-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକର ଉମରାହାଣ୍ଡି ଗ୍ରାମରେ ଜରସରରେ ଚାଲିଛି କୁକୁଡା ଲାଡେଇ ଓ ଦେଶୀମଦ ବେପାର

16-Dec-2022



ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଉମରାହାଣ୍ଡି ଗ୍ରାମରେ ଚାଲିଛି କୁକୁଡା ଗାଲି ଓ ଦେଶୀମଦ ବେପାର।ଏଭଳି  ଗାଁ ଗାଁ ରେ ଚାଲି ଆସିଛି ଅନ୍ଧବିଶ୍ୱାସ ଏବଂ କୁସଂସ୍କାର । ଏହି ଅନ୍ଧବିଶ୍ୱାସ ନଗ୍ନ ଉଦାହରଣ ହେଉଛି କୁକୁଡ଼ା ଗାଲି । ଏହି କୁକୁଡ଼ା ଲଢେ଼ଇରେ ନବରଙ୍ଗପୁର ଜିଲ୍ଲାର ଭିନ୍ନ ଭିନ୍ନ  ଅଞ୍ଚଳରୁ ବହୁ ଲୋକ କୁକୁଡ଼ା ଲଢେ଼ଇ ଖେଳ ଖେଳିବାକୁ ଆସିଥାନ୍ତି।କୁକୁଡ଼ା ଲଢେ଼ଇ ମାଧ୍ୟମରେ ବଡ଼ ଧରଣର ଜୁଆଖେଳ ଚଲାଇଥାନ୍ତି ମାଫିଆମାନେ। ଏହି କୁକୁଡ଼ା ଲଢେ଼ଇ ଉମରାହାଣ୍ଡି ଗ୍ରାମରେ ପ୍ରାୟ ପ୍ରତିଦିନ ଅପରାହ୍ନ ୩ ଘଣ୍ଟ ଠାରୁ ସନ୍ଧ୍ୟା ପର୍ୟ୍ଯନ୍ତ ଚାଲୁଛି । ସବୁଠୁ ଆଶ୍ଚର୍ଯ୍ୟର କଥା ଡାବୁଗାଁରୁ ମାତ୍ର ୩ କିଲମିଟ ଦୂରରେ ଏହି ଗ୍ରାମ କିନ୍ତୁ ପୋଲିସ ସୂଚନାପାଇ କୁକୁଡ଼ା ଲଢେ଼ଇ ଚାଲିଥିବା ସ୍ଥାନରେ ପହଂଚିବା ସମୟରେ ସମସ୍ତେ ସେହି ସ୍ଥାନରୁ ପଳାଉଛନ୍ତି । ମାଫିଆ ମାନେ ଖସି ପଳାଇବାର କାରଣ ହେଉଛି ଉମରାହାଣ୍ଡି ଗ୍ରାମ ଭିତରେ ଥିବା ଗୋଟିଏ

ଚାଷ ଜମି ମଧ୍ୟ ଖେଳ ଚାଲିଛି ତତ ସଙ୍ଗେସଙ୍ଗେ ସେହି ସ୍ଥାନକୁ ଯିବା ପାଇଁ କେବଳ ଗୋଟିଏ ରାସ୍ତା ଅଛି ଚାଲିକି ଯିବାକୁ ପଡେ ଏହି ସ୍ଥାନକୁ ।ସେହି ସ୍ଥାନରେ ବାଇକବା କୈାଣସି ଗାଡ଼ି ଯାଇ ପାରିବ ନାହିଁ।  ତାହାଛଡ଼ା କୁକୁଡ଼ା ଗାଲି ମାଫିଆ ମାନେ ଉମରାହାଣ୍ଡି ଗ୍ରାମର ଦୁଇ ଛକ ନିକଟରେ ନିଜ ଲୋକଙ୍କୁ ରଖିଥାନ୍ତି। ପୋଲିସ ଗାଡି ଗ୍ରାମ ଭିତରେ ପ୍ରବେଶ କରିବା ମାତ୍ରେ ଲୋକମାନେ ଫୋନ ମାଧ୍ୟମରେ ଖବର ଦେଇଥାନ୍ତି। ଖବର ପାଇବା ମାତ୍ରେ ସେହି ସ୍ଥାନରୁ ସମସ୍ତେ ଲୁଚି  ପଳାଇ ଯାଉଛନ୍ତି। ପୋଲିସ ବିଭାଗ ଆଉ  କରିବ ବା କଣ ?। କୁକୁଡ଼ା ଗାଲି ଖେଳ ସହ ଜୁଆ ଓ ମଦ କାରବାର ଭଳି ନିନ୍ଦନୀୟ ପ୍ରଥାକୁ ପରୋକ୍ଷରେ ଅବକାରୀ ବିଭାଗ ଏବଂ ପ୍ରତ୍ୟେକ୍ଷ ଭାବରେ ଅସାମାଜିକ ଲୋକଙ୍କର ଯଗୁଁ  ଥମିବା ବଦଳରେଵଡିବାକୁ ଲାଗିଛି। ଆମ ଅଞ୍ଚଳରେ  କୁକୁଡ଼ା ଗାଲି, ଜୁଆ,ମଦ ଭଳି ନିନ୍ଦନୀୟ କାର୍ଯ୍ୟରେ ଲିପ୍ତ ରହି ଆଦିବାସୀ ଭାଇମାନେ ନିଜର ସଞ୍ଚିତ ଅର୍ଥ ବ୍ୟୟ କରି ଦେଉଛନ୍ତି ।ଫଳରେ ଆର୍ଥିକ ଏବଂ ସାମାଜିକ ଅବସ୍ଥା ବିଗଡିବାରେ ଲାଗିଛି ,ସାଧାରଣତ ଗାଁ ଗହଳିର ଛୋଟଛୋଟ ଛୁଆମାନେ ମଧ୍ୟ

ଆକର୍ଷିତ ହୋଇ ଏଠାକୁ ଚାଲି ଆସନ୍ତି  ଏବଂ ଜୁଆରେ ହାରିବା ପରେ ଦେଶୀମଦ ପିଇ ନିଶାସକ୍ତ ଅବସ୍ଥା ରେ ଘରକୁ ଫେରୁଥିବା ଦେଖିବାକୁ ମିଳୁଛି । ଯାହା ଫୋଳରେ ଏହି ଅଞ୍ଚଳରେ  ବିକାସ ପାଇଁ ଯେଉଁ ସବୁ ଯୋଜନା କରୁଛନ୍ତି ସରକାର ତାହା ସଫଳ ରୂପାୟନ ହେଇପାରୁନି । ବହୁ ଅସାମାଜିକ କାର୍ଯ୍ୟ ବୃଦ୍ଧିପାଉଛି ଏବଂ ପାରିବାରିକ ହିଂସା ମଧ୍ୟ ବଡୁଛ।ଏଭଳି କାମକୁ ଜିଲ୍ଲା ପ୍ରଶାସନ ବିଶେଷ ଦୁଷ୍ଟି ଦେଇ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ସାଧାରଣରେ ଦାବି ହେଉଛି । କାରଣ ନିରୀହ ଆଦିବାସୀ ମାନଙ୍କ  ବିକାଶରେ ବାଧକ ସାଜିଛି ଏହି କୁକୁଡ଼ା ଗାଲି ଓ ଦେଶୀ ମଦ ।

(ରିପୋର୍ଟେର- ମିହିର ଶଙ୍କର ପାତ୍ର) 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like