନ କ୍ଷତି ହେଉଛି । ଏହାକୁ ଦୃଷ୍ଟିରେ ରଖି ବିଶେଷକରି ବାଇକ ଚାଳକ ଓ ପଛ ପଟରେ ବସିଥିବା ଲୋକ ହେଲମେଟ ପରିଧାନ କରୁନଥିବାରୁ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି । ଏଣୁ ଏହାକୁ ରୋକିବା ଦିଗରେ ସୁବର୍ଣ୍ଣପୁର ଜିଲ୍ଲା ପରିବହନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ସଚେତନତା କାର୍ଯ୍ୟକ୍ରମ । ଏଥିରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ମଧ୍ୟ ସାମିଲ କରାଯାଇଛି । ଆଜି ଏନେଇ ମଦର ଟେରେସା ବ୍ଲକ ମିଶନ ଶକ୍ତି ଫେଡେରେସନ ର ସଦସ୍ୟା ବୃନ୍ଦଙ୍କ ଦ୍ୱାରା ସୋନପୁର-

ବଲାଙ୍ଗୀର ରାସ୍ତାର ହରଡଖୋଲ ଠାରେ ବିନା ହେଲମେଟ ପରିଧାନ କରି ଯାଉଥିବା ଚାଳକଙ୍କୁ  ସଚେତନତା କରାଇବା ସହ ୧ ହଜାର ଟଙ୍କା ବିନିମୟରେ ଗୋଟିଏ ଲେଖାଏଁ ହେଲମେଟ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲି ସୁନୀଲ ନରୱଣେ, ଅତିରିକ୍ତ ଜିଲ୍ଲାପାଳ ନିଶି ପୁନମ ମିଞ୍ଜ,ଆଞ୍ଚଳିକ ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନା,ଡେପୁଟି କଲେକ୍ଟର ଅଭିଳାଷ ପୁରୋହିତ, ଜିଲ୍ଳା ସଂଯୋଜକ ମିଶନ ଶକ୍ତି କାର୍ତ୍ତିକ ନାୟକ ସମେତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟା, ବିଭାଗୀୟ କର୍ମକର୍ତ୍ତା, ପୋଲିସ ବିଭାଗର ଅଧିକାରୀ, ସାମ୍ବାଦିକ ପ୍ରମୁଖ ସାମିଲ ରହିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like