-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||      କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ   (04-Mar-2026)       ||      ତୃତୀୟ ସୁକତେଲ ମହୋତ୍ସବ ଉଦଯାପିତ♦️ "ଲୁପ୍ତ ପ୍ରାୟ ଲୋକ ଗୀତ ଓ ନୃତ୍ୟର ପୁନରୁଥାନର ଅନନ୍ୟ ମଞ୍ଚ"   (03-Mar-2026)       ||      ଗୋଛାପଡା ଥାନା ଅଞ୍ଚଳରେ ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ : ସମ୍ପୃକ୍ତ ଶିକ୍ଷକ ଥାନାରେ ଅଟକ    (03-Mar-2026)       ||      ପ୍ରସିଦ୍ଧ ଶୈବପୀଠରେ ମହାଜଳଶାୟୀ,ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ   (03-Mar-2026)       ||      ବନଜାତ ଦ୍ରବ୍ୟ ସଂଗ୍ରହ ଓ ବଜାରୀକରଣ ପାଇଁ ବ୍ୟବସାୟୀ ସମ୍ମିଳନୀ   (03-Mar-2026)       ||      ବି ଡି ଓ ସୁଶାନ୍ତ କୁମାର ରଣାଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା   (03-Mar-2026)       ||      ଆକାଂକ୍ଷି ବ୍ଲକରେ ଉନ୍ନୟନ କାର୍ଯ୍ୟ ବାଧାପ୍ରାପ୍ତ   (03-Mar-2026)       ||      ରାୟଗଡ଼ା ବିକଶିତ ହେଲେହିଁ ଓଡ଼ିଶା ଓ ଭାରତ ବିକଶିତ ହେବ: କେବିକେ ସୁରକ୍ଷା ଓ ଉନ୍ନୟନ ପରିଷଦର ଜିଲ୍ଲା ବୈଠକ   (03-Mar-2026)       ||      କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କ ଇସ୍ତଫା ଦାବୀରେ ଢ଼େଙ୍କାନାଳ ଜିଲ୍ଲା ମହିଳା କଂଗ୍ରେସ ପକ୍ଷରୁ ଦସ୍ତଖତ ଅଭିଯାନ   (03-Mar-2026)       ||     

HOME   ଜିଲ୍ଲା

ରାସ୍ତାରେ ଥିବା ହମ୍ପସ୍ ରେ ପିଟି ହୋଇ ଯୁବକ ମୃତ୍ୟୁ  ହମ୍ପସ୍ ତିଆରି କରିଥିବା ବ୍ୟକ୍ତି ନାମରେ ମାମଲା

15-Dec-2022



ନାକଟିଦେଉଳ(କନ୍ଦର୍ପ ବେହେରା) :ନାକଟିଦେଉଳ ବ୍ଲକ୍ କିସିଣ୍ଡା ଥାନା ଅନ୍ତର୍ଗତ ହୀରାଲୋଈ ଗ୍ରାମରେ ବାଇକ ଦୁର୍ଘଟଣାରେ ଜଣେ ଯୁବକ ମୃତ୍ୟୁ ହୋଇଥିବା ଜଣାପଡିଛି l 
ଖବରରୁ ପ୍ରକାଶ ଯା, ଆଜି ମେଘପାଳ ପଞ୍ଚାୟତ ତାମ୍ପରସିଂହା ଗ୍ରାମର ଲାଲମୋହନ ପୋଢ଼ ( ୩୬)ବର୍ଷ କୌଣସି କାମରେ କିସିଣ୍ଡା ଗ୍ରାମକୁ ଆସୁଥିବା ବେଳେ ହୀରାଲୋଇ ଗ୍ରାମପାଖରେ ଥିବା ହମ୍ପସ୍ ରେ ପିଟି ହୋଇ ପଡିଯାଇଥିଲେ l ତେବେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଗ୍ରାମବାସୀ ରେଢ଼ାଖୋଲ ଡାକ୍ତରଖାନାକୁ ପଠାଇଥିଲେ ା ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ l
ବେଆଇନ ଭାବେ ଅରୁଣ ଜାଲ ଜୈନିକ ବ୍ୟକ୍ତି ରାସ୍ତାରେ ହମ୍ପସ ନିର୍ମାଣ କରିଥିବାରୁ ଜନସାଧାରଣ ବିରୋଧ କରି ଦୁଇ

ଘଣ୍ଟା ରାସ୍ତା ରୋକ କରିଥିଲେ ା କିସିଣ୍ଡା ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଂଚି ଆନ୍ଦୋଳନ କାରୀଙ୍କ ସଙ୍ଗେ ଆଲୋଚନା କରିବା ପରେ ରାସ୍ତାରୁ ହଟିଥିଲେ l ପୋଲିସ ୧୧୨/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ବ୍ୟବଛେଦ କରି ପରିବାରକୁ ହସ୍ତାନ୍ତର କରିଥିବାବେଳେ ବେଆଇନ ଭାବେ ହମ୍ପସ ନିର୍ମାଣ କରିଥିବାରୁ ଅରୁଣ ଜାଲ ନାମରେ ୨୭୧,୩୦୪(ଏ)ଆଇପିସି ଧାରାରେ ଏକ ମାମଲା ରୁଜୁ କରିଥିବା ଜଣାପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026
  ଜିଲ୍ଲା  
ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ   04-Mar-2026
  ଜିଲ୍ଲା  
ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   04-Mar-2026
  ଜିଲ୍ଲା  
ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   04-Mar-2026
  ରାଜ୍ୟ  
ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ   04-Mar-2026
  ଜିଲ୍ଲା  
ଏକ ଭିନ୍ନ ଶିକ୍ଷକ   04-Mar-2026
  ଜିଲ୍ଲା  
ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   04-Mar-2026
  ଜିଲ୍ଲା  
*ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   04-Mar-2026
  ଜିଲ୍ଲା  
କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   04-Mar-2026
  ଜିଲ୍ଲା  
କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ   04-Mar-2026

You Might Also Like